• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରେକର୍ଡ ସହ ବିକାଶ ରେସିଡେନସିଆଲ ଶିକ୍ଷା ଅନୁଷ୍ଠାନ ର ୨୧୦ ଜଣ ନିଟ୍ ରେ ସଫଳତା

Proprietor Abhimanyu Maharana by Proprietor Abhimanyu Maharana
October 17, 2020
in Uncategorized, ଓଡ଼ିଶା, ହୋମ୍
0
ରେକର୍ଡ ସହ  ବିକାଶ ରେସିଡେନସିଆଲ ଶିକ୍ଷା ଅନୁଷ୍ଠାନ ର ୨୧୦ ଜଣ ନିଟ୍ ରେ ସଫଳତା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଅକ୍ଟୋବର ଶନିବାର ) ବରଗଡ଼ :- ବିକାଶ ଆବଶିକ ଶିକ୍ଷାନୁଷ୍ଠାନ ସମୁହର ରେକର୍ଡ ସଂଖ୍ୟକ ୨୧୦ ଜଣ ଛାତ୍ରଛାତ୍ରୀ ନିଟ୍ ଜାତୀୟ ପରୀକ୍ଷା ରେ ସଫଳତା ହାସଲ କରିଛନ୍ତି । ଏ ସଂକ୍ରାନ୍ତରେ ବରଗଡ଼ ଜିଲ୍ଲା ବରାହାଗୋଡା ସ୍ଥିତ ଅନୁଷ୍ଠାନ ର ମୁଖ୍ୟ କ୍ୟାମ୍ପସ ଠାରେ ଆଜି ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀ ରେ ପରିଚାଳନା ଅଧ୍ୟକ୍ଷ ଡି.ମୁରଲି କ୍ରିଷ୍ଣା ସୂଚନା ଦେଇଥିଲେ । ରାଷ୍ଟ୍ରୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା ରେ ନିଟ୍ – ମେଡିକାଲ ରେ ବିକାଶ ବରଗଡ଼ ର ପ୍ରିୟା°ଶୁ ଅଗ୍ରୱାଲ ୬୭୭ ମାର୍କ ରଖି ଥିବା ବେଳେ ୧୧ ଜଣ ଛାତ୍ରଛାତ୍ରୀ ୬୦୦ ଅଧିକ ମାର୍କ ସହ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି ।

୨୫ ଜଣ ଛାତ୍ରଛାତ୍ରୀ ୫୦୦ ରୁ ଅଧିକ ମାର୍କ ରଖିଛନ୍ତି । ସମୁଦାୟ ୨୧୦ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ରେ ସଫଳତା ହାସଲ କରିଛନ୍ତି ବୋଲି ସେ କହିଥିଲେ । ଅନୁଷ୍ଠାନ ର ନିର୍ଦ୍ଦେଶକ ଡ଼ଃ ସମରେନ୍ଦ୍ର ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ନିର୍ଦ୍ଦେଶକ ଏକାଡେମୀ ଜି. ରମାକ୍ରିଷ୍ଣ, ନିର୍ଦ୍ଦେଶକ ଏଡମିନିଷ୍ଟ୍ରେସନ ଡି. ବିବେକ, ପରିଚାଳନା ନିର୍ଦ୍ଦେଶକ ଜି ଭାସ୍କର ରାଓ, ନିର୍ଦ୍ଦେଶକ ଡି ନାଗେଶ୍ଵର, ବିକାଶ ଆବାସିକ ବିଦ୍ୟାଳୟ ର ଅଧ୍ୟକ୍ଷ ଶିଶିର ରାଉଳ, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ମୁରାରି ପ୍ରସାଦ ସାହୁ, ଉପାଧ୍ୟକ୍ଷ ଚିତ୍ତରଞ୍ଜନ ପତି ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ କୃତୀ ଛାତ୍ରଛାତ୍ରୀ ଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । (ସତ୍ୟ ନାରାୟଣ ପ୍ରଧାନ ବରଗଡ଼)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version