• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଢେଙ୍କାନାଳରେ ଆଜି ୫୦ ଆକ୍ରାନ୍ତ ଚିହ୍ନଟ ଏବଂ ୬୯ ସୁସ୍ଥ

Proprietor Abhimanyu Maharana by Proprietor Abhimanyu Maharana
October 15, 2020
in Uncategorized, ଓଡ଼ିଶା, କରୋନା, ହୋମ୍
0
ଢେଙ୍କାନାଳରେ ଆଜି ୫୦ ଆକ୍ରାନ୍ତ ଚିହ୍ନଟ ଏବଂ ୬୯ ସୁସ୍ଥ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ଅକ୍ଟୋବର ଗୁରୁବାର ) ଢେଙ୍କାନାଳ :- ଜିଲ୍ଲାରେ ୫୦ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଏବଂ ୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୩୧ ଜଣ ହୋମ୍ କ୍ଵାରେଣ୍ଟାଇନରୁ, ୧୧ ଜଣ ଲୋକାଲ୍ କଣ୍ଟାକ୍ଟ୍ ଏବଂ ୮ ଜଣ କଟକ ଓ ଭୁବନେଶ୍ବର ହସ୍ପିଟାଲରେ ଚି‌ହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଗନ୍ଦିଆ ବ୍ଲକର ୧୨ ଜଣଙ୍କ ମଧ୍ୟରୁ ଜାମୁସରାରୁ ୭,ଆତିଣ୍ଡା,ଆଙ୍କୁର୍ଦା, ମଠତେନ୍ତୁଳିଆ, ଗୋପାଳପୁର ଓ କାବେରାରୁ ଜଣେ ଲେଖାଏଁ, ପରଜଙ୍ଗ ବ୍ଲକର ୯ ଜଣଙ୍କ ମଧ୍ୟରୁ ଗେହ୍ଲୀ କାଟେଣୀରୁ ୫,ମୁଣ୍ଡେଇଲୋ, ମେଣ୍ଢାପାଳ,ପଥରଖୁମ୍ବ ଓ ପରଜଙ୍ଗରୁ ଜଣେ ଲେଖାଏଁ, କଙ୍କଡ଼ାହାଡ଼ ବ୍ଲକର ୯ ଜଣଙ୍କ ମଧ୍ୟରୁ ମକୁଆ କାଟେଣିରୁ ୪,ପଥରକେଟାରୁ ୩,ବିରିବୋଲେଇ ଓ ଚାକୁରିଆରୁ ଜଣେ ଲେଖାଏଁ ବ୍ୟକ୍ତି କରୋନା ପଜିଟିଭ୍ ଭାବେ ଚିହ୍ନଟ ହୋଇଛନ୍ତି।

ସେହିପରି ପୌରାଞ୍ଚଳର ଦକ୍ଷିଣକାଳୀରୁ ୨, ଷ୍ଟେସନ ରୋଡ଼, ଷ୍ଟେସନ ବଜାର ଓ ମୀନା ବଜାରରୁ ଜଣେ ଲେଖାଏଁ, କାମାକ୍ଷାନଗର ବ୍ଲକ୍ ବାଇସିଙ୍ଗାରୁ ଜଣେ, ଏନ୍ ଏ ସି ରୁ ୫, ଭୁବନ ଏନ୍ ଏ ସି ରୁ ଜଣେ, ବ୍ଲକର ମଠକରଗୋଳା,ବାଲିବୋ ଓ ଗୋଡାରୁ ଜଣେ ଲେଖାଏଁ, ସଦର ବ୍ଲକର ଲୁଚାପଲି ଓ ଗୋବିନ୍ଦପୁରରୁ ଜଣେ ଲେଖାଏଁ, ଓଡ଼ାପଡ଼ା ବ୍ଲକର ପୁଷ୍ଠଙ୍ଗା ଓ ହିନ୍ଦୋଳ ରୋଡରୁ ଜଣେ ଲେଖାଏଁ ଏବଂ ହିନ୍ଦୋଳ ବ୍ଲକ ଗିରିଧର ପ୍ରସାଦରୁ ଜଣେ ବ୍ୟକ୍ତି କରୋନା ପଜିଟିଭ୍ ଭାବେ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରେ ଆଜି ଆଉ ୬୯ ଜଣ ଆକ୍ରାନ୍ତ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜିସୁଦ୍ଧା ଜିଲ୍ଲାରେ ସମୁଦାୟ ୪୫୧୯ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୪୦୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨୫ ଜଣ ଚିକିତ୍ସାଧୀନ ଥିବାବେଳେ ୧୨ ଜଣ ମୃତ୍ୟୁବରଣ କରିଛନ୍ତିି । (ରିପୋର୍ଟ / ଅମର ରଞ୍ଜନ ଦାସ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
India’s First Women Mount Yunam Expedition Team Meets Assembly Speaker

India’s First Women Mount Yunam Expedition Team Meets Assembly Speaker

August 23, 2026
ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

August 22, 2026
ଦାରିଙ୍ଗବାଡି ସରପଞ୍ଚଙ୍କ ପଦଚ୍ୟୁତ କଲେ କନ୍ଧମାଳ ଜିଲ୍ଲାପାଳ

ଆଗକୁ ରାକ୍ଷୀପୂର୍ଣ୍ଣିମା : ଡିଜାଟାଲ୍ ଯୁଗରେ ବି ଲୋକଙ୍କ ଭରସା ପାଲଟିଛି ଭାରତୀୟ ଡାକସେବା – ଫେନସି ରାକ୍ଷୀ ର ଚାହିଦା ବେଶୀ

August 22, 2026
ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

August 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

India’s First Women Mount Yunam Expedition Team Meets Assembly Speaker

India’s First Women Mount Yunam Expedition Team Meets Assembly Speaker

August 23, 2026
ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

August 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version