• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୬ କୁଇଣ୍ଟାଲ ଗଞ୍ଜେଇ,କଣ୍ଟେନର ଓ ବାଇକ ଜବତ ; ୪ ଅନ୍ତଃରାଜ୍ୟ ଗଞ୍ଜେଇ ମାଫିଆ ସହ ୬ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
October 18, 2020
in Uncategorized, ଅପରାଧ, ଓଡ଼ିଶା, ହୋମ୍
0
୬ କୁଇଣ୍ଟାଲ ଗଞ୍ଜେଇ,କଣ୍ଟେନର ଓ ବାଇକ ଜବତ ; ୪ ଅନ୍ତଃରାଜ୍ୟ ଗଞ୍ଜେଇ ମାଫିଆ ସହ ୬ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ଅକ୍ଟୋବର ରବିବାର ) ମୋହନା :- ଗଜପତି ଆରକ୍ଷୀ ଅଧିକ୍ଷକ ତପନ କୁମାର ପଟ୍ଟନାୟକଙ୍କ ଦୃଢ ମନୋବଳ ଓ ଇଚ୍ଛା ଶକ୍ତିର ଆଗ୍ରହ ଯୋଗୁଁ ଗଜପତି ଜିଲ୍ଲାରେ ବଢି ଚାଲିଥିବା ବେଆଇନ ଚୋରା ଗଞ୍ଜେଇ ଚାଲାଣ ରୋକିବାକୁ ନେଇଥିବା ସଂକଳ୍ପ ଦିନକୁ ଦିନ ସଫଳ ହେବାରେ ଲାଗିଛି । ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ ୩୦ରେ ଏସପି ଶ୍ରୀ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ମୋହନା ଥାନା ଅଧିକାରୀ ସୁଜିତ୍ କୁମାର ନାୟକଙ୍କ ତତ୍ତ୍ଵାବଧାନରେ ଏସଆଇ ସିନ୍ଧୁ ସାର୍କା ଓ କର୍ମଚାରୀମାନେ ଚାନ୍ଦିପୁଟ-ତରାମାଳ ଅଞ୍ଚଳରେ ପେଟ୍ରୋଲିଙ୍ଗ କରୁଥିବାବେଳେ ଚାନ୍ଦିପୁଟ ରାସ୍ତାଦେଇ ବ୍ରହ୍ମପୁର ଆଡ଼କୁ ଯାଉଥିବା ଏକ କଣ୍ଟେନର ଗାଡ଼ି ନଂ-ଏବଆର ୫୫ଏମ ୫୯୨୭କୁ ଅଟକାଇ ଯାଞ୍ଚ କରିଥିଲେ । ଯାଞ୍ଚବେଳେ ଟ୍ରକର ଡାଲା ମଧ୍ୟରେ ରହିଥିବା ଏକ ଗୁପ୍ତ କୋଠରୀ ମଧ୍ୟରୁ ୨୧ଟି ଜରି ବସ୍ତାରେ ଗଞ୍ଜେଇ ଉର୍ତି ହୋଇ ରହିଥିଲା ।

ସ୍ଥାନୀୟ ବିଡ଼ିଓ ବଂଶୀଧର ଖୋସ୍କାଙ୍କ ଉପସ୍ଥିତିରେ ଗଂଜେଇ ବସ୍ତ୍ରାଗୁଡ଼ିକୁ ଓଜନ କରାଯିବାରୁ ସମୁଦାୟ ପରିମାଣ ୬ କୁଇଣ୍ଟ।ଲ ୧୦ କିଲେ। ୭୦୦ ଗ୍ରାମ ହୋଇଥିଲା । ଯାହାର ବଜାର ମୂଲ୍ୟ ପ୍ରାୟ ୪୦ ଲକ୍ଷ ହେବ ବୋଲି ଆଇଆଇସି ଶ୍ରୀ ନାୟକ କହିଛନ୍ତି । ଗଂଜେଇନେଇ ଯାଉଥିବା ଟ୍ରକଟିକୁ ଏସ୍କର୍ଟ କରି ନେଉଥିବା ଏକ ବାଇକକୁ ମଧ୍ୟ ଫୁଲିସ୍ ଜବତ କରିଛି। ଏହି ଚୋରା ଗଞ୍ଜେଇ ଚାଲାଣରେ ସଂପୃକ୍ତ ଥିବା ଆନ୍ତଃରାଜ୍ୟ ଗଞ୍ଜେଇ ମାଫିଆ ହରିୟାଣା ରାଜ୍ୟର ବିନୋଦ କୁମାର ଶର୍ମା, ଜୟପାଳସିଂ, ସୁରେଶ କାଶ୍ୟପ,ବାଳକ ରାମ ଓ ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଅଞ୍ଚଳର ମନୋଜ ବୀର ଓ ସୁକାନ୍ତ ମାଝୀ । ସମସ୍ତ ୬ ଜଣ ଗଞ୍ଜେଇ ମାଫିଆଙ୍କ ବିରୋଧରେ ମାମଲା ରୁଜ୍ଜୁ କରି କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି। ଏହି ଗଞ୍ଜେଇ ସବୁ ଶିକୁଳିପଦର ଅଂଚଳରୁ ସଂଗ୍ରହୀତ ହୋଇ ହରିୟାଣା ଚାଲାଣ ହେଉଥିଲା ବୋଲି ଥାନା ପକ୍ଷରୁ କୁହାଯାଇଛି । ( ରିପୋର୍ଟ: ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version