• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘ ତରଫରୁ ; ବରିଷ୍ଠ ରାଜନେତା ତଥା କଳା ଓ ସଂସ୍କୃତିପ୍ରେମୀ ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କୁ ଭାବବିହ୍ୱଳ ଶ୍ରଦ୍ଧାଞ୍ଜଳୀ

Proprietor Abhimanyu Maharana by Proprietor Abhimanyu Maharana
October 17, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘ ତରଫରୁ ; ବରିଷ୍ଠ ରାଜନେତା ତଥା କଳା ଓ ସଂସ୍କୃତିପ୍ରେମୀ ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କୁ ଭାବବିହ୍ୱଳ ଶ୍ରଦ୍ଧାଞ୍ଜଳୀ

Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଅକ୍ଟୋବର ଶନିବାର ) ଭୁବନେଶ୍ୱର :- ବରିଷ୍ଠ ରାଜନେତା, ପୂର୍ବତନ ମନ୍ତ୍ରୀ, ପିପିଲିର ବିଧାୟକ ତଥା କଳା ଓ ସଂସ୍କୃତିପ୍ରେମୀ ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କ ଅକାଳ ବିୟୋଗରେ ରାଜ୍ୟର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘ ତରଫରୁ ଭାବବିହ୍ୱଳ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି । ସଂଘର ସଭାପତି ଡଃ ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀଙ୍କ ଆବାହକତ୍ୱରେ, ଆୟୋଜିତ ଏହି ସ୍ମୃତି ସଭାରେ ସଂଘର ସଭ୍ୟ, ସ୍ଥାନୀୟ ଯୁବବନ୍ଧୁ, ଲୋକପ୍ରତିନିଧି, ଅଞ୍ଚଳର ବରିଷ୍ଠ ନାଗରିକ ତଥା ବାସିନ୍ଦାମାନେ ଉପସ୍ଥିତ ରହି ସ୍ୱର୍ଗତ ମହାରଥୀଙ୍କୁ ଗଭିର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ପ୍ରାରମ୍ଭରେ ତାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ କ୍ୟାଣ୍ଡେଲ ପ୍ରଜ୍ୱଳନ କରାଯାଇ ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା ।

ସଂଘର ସାଧାରଣ ସଂପାଦକ ତଥା ସମାଜସେବୀ ଶ୍ରୀ ବିଶ୍ୱଜିତ୍ ପଟ୍ଟନାୟକ(ସିଲୁ) ସ୍ୱର୍ଗତଃ ମହାରଥୀଙ୍କୁ ଏକ ପ୍ରବୀଣ ରାଜନେତା ସହ ତାଙ୍କୁ ଏକ ଅନୁଷ୍ଠାନ ଭାବେ ଚିତ୍ରଣ କରିଥିଲେ ଓ ତାଙ୍କ ବିୟୋଗରେ ରାଜ୍ୟ ରାଜନୀତି ତଥା କଳା ଓ ସଂସ୍କୃତି କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି ଘଟିଲା ବୋଲି ମତବ୍ୟକ୍ତ କରିଥିଲେ । ସଂଘର ସାଂସ୍କୃତିକ ସଂପାଦକ, ଶ୍ରୀ ବଟକୃଷ୍ଣ ପଣ୍ଡା ସ୍ୱର୍ଗତଃ ମହାରଥୀଙ୍କୁ କଳା ଓ ସଂସ୍କୃତିର ପୂଜାରୀ ରୂପେ ଅଭିହିତ କରିବା ସହ ରାଜନୀତି ଜୀବନର ବ୍ୟସ୍ତତା ମଧ୍ୟରେ ଲୁଚିଯାଉଥିବା ଯାତ୍ରା ସଂସ୍କୃତିକୁ ଅନେକ ପାଦ ଆଗକୁ ବଢାଇବାରେ ସ୍ୱର୍ଗତଃ ମହାରଥୀଙ୍କ ଅବଦାନ ଅତୁଳନୀୟ ବୋଲି ବିବେଚନା କରିଥିଲେ ।

ଏଥିସହ ଉପସ୍ଥିତ ବ୍ୟକ୍ତି ବିଶେଷ ସ୍ୱର୍ଗତ ମହାରଥୀଙ୍କ ସ୍ମୃତି ଚାରଣ କରିବା ସହ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଶେଷରେ ସଂଘର କୋଷାଧ୍ୟକ୍ଷ ଶ୍ରୀ ପ୍ରକାଶ ଚନ୍ଦ୍ର ସାହୁ (ଗଗନ) ପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାରକୁ ଏହି ଦୁଃଖଦ ସମୟରେ ଅସୀମ ସାହସ ଓ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରାର୍ଥନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ସାମ୍ବାଦିକ ଶ୍ରୀ ସୁକାନ୍ତ ରାଉତ, ରଞ୍ଜନ କୁମାର ସାହୁ, ଆଲୋକ ପରିଡା, ନରେନ୍ଦ୍ର ସାହୁ, କୁମର ବାରିକ, କୈବଲ୍ୟ ପ୍ରସାଦ ସାହୁ, ଭୀମସେନ ସାମଲ, ନିରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version