• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବାଦପଲ୍ଲୀ ଗ୍ରାମର ସ୍ମଶାନ ଜମିକୁ ଜବର ଦଖଲ ଅଭିଯୋଗ ; ଗଞ୍ଜାମ ଏସପି ଙ୍କୁ ଭେଟିଲେ ଏକ ପ୍ରତିନିଧି ଦଳ

Proprietor Abhimanyu Maharana by Proprietor Abhimanyu Maharana
October 16, 2020
in Uncategorized, ଓଡ଼ିଶା, ହୋମ୍
0
ବାଦପଲ୍ଲୀ ଗ୍ରାମର ସ୍ମଶାନ ଜମିକୁ ଜବର ଦଖଲ ଅଭିଯୋଗ ; ଗଞ୍ଜାମ ଏସପି ଙ୍କୁ ଭେଟିଲେ ଏକ ପ୍ରତିନିଧି ଦଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୬ ଅକ୍ଟୋବର ଶୁକ୍ରବାର )  ଗଞ୍ଜାମ :- ଗଞ୍ଜାମ ତହସିଲ ,ରମ୍ଭା ଥାନା ଗଞ୍ଜାମ ବ୍ଲକ ର ସୁବଳୟା ପଞ୍ଚାୟତ ଅଧିନସ୍ଥ ବାଦପଲ୍ଲୀ ଗ୍ରାମରେ ରହିଥିବା ସ୍ମଶାନ ଜମିକୁ ଜବର ଦଖଲ କରିବା ସହ ଗ୍ରାମବାସୀ ଙ୍କୁ ଦବଙ୍ଗ ଗିରି ଦେଖାଇ ସେଠାରେ ଗୃହ ନିର୍ମାଣ କରାଯାଉଥିବା ନେଇ ଗଞ୍ଜାମ ଏସପି ବ୍ରିଜେଶ କୁମାର ରାଏଙ୍କୁ ଭେଟିଲେ ଏକ ପ୍ରତିନିଧି ଦଳ। 15 ନମ୍ବର ଜିଲ୍ଲାପରିଷଦ ସଭ୍ୟା ରଶ୍ମିରାଣୀ ମହାପାତ୍ର, ପୁର୍ବତନ ଜିଲ୍ଲାପରିଷଦ ସଦସ୍ୟ ତଥା ଦଳିତ ନେତା କୀର୍ତ୍ତନ ଦାସ,ଦଳିତ ସମ୍ପ୍ରଦାୟ ନେତା ଭୀମସେନ ବେହେରା, ଲକ୍ଷ୍ମୀ ଚରଣ ପାହାନ ପ୍ରମୁଖ ଏକ ପ୍ରତିନିଧି ଦଳ ଗଞ୍ଜାମ ଏସପି ଶ୍ରୀ ରାଏଙ୍କୁ ଭେଟି ଏକ ସ୍ମାରକ ପତ୍ର ପ୍ରଦାନ କରିବା ସହ ଗରିବ ଦଳିତ ସମାଜ ପ୍ରତି ଉପଯୁକ୍ତ ନ୍ୟାୟ ପ୍ରଦାନ ନିମନ୍ତେ ଅନୁରୋଧ କରିଛନ୍ତି। ଏନେଇ ଗତ ଗୁରବାର ଦିନ ଗ୍ରାମବାସୀ ଥାନା ଅଧିକାରୀ କୃଷ୍ଣଚନ୍ଦ୍ର ସେଠୀ ଙ୍କୁ ମଧ୍ୟ ଲିଖିତ ଭାବେ ଜଣାଇଛନ୍ତି। ଏଚ . ବୁରୁଡ଼ି ରାଜସ୍ୱ ନିରୀକ୍ଷକ ମୌଜା ଖାତା ନମ୍ବର 115, ପ୍ଲଟ ନମ୍ବର:2061ସମ୍ପୃକ୍ତ ଏରିଆ ଏ0.760 ଡେସିମିଲି ଝାଉଁବଣ ଅଧିନସ୍ଥ ହରିଜନ ସମ୍ପ୍ରଦାୟର ସ୍ମଶାନ ଜମିଟିକୁ ଖଣ୍ଡଦେଉଳି ପଞ୍ଚାୟତ ର ବାଗଲପୁର ଗ୍ରାମର ଜୈନକ ବ୍ୟକ୍ତି ଜୋର ଜବରଦସ୍ତ ସେହି ସ୍ଥାନରେ ଗୃହ ନିର୍ମାଣ କରିବା ସହ ଗ୍ରାମବାସୀ ବିରୋଧ କଲେ ଜୀବନରେ ମାରିଦେବାକୁ ଧମକ ଦେବାସହ ଜାତିଆଣ ଆକ୍ଷେପ କରି ଅଭଦ୍ର ଭାଷା ପ୍ରୟୋଗ କରି ଗାଳି ଗୁଳଜ କରୁଥିବା ଅଭିଯୋଗ ପତ୍ର ଉଲ୍ଲେଖ ରହିଛି ।

ସୂଚନା ଥାଉକି : ଏନେଇ ପୂର୍ବରୁ ଜିଲ୍ଲାପାଳ,ଠାରୁ ଆରମ୍ଭ କରି ଉପଜିଲ୍ଲାପାଳ,ତହସିଲଦାର ପ୍ରମୁଖ ଙ୍କୁ ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ସୁଫଳ ନମିଳିବାରୁ ଜମି ମାଫିଆ ଙ୍କ ଲୋଲୁପ ଦୃଷ୍ଟି ଉକ୍ତ ସ୍ମଶାନ ଜମିରେ ପଡିବା ଫଳରେ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ଉକ୍ତ ସ୍ଥାନଙ୍କୁ ନେଇ ଗ୍ରାମବାସୀ ପୂର୍ବରୁ ଉଚ୍ଚ ନ୍ୟାୟାଳୟରେ ଏ ନେଇ ଅଭିଯୋଗ କରିଥିବା ବେଳେ ବର୍ତ୍ତମାନ ଉଚ୍ଚ ନ୍ୟାୟାଳୟରେ ଜନସ୍ୱାର୍ଥ ମାମଲା ବିଚାରାଧୀନ ରହିଥିବା ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ କୀର୍ତ୍ତନ ଦାସ ଗଣମାଧ୍ୟମକୁ କହିଛନ୍ତି। ଯାହାର କେଶ ନମ୍ବର ଡବ୍ଲ୍ୟୁ.ପି(ସି)ପିଆଇଏଲ ନମ୍ବର .15968 ଅଫ 2016 ଅଟେ ବୋଲି ସ୍ମାରକ ପତ୍ରରେ ଉଲ୍ଲେଖ ରହିଛି। ଦେଶ ସ୍ବାଧୀନତା ପୂର୍ବରୁ ପୁରୁଷାନୁକ୍ରମେ ଉକ୍ତ ଗ୍ରାମବାସୀ ର ଦଳିତ ସମ୍ପ୍ରଦାୟର ର ଲୋକେ ସ୍ମଶାନ ଭାବେ ବ୍ୟବହାର କରି ଆସୁଛନ୍ତି। ଜମି ମାଫିଆ ମାନେ ସେଠାରେ ପ୍ଲାଟିଂ କରି ଉକ୍ତ ଜମିକୁ ରଫାଦଫା କରି ନିଜ ଅକ୍ତିଆର କୁ ନେବାକୁ ଚେଷ୍ଟା କରି ଆସୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। (ରିପୋର୍ଟ: ଶେଷଦେବ ସାହୁ, ଗଞ୍ଜାମ ଜିଲ୍ଲା ବ୍ୟୁରୋ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version