• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପୁରୀ ରେଳ ପୋଡି 2015 : ସୁବାସ ରାମଚନ୍ଦ୍ରନ କୁ 25 ବର୍ଷ ସଶ୍ରମ କାରାଦଣ୍ଡ 75 ହଜାର 5 ଶହ ଜୋରିମାନା

Proprietor Abhimanyu Maharana by Proprietor Abhimanyu Maharana
October 17, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ପୁରୀ ରେଳ ପୋଡି 2015 : ସୁବାସ ରାମଚନ୍ଦ୍ରନ କୁ 25 ବର୍ଷ ସଶ୍ରମ କାରାଦଣ୍ଡ 75 ହଜାର 5 ଶହ ଜୋରିମାନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଅକ୍ଟୋବର ଶନିବାର ) ଭୁବନେଶ୍ୱର :- ପୁରୀ , ଅଭିଯୁକ୍ତ ସୁବାସ ରାମଚନ୍ଦ୍ରନ୍‌ଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି । ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ଡଃ ଇନ୍ଦୁ ଶର୍ମା ଶୁକ୍ରବାର ସୁବାସଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୭୫ହଜାର ୫ଶହ ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି । ୨୦୧୫ ନଭେମ୍ବର ୧୨ ତାରିଖରେ ପୁରୀ ରେଳ ଷ୍ଟେସନରେ ଭୟାବହ ଟ୍ରେନପୋଡି ଘଟଣା ଘଟିଥିଲା । ପ୍ଲାଟଫର୍ମରେ ରହିଥିବା ପୁରୀ-ନୂଆଦିଲ୍ଲୀ ନନ୍ଦନକାନନ ଏକ୍ସପ୍ରେସ, ପୁରୀ-ତିରୁପତି-ବିଳାସପୁର ଏକ୍ସପ୍ରେସ ଏବଂ ପୁରୀ-ହାୱଡା ଏକ୍ସପ୍ରେସ ଟ୍ରେନର କେତେକ ସ୍ଲିପର କୋଚ୍‌ରେ କୌଣସି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲା ।

ଏଥିଯୋଗୁଁ ୫ଟି ସ୍ଲିପର କୋଚ୍‌ ପୋଡି ପାଉଁଶ ହୋଇଯାଇଥିଲା । ନନ୍ଦନକାନନ ଏକ୍ସପ୍ରେସ୍‌ ୪ନମ୍ବର ପ୍ଲାଟଫର୍ମରେ ଥିବାବେଳେ ଅପରାହ୍ଣ ପ୍ରାୟ ୪ଟା ବେଳେ ୧୨ନମ୍ବର ସ୍ଲିପର କୋଚ୍‌ରୁ ହଠାତ୍‌ ନିଆଁ ବାହାରିଥିଲା । ଚାହୁଁ ଚାହୁଁ ନିଆଁର ତୀବ୍ରତା ବୃଦ୍ଧି ପାଇବା ସହ ରେଳଷ୍ଟେସନ ପରିସର ଧୁଆଁମୟ ହୋଇଯାଇଥିଲା । ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରୁଥିବା ବେଳେ ୧୧ନମ୍ବର ସ୍ଲିପର କୋଚ୍‌କୁ ନିଆଁ ଡେଇଁଥିଲା। ଏହାପରେ ୨ନମ୍ବର ପ୍ଲାଟଫର୍ମରେ ଥିବା ପୁରୀ-ତିରୁପତି-ବିଳାସପୁର ଏକ୍ସପ୍ରେସ ଟ୍ରେନର ୪ନମ୍ବର ସ୍ଲିପର କୋଚ୍‌ରୁ ନିଆଁ ବାହାରିଥିଲା ।

ସନ୍ଧ୍ୟା ପ୍ରାୟ ୬ଟା ବେଳେ ପୁରୀ-ହାୱଡା ସୁପରଫାଷ୍ଟ୍‌ ଏକ୍ସପ୍ରେସ ୨ନମ୍ବର ପ୍ଲାଟଫର୍ମରୁ ଛାଡିବାକୁ ଥିବାବେଳେ ଗୋଟିଏ ସାଧାରଣ ବଗିରୁ ନିଆଁ ବାହାରିଥିଲା । ତେବେ ଏହି ଅଗ୍ନିକାଣ୍ଡରେ କୌଣସି ରେଳଯାତ୍ରୀ କିମ୍ବା କର୍ମଚାରୀ ମୃତାହତ ହୋଇନଥିଲେ । ତିନିଟି ଟ୍ରେନର ୫ଟି ବଗି ପୋଡି ଯାଇଥିଲା । ସନ୍ଦେହଜନକ ଭାବେ ପ୍ଲାଟଫର୍ମରେ ବୁଲୁଥିବା ତାମିଲନାଡୁର ସୁବାସ ରାମଚନ୍ଦ୍ରନ୍‌ଙ୍କୁ ରେଳବାଇ ପୁଲିସ ଥାନାକୁ ଧରିନେଇ ତଦନ୍ତ କରିବା ପରେ ତାଙ୍କ ପକେଟରୁ ଦିଆଶିଲ୍‌ ଏବଂ ବ୍ଲେଡପାତିଆ ମିଳିଥିଲା । ରେଳଗାଡି ସ୍ଲିପର ସିଟ୍‌କାଟି ସେଥିରେ ନିଅାଁ ଲଗାଇ ଦିଆଯାଇଥିବା ତଦନ୍ତରୁ ଜଣାପଡିଥିଲା । ( ରିପୋର୍ଟ ସ୍ୱରୂପ ଦାସ୍ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version