• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା କଟକଣା ମଧ୍ୟରେ : ପୂଜା ମଣ୍ଡପ ଓ ଦେବୀ ପୀଠରେ ପୂଜା ପାଇବେ ମା ଦୁର୍ଗା – ଓଡ଼ଗାଁ

Proprietor Abhimanyu Maharana by Proprietor Abhimanyu Maharana
October 21, 2020
in Uncategorized, ଓଡ଼ିଶା, ଦେଶ, ମନୋରଞ୍ଜନ, ହୋମ୍
0
କରୋନା କଟକଣା ମଧ୍ୟରେ : ପୂଜା ମଣ୍ଡପ ଓ ଦେବୀ ପୀଠରେ ପୂଜା ପାଇବେ ମା ଦୁର୍ଗା – ଓଡ଼ଗାଁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୧ ଅକ୍ଟୋବର ବୁଧବାର ) ଓଡ଼ଗାଁ : – ଆରମ୍ଭ ହୋଇଯାଇଛି ପାର୍ବଣ ଋତୁ । ଧାରାଵତରଣ କରିସାରିଛନ୍ତି ମା ଦୁର୍ଗତିନାଶୀ ଦୁର୍ଗା । କୁହାଯାଏ ଯେ ଅଧର୍ମ ଉପରେ ଧର୍ମ ର ଜୟ ପାଇଁ ମା ଦୁର୍ଗା ଧରାପୃଷ୍ଠକୁ ଆସନ୍ତି । ଦୁର୍ଗା ପୂଜା ର ଅଲଗା ଗୋଟିଏ ମହତ୍ତ୍ୱ ରହିଛି । ମା ଦୁର୍ଗା ହେଉଛନ୍ତି ଶକ୍ତି ର ସ୍ବରୂପିଣୀ । କୁରାଳ ଗ୍ରାମପଞ୍ଚାୟତ ର ଚଣ୍ଡେଶ୍ଵର ବଣିକ ସଂଘ ତରଫରୁ ମା ଦୁର୍ଗାଙ୍କ ପୂଜା ନିମନ୍ତେ ବଡ଼ ଆଡ଼ମ୍ବରରେ ପାଳନ କରିବା ପାଇଁ ଚେଷ୍ଟା ଜାରି ରହିଛି ।

କରୋନା ମହାମାରୀ ସମୟରେ ମା ଦୁର୍ଗାଙ୍କ ପୂଜା ଅତି ସୁରୁଖୁରୁରେ ଅନୁଷ୍ଠିତ ହେବାପାଇଁ ଚଣ୍ଡେଶ୍ଵର ବଣିକ ସଂଘ ପ୍ରଚେଷ୍ଟା ଜାରିରଖିଛି । ସରକାର ଙ୍କ କୋଭିଡ୍ କଟକଣା ନିୟମ କୁ ମାନିବା ସହ ସାମାଜିକ ଦୂରତ୍ବ ଓ ମାସ୍କ ବ୍ୟବହାର କରାଯିବ ବୋଲି ଚଣ୍ଡେଶ୍ଵର ବଣିକ ସଂଘ ସଭାପତି କହିଛନ୍ତି । ପ୍ରତି ବର୍ଷ ଭଳି ଏ ବର୍ଷ ମଧ୍ୟ ମା ଦୁର୍ଗାଙ୍କ ପୂଜା ହେବ ‌। ଆସନ୍ତା ୨୫ ତାରିଖ ରେ ବିଜୟା ଦଶମୀ । ପୂଜା ମଣ୍ଡପ ଓ ଦେବୀ ପୀଠରେ ପୂଜା ପାଇବେ ମା ଦୁର୍ଗା । (ରିପୋର୍ଟ :- ଓଡ଼ଗାଁ / କୁରାଳରୁ – ଅଶ୍ଵିନୀ କୁମାର ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
Odisha Society Of UK Celebrates 47th Anniversary

Odisha Society Of UK Celebrates 47th Anniversary

September 9, 2026
54th National Convention of Company Secretaries concludes in Bhubaneswar

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

September 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version