ଓଡ଼ିଶା ତାଜା ନ୍ୟୁଜ (୨୨ ଅକ୍ଟୋବର ଗୁରୁବାର) ଭୁବନେଶ୍ୱର :- ୧୧୦୬ ସ୍କୁଲରେ ଝୁଲିବ ତାଲା ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଦିବାସୀ ଅଧ୍ୟୁଷିତ ଜିଲାମାନଙ୍କରେ ୨୦ରୁ କମ୍ ପିଲା ଥିବା ପ୍ରାଥମିକ ଓ ୨୫ରୁ କମ୍ ଛାତ୍ରୀଛାତ୍ର ଥିବା ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି ।
ଏହା କାର୍ଯ୍ୟକାରୀ ହେଲେ ମୟୂରଭଞ୍ଜ ଜିଲାରେ ଥିବା ୧୧୦୬ ସ୍କୁଲରେ ତାଲା ଝୁଲିବ ବୋଲି ବିଭାଗର ଚିଠି ନଂ. ୫୫୩୮/୧୧ା୩ା୨୦ରୁ ଜଣାପଡ଼ିଛି ।














