• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନୟାଗଡ ସହରାଞ୍ଚଳରେ ଜାଲ ନୋଟ ତିଆରି କାରଖାନାକୁ ଠାବ : 1 ଲକ୍ଷ 30 ହଜାର ନୋଟରୁ ବାହାରିଲା 1 ଲକ୍ଷ 25 ହଜାର ଜାଲି ମାତ୍ର 5 ହଜାର ଅସଲି

Proprietor Abhimanyu Maharana by Proprietor Abhimanyu Maharana
October 20, 2020
in Uncategorized, ଅପରାଧ, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ସହରାଞ୍ଚଳରେ ଜାଲ ନୋଟ ତିଆରି କାରଖାନାକୁ ଠାବ : 1 ଲକ୍ଷ 30 ହଜାର ନୋଟରୁ  ବାହାରିଲା 1 ଲକ୍ଷ 25 ହଜାର  ଜାଲି  ମାତ୍ର 5 ହଜାର ଅସଲି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ଅକ୍ଟୋବର ମଙ୍ଗଳବାର) ନୟାଗଡ :- ନୟାଗଡରେ ହୁ ହୁ ହୋଇ ମାତି ଚାଲିଥିଲା ଜାଲି ନୋଟ । ଜାଲି ନୋଟ କାରଖାନା ଜବତ କଲା ନୟାଗଡ ଟାଉନ ଥାନା ପୋଲିସ । 1 ଲକ୍ଷ 30 ହଜାର ନୋଟରୁ ବାହାରିଲା 1 ଲକ୍ଷ 25 ହଜାର ଜାଲି ମାତ୍ର 5 ହଜାର ଅସଲି । ଜଣେ ବାଇକ କିଣିବା ପାଇଁ ଯାଇ ଫସିଥିଲେ ଏହି ଜାଲରେ । ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିବା ପରି ଅବସ୍ଥା ଗୁରୁତର ହୋଇଥିଲା । ଜନୈକ ଯୁବକ ଏକ ସୋରୁମ ଯାଇ ବାଇକ କିଣି ସାରିବା ପରେ 1 ଲକ୍ଷ 30 ହଜାର ଟଙ୍କା ପ୍ରଦାନ କରିଥିଲେ ।

ମାତ୍ର ଏଥିରୁ 5 ହଜାର ଅସଲି ନୋଟ ଥିଲା ବେଳେ ଆଉସବୁ 1 ଲକ୍ଷ 25 ହଜାର ଟଙ୍କା ଜାଲି ଟଙ୍କା ବାହାରି ଥିଲା । ସେହି ସବୁ 500 ଟଙ୍କିଆ ନୋଟ୍ ଥିଲା । ଯାହା ଅନୁସନ୍ଧାନ କରୁ କରୁ ନୟାଗଡ ଟାଉନ ଥାନା ପୁଲିସ ଏସ.ଆଇ ଶ୍ରୀ ସ୍ମୃତି ରଞ୍ଜନ ମହାନ୍ତି ଓ ଏ.ଏସଆଇ ଅଶୋକ ମହାନ୍ତି ମିଳିତ ଭାବେ ଚଢ଼ାଉ କରି ନୟାଗଡ ଟାଉନ ଥାନା ଅନ୍ତର୍ଗତ ରାଜାବଗିଚା ଅଂଚଳରୁ ଏକ ଭଡାଘରୁ ଜାଲି ନୋଟ ସହିତ ନକଲି ନୋଟ ତିଆରି କରିବା ମେସିନ ଜବତ କରିବା ସହିତ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ ।

ଜଣେ ଅଭିଯୁକ୍ତ ଜଣକ କୋସକା ଫାଣ୍ଡି ଅନ୍ତର୍ଗତ ଶରଧାପୁର ଗାଁର ଦିବ୍ୟ ରଂଜନ ହୋତା ହୋଇଥିଲା ବେଳେ ଆଉ ଜଣେ ଫତେଗଡ ଥାନା ବଳିଆପଟାର ଅରୁଣ ନାୟକ । ଏପରି ସ୍ଥିତିରେ ନୟାଗଡ ଟାଉନ ଥାନା ଆଇଆଇସି ଜୟଦୀପ ମହାନ୍ତି କହିଛନ୍ତି କାହା ପାଖରେ ନକଲି ନୋଟ୍ ର ସୂଚନା ଥିଲେ ପୋଲିସକୁ ଜଣାଇଦେବା ପାଇଁ । (ରିପୋର୍ଟ -ରାମ କୃଷ୍ଣ ରଥ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version