• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଢେଙ୍କାନାଳରେ ଆଜି ୨୭ ଆକ୍ରାନ୍ତ ଚିହ୍ନଟ ଏବଂ ୬୯ ସୁସ୍ଥ

Proprietor Abhimanyu Maharana by Proprietor Abhimanyu Maharana
October 13, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ଢେଙ୍କାନାଳରେ ଆଜି ୨୭ ଆକ୍ରାନ୍ତ ଚିହ୍ନଟ ଏବଂ ୬୯ ସୁସ୍ଥ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୧୩ ଅକ୍ଟୋବର ମଙ୍ଗଳବାର ) ଢେଙ୍କାନାଳ :- ଜିଲ୍ଲାରେ ୨୭ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ପରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୪୪୩୬ ଏବଂ ଆଜି ଆଉ ୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୧୬ ଜଣ ହୋମ୍ କ୍ଵାରେଣ୍ଟାଇନରୁ,୮ ଜଣ ଲୋକାଲ୍ କଣ୍ଟାକ୍ଟ୍ ଏବଂ ୩ ଜଣ କଟକ ଓ ଭୁବନେଶ୍ବର ହସ୍ପିଟାଲରେ ଚି‌ହ୍ନଟ ହୋଇଛନ୍ତି ।

ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଓଡ଼ାପଡ଼ା ବ୍ଲକର ସର୍ବାଧିକ ୧୦ ଜଣଙ୍କ ମଧ୍ୟରୁ ବାଙ୍ଗୁରସିଂହରୁ ୫, ନୂଆ ବାଙ୍ଗୁରସିଂହରୁ ୨,ବେଶାଳିଆ, ବୃନ୍ଦାବନ ପୁର ଓ ପୋଡାପଡାରୁ ଜଣେ ଲେଖାଏଁ, ସଦର ବ୍ଲକର ତାଳବରକୋଟ୍, ଗୋବିନ୍ଦପୁର, କାଙ୍କଡପାଳ,ବାଲିଆମ୍ବା ଓ ବଣିସିଂହରୁ ଜଣେ ଲେଖାଏଁ,ପରଜଙ୍ଗ ବ୍ଲକର ପରଜଙ୍ଗରୁ ୨,ପାତ୍ରପଡା ଓ ବାଟରେଇରୁ ଜଣେ ଲେଖାଏଁ, ଢେଙ୍କାନାଳ ପୌରାଞ୍ଚଳର ଶ୍ୟାମାଚରଣ ପୁରରୁ ୨,ବାଜିଚୌକ୍ ଓ କାରିଗର ସାହିରୁ ଜଣେ ଲେଖାଏଁ, ଗନ୍ଦିଆ ବ୍ଲକର ମଠତେନ୍ତୁଳିଆ ଓ ମଞ୍ଜୁରି ପଡାରୁ ଜଣେ ଲେଖାଏଁ ଏବଂ କାମାକ୍ଷାନଗର ଏନ୍ ଏ ସି ରୁ ୨ ଜଣ ବ୍ୟକ୍ତି କରୋନା ପଜିଟିଭ୍ ଭାବେ ଚିହ୍ନଟ ହୋଇଛନ୍ତି ।

ଜିଲ୍ଲାରେ ଆଜି ଆଉ ୬୯ ଜଣ ଆକ୍ରାନ୍ତ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜିସୁଦ୍ଧା ଜିଲ୍ଲାରେ ସମୁଦାୟ ୪୪୩୬ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩୯୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪୪ ଜଣ ଚିକିତ୍ସାଧୀନ ଥିବାବେଳେ ୧୨ ଜଣ ମୃତ୍ୟୁବରଣ କରିଛନ୍ତିି । (ରିପୋର୍ଟ / ଅମର ରଞ୍ଜନ ଦାସ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

April 27, 2026
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version