• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଟି୨୦ ସିଜନ୍‌ରେ ଭାରତର ‘ରିଅଲ୍ ହିରୋ’ଙ୍କୁ ରୟାଲ ଚ୍ୟାଲେଞ୍ଜ ସ୍ପୋର୍ଟସ୍ ଡ୍ରିଙ୍କ୍‌ର ସାଲ୍ୟୁଟ୍‌ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
October 17, 2020
in Uncategorized, ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
ଟି୨୦ ସିଜନ୍‌ରେ ଭାରତର ‘ରିଅଲ୍ ହିରୋ’ଙ୍କୁ ରୟାଲ ଚ୍ୟାଲେଞ୍ଜ ସ୍ପୋର୍ଟସ୍ ଡ୍ରିଙ୍କ୍‌ର ସାଲ୍ୟୁଟ୍‌ – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଅକ୍ଟୋବର ଶନିବାର ) ଭୁବନେଶ୍ୱର :- ଚଳିତ ବର୍ଷ ଆରମ୍ଭରୁ ଜୀବନର ଅର୍ଥ ବଦଳିଯାଇଛି । ସାଧାରଣ ଲୋକ ଆଗଧାଡ଼ିର ଯୋଦ୍ଧାରେ ପରିଣତ ହୋଇଛନ୍ତି ଯେଉଁମାନେ ମହାମାରୀର ଅପ୍ରତ୍ୟାଶିତ ସମୟରେ ନିଜ କର୍ତବ୍ୟରୁ ଆଗକୁ ବଢି କାର୍ଯ୍ୟ କରିଛନ୍ତି । ଏହି ‘ବାସ୍ତବ ଚ୍ୟାଲେଞ୍ଜରମାନଙ୍କୁ’ ସାଲ୍ୟୁଟ୍ ଜଣାଇବା ପାଇଁ ରୟାଲ ଚ୍ୟାଲେଞ୍ଜ ସ୍ପୋର୍ଟସ୍ ଡ୍ରିଙ୍କ୍‌, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସହିତ ଏକତ୍ରିତ ହୋଇଛି । ସାମ୍ପ୍ରତିକ ପରିସ୍ଥିତିରେ ଅସହାୟଙ୍କୁ ସହଯୋଗ ପାଇଁ ନିସ୍ୱାର୍ଥପର ଭାବେ କାମ କରିଥିବା ଭାରତର ଏହି ପ୍ରକୃତ ଚ୍ୟାଲେଞ୍ଜର୍‌ମାନଙ୍କର ହୃଦୟସ୍ପର୍ଶୀ, ବୀରତ୍ୱର କାହାଣୀ ସହିତ ଏହି ଅଭିଯାନ ଲକ୍ଷ ଲକ୍ଷ ଲୋକଙ୍କୁ ଏହି ବିଚାରଧାରାକୁ ଆପଣାଇବା ଏବଂ ନିଜ ମଧ୍ୟରେ ପ୍ରକୃତ ଚ୍ୟାଲେଞ୍ଜର ହେବା ପାଇଁ ଅନୁପ୍ରାଣିତ କରିବ । ଏହି ଅଭିଯାନ ଏକ ଟିଭିସି ସହିତ ଲାଇଭ୍ ପ୍ରସାରିତ ହେଉଛି ଯେଉଁଥିରେ ବିରାଟ କୋହଲି, ଏବି ଡେଭିଲିୟର୍ସ ଓ ୟୁଜ୍‌ବେନ୍ଦ୍ର ଚହଲ୍ ଗର୍ବର ସହିତ ଏହି ହିରୋମାନଙ୍କ କାହାଣୀ ବର୍ଣ୍ଣନା କରିଛନ୍ତି, ଯେଉଁମାନେ ଏଭଳି ଆହ୍ୱାନପୂର୍ଣ୍ଣ ସମୟରେ ନିଜର ଅବଦାନ ଦେଉଛନ୍ତି ।

ଆମ ଦେଶର ଗଭୀରତାରେ ସଂସ୍କୃତିର ବିବିଧତା ସହିତ ବିଭିନ୍ନ କ୍ଷେତ୍ର ହିରୋମାନେ ଭାଇଚାରା ଓ ମାନବଜାତିର ସମର୍ଥନରେ ନିଜ ସୀମାକୁ ଭାଙ୍ଗି ସାହସର ପ୍ରଦର୍ଶନ କରିଛନ୍ତି । ଭୁବନେଶ୍ୱରର ନିବାସୀ ଏଭଳି ଜଣେ ହିରୋ ହେଉଛନ୍ତି ନିଳାଚଳ ପରିଡା (୨୫ ବର୍ଷ), ଯିଏକି ହେଉଛନ୍ତି ଜଣେ ଜାତୀୟ ସ୍ତରୀୟ ପର୍ବତାରୋହୀ । ଏକ ପୂର୍ବ ନିର୍ଦ୍ଧାରିତ ୟୁରୋପିୟ ଅଭିଯାନକୁ ବାତିଲ କରିବା ପରେ ସେ ନିଜର ସମୟ ଓ ପ୍ରୟାସକୁ ମହାମାରୀ ସମୟରେ ସାହାଯ୍ୟ ଆବଶ୍ୟକ କରୁଥିବା ଅସହାୟ ଲୋକଙ୍କ ଉପରେ ଧ୍ୟାନ କେନ୍ଦ୍ରିତ କରିବାରେ ବିନିଯୋଗ କରିବାକୁ ନିଷ୍ପତି ନେଇଥିଲେ । ନିଜ ବନ୍ଧୁମାନଙ୍କ ସହଯୋଗରେ ନିଳାଚଳ ପନିପରିବା ବିକ୍ରି କରିବା, ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ବରିଷ୍ଠ ନାଗରିକଙ୍କ ପାଇଁ ମାଗଣା ହୋମ୍ ଡେଲିଭରିର ବିକଳ୍ପ ପ୍ରଦାନ କରିବା ଲାଗି ଏକ ମେକ୍‌ସିଫ୍ଟ ହଟ୍ ସ୍ଥାପନ କରିଥିଲେ । ଏହି କାର୍ଯ୍ୟ ସହରର ବରମୁଣ୍ଡା ଅଂଚଳର ନିବାସୀମାନଙ୍କୁ ଅନେକ ସାହାଯ୍ୟ କରିଥିଲା ଏବଂ ନିଜର ମୂଲ୍ୟବାନ ଅବଦାନ ପାଇଁ ତାଙ୍କୁ ପ୍ରଶଂସା କରାଯାଇଥିଲା ।

ଏହି ଦୋକାନ ସହିତ ସେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ କୋଭିଡ୍‌-୧୯ ରିଲିଫ୍ ଫଣ୍ଡ ପାଇଁ ପାଣ୍ଠି ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲେ । ବିଗତ କିଛି ମାସ ମଧ୍ୟରେ ନିଜର ଏହି ଯାତ୍ରା ସମ୍ପର୍କରେ ନିଳାଚଳ ପରିଡା ମତ ରଖି କହିଛନ୍ତି ଯେ, “ମୁଁ ମୋର ବନ୍ଧୁମାନଙ୍କ ସହଯୋଗ ପାଇଁ ଖୁବ୍ କୃତଜ୍ଞ ଏବଂ ଏହି ଆହ୍ୱାନପୂର୍ଣ୍ଣ ସମୟରେ ସମୁଦାୟ ପାଇଁ କିଛି କରିବାକୁ ସକ୍ଷମ ହୋଇଥିବାରୁ ମୁଁ ଖୁବ୍‌ ଆନନ୍ଦିତ । ଜଣେ ରିଅଲ୍ ଚ୍ୟାଲେଞ୍ଜର ଭାବେ ପରିଚିତ ହେବା ଏବଂ ଏହି ହୃଦୟସ୍ପର୍ଶୀ ଅଭିଯାନର ଏକ ଅଂଶ ହେବା ମୋ ପାଇଁ ଏକ ସମ୍ମାନ ।”ଏହି ଅଭିଯାନ ଉପରେ ଇଭିପି ଆଣ୍ଡ ପୋର୍ଟଫୋଲିଓ ହେଡ୍ (ଜିଆଜିଓ ଇଣ୍ଡିଆ) ଏବଂ ବୋର୍ଡ ଅଫ୍ ଡାଇରେକ୍ଟର (ଆର୍‌ସିବି), ଅମରପ୍ରିତ ଆନନ୍ଦ କହିଛନ୍ତି ଯେ, “ବର୍ତମାନର ଅପ୍ରତ୍ୟାଶିତ ସମୟ ଦେଶବ୍ୟାପୀ ଯୋଦ୍ଧା ଓ ହିରୋମାନଙ୍କୁ ସେମାନଙ୍କର ପ୍ରୟାସକୁ ଚିହ୍ନଟ କରି ସେମାନଙ୍କୁ ସମ୍ମାନିତ କରିବା ପାଇଁ ରୟାଲ ଚ୍ୟାଲେଞ୍ଜ ସ୍ପୋର୍ଟସ୍ ଡ୍ରିଙ୍କ୍ ଟି୨୦ ସିଜନ୍ ସମୟରେ ଏହି ହିରୋମାନଙ୍କୁ ସାଲ୍ୟୁଟ୍ କରିବ ।”

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ଆଜିଠୁ ହରିରାଜପୁର ପଞ୍ଚୁ୍‌ଦୋଳ ଆତସବାଜିରେ କମ୍ପିବ ମେଳଣ ପଡିଆ

March 10, 2026

March 9, 2026
୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

Launch of “Craftsperson of the Week” Programme at Ekamra Haat

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ଆଜିଠୁ ହରିରାଜପୁର ପଞ୍ଚୁ୍‌ଦୋଳ ଆତସବାଜିରେ କମ୍ପିବ ମେଳଣ ପଡିଆ

March 10, 2026
ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version