• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସ୍ବେତ୍ସାସେବୀ ସଂଗଠନ ଟିମ କ୍ଲିନ ସିଟି ପକ୍ଷରୁ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସଫେଇ କାର୍ଯ୍ୟ ଜାରି

Proprietor Abhimanyu Maharana by Proprietor Abhimanyu Maharana
October 18, 2020
in Uncategorized, ଓଡ଼ିଶା, ହୋମ୍
0
ସ୍ବେତ୍ସାସେବୀ ସଂଗଠନ ଟିମ କ୍ଲିନ ସିଟି ପକ୍ଷରୁ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସଫେଇ କାର୍ଯ୍ୟ ଜାରି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ଅକ୍ଟୋବର ରବିବାର ) ବ୍ରହ୍ମପୁର :- ଦକ୍ଷିଣ ଓଡ଼ିଶାର ସ୍ବେଛାସେବୀ ସଂଗଠନ ଟିମ କ୍ଲିନ ସିଟି ପକ୍ଷରୁ ଜାରି ରହିଛି ସାପ୍ତାହିକ ସମାଜ ସେବା କାର୍ଯ୍ୟକ୍ରମ। ପୂର୍ବରୁ ବ୍ରହ୍ମପୁର ସହରକୁ ପୋଷ୍ଟର ମୁକ୍ତ କରିବା ଓ ଅସହାୟଙ୍କୁ ସହାୟ ହୋଇ ବେଶ ପ୍ରଶଂସା ସାଉଁଟି ଥିବା ଏହି ଟିମ ପକ୍ଷରୁ ବର୍ତ୍ତମାନ ସହରରେ ଅବହେଳିତ ଅବସ୍ଥାରେ ରହିଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସଫେଇ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି ଅବସରରେ ଟିମ ପକ୍ଷରୁ ପୂର୍ବରୁ ୭ ଜଣ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଉଦ୍ଧାର କରାଯାଇଥିବା ବେଳେ ଆଜି ଅଷ୍ଟମ ପର୍ଯ୍ୟାୟରେ ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ସଫେଇ କାର୍ଯ୍ୟ ଟିମ ପକ୍ଷରୁ ହାତକୁ ନିଆଯାଇଥିଲା ।

ବ୍ରହ୍ମପୁର ସହରର ପୁରୁଣା ବସଷ୍ଟାଣ୍ଡ ଠାରେ ଥିବା ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି କୁ ଟିମ ପକ୍ଷରୁ ସଫା କରାଯିବା ସହ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କରି ସ୍ମୃତି ଚାରଣ କରାଯାଇଥିଲା । ଅଞ୍ଜଳି ମହାନ୍ତି, ନଗେଶ୍ୱର ପୃଷ୍ଟି, ପଦ୍ମିନୀ ମିଶ୍ର, ଲଳିତ ମଙ୍ଗରାଜ ପ୍ରମୁଖ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏଥିରେ ଟିମର ସମସ୍ତ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ । ଆଗକୁ ମଧ୍ୟ ଏଭଳି ସମାଜସେବା କାର୍ଯ୍ୟ ଯଥା ଅସହାୟଙ୍କୁ ଉଦ୍ଧାର ଓ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସଫେଇ କାର୍ଯ୍ୟ ଜାରି ରହିବ ବୋଲି ଟିମ ପକ୍ଷରୁ ସୂଚନା ଦିଆଯାଇଛି । (ରିପୋର୍ଟ : ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version