• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସମର୍ଥ ଅନୁଷ୍ଠାନ ଉଚ୍ଛେଦ ପ୍ରସଙ୍ଗ ଦିବ୍ୟାଙ୍ଗଙ୍କ ଅନଶନ ୫ମ ଦିନରେ ସିପିଏମ୍ ପକ୍ଷରୁ ସମର୍ଥନ

Proprietor Abhimanyu Maharana by Proprietor Abhimanyu Maharana
October 11, 2020
in Uncategorized
0
ସମର୍ଥ ଅନୁଷ୍ଠାନ ଉଚ୍ଛେଦ ପ୍ରସଙ୍ଗ ଦିବ୍ୟାଙ୍ଗଙ୍କ ଅନଶନ ୫ମ ଦିନରେ ସିପିଏମ୍ ପକ୍ଷରୁ ସମର୍ଥନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୦ ଅକ୍ଟୋବର ଶନିବାର )  ଛତ୍ରପୁର  :-  ସମର୍ଥ ଭିନ୍ନକ୍ଷମ ବିଦ୍ୟାଳୟର ବିଜୁଳି ଓ ପାଣି ଉଚ୍ଛେଦ ସହ ଶିକ୍ଷାନୁଷ୍ଠାନ ଚାଲିଥିବା କୋଠାରୁ ଉଠାଇବାକୁ ବିରୋଧ କରି ଗଞ୍ଜାମ ଜିଲ୍ଲା ଭିନ୍ନକ୍ଷମ କଲ୍ୟାଣ ମହାସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଲିଥିବା ଆମରଣ ଅନଶନ ପଞ୍ଚମ ଦିନରେ ସିପିଏମ୍ ପକ୍ଷରୁ ସମର୍ଥନ ଜଣାଇଛନ୍ତି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଲିଥିବା ଆମରଣ ଅନଶନରେ ସିପିଏମ୍ ଦଳର ଜିଲ୍ଲା ସଂପାଦକ କୈଳାସ ଷଡଙ୍ଗୀ, କୃଷକ ସଭାର ରାଜ୍ୟ ଉପସଭାପତି ପି.ହରିକୃଷ୍ଣ ରେଡ୍ଡୀ, ଜିଲ୍ଲା ସଭାପତି ଗୋପାଳ ପାଣିଗ୍ରାହୀ, ବସନ୍ତ ନନ୍ଦ, ଦଳିତ ଶୋଷଣ ମୁକ୍ତି ମଞ୍ଚର ରାଜ୍ୟ ଆବାହକ ରାମଚନ୍ଦ୍ର ନାୟକ ପ୍ରମୁଖ ଯୋଗଦେଇ ଭିନ୍ନକ୍ଷମମାନଙ୍କୁ ଜିଲ୍ଲା ପ୍ରଶାସନର ନିର୍ଯ୍ୟାତନା ପ୍ରସଙ୍ଗରେ ଦୃଢ ନିନ୍ଦା ଜଣାଇବା ସହ ସେମାନଙ୍କୁ ସମସ୍ତ ପ୍ରକାର ଆନୁଷଙ୍ଗିକ ସୁବିଧାର ବ୍ୟବସ୍ଥା କରି ଥଇଥାନା କରିବାକୁ ଦାବି ଜଣାଇଥିଲେ । ଅନ୍ୟପକ୍ଷରେ ପ୍ରଶାସନ ପକ୍ଷରୁ ସେମାନଙ୍କୁ ବିଭିନ୍ନ ସ୍ଥାନରେ ଥଇଥାନ ଲାଗି ପଦକ୍ଷେପ ନେଉଥିବା ବେଳେ ଅନଶନ ଚଳାଇଥିବା ଭିନ୍ନକ୍ଷମ ତଥା ଦିବ୍ୟାଙ୍ଗମାନେ ଉକ୍ତ ସ୍ଥାନ ଗୁଡିକ ସେମାନଙ୍କ ନିମନ୍ତେ ଉପଯୋଗୀ ନୁହଁ ବୋଲି ଅନିଚ୍ଛା ପ୍ରକାଶ କରି ନିଜ ଜିଦ୍‌ରେ ଅଟଳ ରହି ଅନଶନ ଜାରି ରଖିଛନ୍ତି ।

ଆଜକୁ ୫ଦିନ ହେଲା ଅନଶନ ଚାଲୁ ରହିଥିବା ବେଳେ ପ୍ରଶାସନ କିମ୍ବା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ପକ୍ଷରୁ କୌଣସି ସମାଧାନର ବାଟ ବାହାରି ପାରୁନାହିଁ । ଆଜି ଆମରଣ ଅନଶନର ପଞ୍ଚମ ଦିନରେ ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଅସ୍ଥାୟୀ ଭାବେ ଥଇଥାନ ଲାଗି ଗୋପାଳପୁର ସ୍ଥିତ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଅଧୀନରେ ଥିବା ଦୁଇଟି ସେବାଶ୍ରମ ମଧ୍ୟରୁ କେଉଁଠାରେ ମଧ୍ୟ ଥଇଥାନ ନିମନ୍ତେ ପରାମର୍ଶ ଦେଇଥିଲେ । ଏଥିସହ ଛତ୍ରପୁର ସ୍ଥିତ ଦକ୍ଷତା ବିକାଶ କେନ୍ଦ୍ରରେ ମଧ୍ୟ ଅସ୍ଥାୟୀ ଭାବେ ଥଇଥାନ ଲାଗି ମଧ୍ୟ ଅତିରିକ୍ତ ଜିଲ୍ଲାପାଳ ଗଞ୍ଜାମ ଜିଲ୍ଲା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘର ସଂପାଦକ କେ.ଆନନ୍ଦ ରାଓଙ୍କୁ ପରାମର୍ଶ ଦେଇଥିଲେ । ପ୍ରଶାସନ ପକ୍ଷରୁ ଚିହ୍ନଟ କରାଯାଉଥିବା କୌଣସି ସ୍ଥାନରେ ସେମାନଙ୍କ ନିମନ୍ତେ ଆନୁଷଙ୍ଗିକ ସୁବିଧାର ବ୍ୟବସ୍ଥା ନାହିଁ ବୋଲି ଶ୍ରୀ ରାଓ ଅନିଚ୍ଛା ପ୍ରକାଶ କରିଥିଲେ ।

ବ୍ଲକ କଲୋନୀ ପ୍ରାଥମିକ ବିଦ୍ୟାଳୟରେ ଭିନ୍ନକ୍ଷମ ପିଲାମାନଙ୍କୁ ଚଳଣି ନିମନ୍ତେ ସମସ୍ତ ଆନୁଷଙ୍ଗିକ ସୁବିଧାର ବ୍ୟବସ୍ଥା କରାଯିବା ପର୍ଯ୍ୟନ୍ତ ବିଜୁଳି ଓ ପାଣିକୁ ପୁନଃ କାର୍ଯ୍ୟକ୍ଷମ କରି ଆମ୍ଭକୁ ପୁରୁଣା କୋଠାରେ ରହିବା ପାଇଁ ଅନୁମତି ଦିଆଯାଉ । ଏକ୍ଷେତ୍ରରେ ପ୍ରଶାସନ ଯେତେ ଦିନ ପର୍ଯ୍ୟନ୍ତ ନିଷ୍ପତ୍ତି ଗ୍ରହଣ କରି ନାହାନ୍ତି ସେତେ ଦିନ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ପକ୍ଷରୁ ଆମରଣ ଅନଶନ ଜାରି ରହିବ ବୋଲି ମହାସଂଘର ସଂପାଦକ ତଥା ସମର୍ଥ ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀ ରାଓ ଦାବି ରଖିଛନ୍ତି । ସୂଚନାନୁସାରେ, ସମର୍ଥ ଭିନ୍ନକ୍ଷମ ଆବାସିକ ବିଦ୍ୟାଳୟ ଚାଲିଥିବା ସରକାରୀ କୋଠାକୁ ତିନିଦିନ ମଧ୍ୟରେ ଖାଲି କରିବା ପାଇଁ ନୋଟିସ୍ କରାଯାଇଛି । ଏହି ନିଷ୍ପତ୍ତିକୁ ବିରୋଧ କରି ଗଞ୍ଜାମ ଜିଲ୍ଲା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ପକ୍ଷରୁ ଗତ ୫ ତାରିଖ ଠୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ ଜାରି ରହିଛି ।   (ରିପୋର୍ଟ : ଶେଷଦେବ ସାହୁ : ଗଞ୍ଜାମ ଜିଲ୍ଲା ବ୍ୟୁରୋ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version