• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଅସହ୍ୟ ଯନ୍ତ୍ରଣାରେ ଛଟପଟ ଅଜିତ ; ଦୁଇଟି କିଡ଼ନୀ ଖରାପ : ଆର୍ଥିକ ଅନାଟନ ମଧ୍ୟରେ ପରିବାର ଲୋକ

Proprietor Abhimanyu Maharana by Proprietor Abhimanyu Maharana
October 23, 2020
in Uncategorized, ଓଡ଼ିଶା, ହୋମ୍
0
ଅସହ୍ୟ ଯନ୍ତ୍ରଣାରେ ଛଟପଟ ଅଜିତ ; ଦୁଇଟି କିଡ଼ନୀ ଖରାପ : ଆର୍ଥିକ ଅନାଟନ ମଧ୍ୟରେ ପରିବାର ଲୋକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୩ ଅକ୍ଟୋବର ଶୁକ୍ରବାର ) ବ୍ରହ୍ମପୁର :- ଅଜିତ ମହାରଣା,ବୟସ 26ବର୍ଷ , ବାପା ରମେଶ ମହାରଣା,କବିସୂର୍ଯ୍ୟନଗର ଗୁଡ଼ିଆଳି ପଞ୍ଚାୟତ ଅନ୍ତର୍ଗତ ଗୁଡ଼ିଆଳି ଛକ ଚାରି ନମ୍ବର ୱାର୍ଡର ବାସିନ୍ଦା | ସୂଚନା ପ୍ରକାରେ ଜାନୁଆରୀ ମାସରୁ ଅସହ୍ୟ ଯନ୍ତ୍ରଣାରେ ଛଟପଟ ହୋଇ ବ୍ରହ୍ମପୁର ମେଡିକାଲ ଯାଇଥିଲେ ଅଜିତ | ମେଡିକାଲ ରିପୋର୍ଟ ଆସିବା ପରେ ଅଜିତ ଜାଣିବାକୁ ପାଇଲେ ଯେ ତାଙ୍କର ଦୁଇଟି ଯାକ କିଡ଼ନୀ ନଷ୍ଟ ହୋଇଯାଇଛି | ଏହା ଶୁଣି ବାପା ରମେଶ ମହାରଣା ଓ ଅଜିତଙ୍କ ମାଙ୍କ ଉପରେ ଅଦୃଶ୍ୟ ବଜ୍ରାଘାତ ହୋଇଥିଲା | ପୂର୍ବରୁ ବଡ ପୁଅ ମଧ୍ୟ 19ବର୍ଷ ବୟସରେ କିଡ଼ନୀ ରୋଗରେ ହିଁ ଆର ପାରିକୁ ଚାଲିଯାଇଥିଲେ |ନିଜର ବୋଲି ଘର ଖଣ୍ଡିଏ ନାହିଁ | ଘର ଭଡାରେ ରହି ନିଜେ ମହାରଣା କର୍ମ କରି ଯେଉଁ ଦୁଇ ପଇସା ରୋଜଗାର କରୁଛନ୍ତି ତାହା ଘରର ଖର୍ଚ୍ଚକୁ ବି ନିଅଣ୍ଟ, ପୁଅ ର ମେଡିକାଲ ଚିକିତ୍ସା କେମିତି କରିବେ, ଏ ନେଇ ଛଳ ଛଳ ଆଖିରେ କହୁଛନ୍ତି ବାପା ରମେଶ |

ଘରେ ବଢିଲା ଝିଅ | ମୁଣ୍ଡ ଉପରେ ଝିଅ ର ବାହାଘର ଅଛି କିନ୍ତୁ ପୁଅର ଏହି ରୋଗ ଯନ୍ତ୍ରଣା ଭିତରେ ଝିଅର ମଧ୍ୟ ବାହାଘର କରିପାରୁନାହାନ୍ତି ପରିବାର ଲୋକେ | ପ୍ରଶାସନିକ ସ୍ତରରୁ କୌଣସି ସାହାଯ୍ୟ ସହଯୋଗ ମିଳିନଥିବା କହିଛନ୍ତି ଅଜିତଙ୍କ ମା | ପ୍ରତ୍ୟେକ 7 ଦିନରେ ଥରେ ଡାଇଲିସିଶ ହେବା ନେଇ ଡାକ୍ତରଙ୍କ ପରାମର୍ଶ ରହିଥିଲେ ମଧ୍ୟ ଅର୍ଥ ଅଭାବରୁ ତାହା ବି କରିପାରୁନାହାନ୍ତି |ବର୍ତ୍ତମାନ ଦୀର୍ଘ 15ରୁ ଉର୍ଦ୍ଧ ଦିନ ହେବ ଡାଇଲିସିଶ ପ୍ରକ୍ରିୟା ହୋଇ ନପାରି ସେ ମୁର୍ତ୍ୟୁ ସହିତ ସଂଗ୍ରାମ କରୁଛନ୍ତି | ଅଜିତଙ୍କ ସ୍ୱାସ୍ଥ୍ୟଗତ ଗଭୀର ସମସ୍ୟାରୁ ମୁକ୍ତି ପାଇବା ପାଇଁ ପରିବାରର ସମସ୍ତ ସଦସ୍ୟ କବିସୂର୍ଯ୍ୟନଗର ବିଧାୟିକା ଙ୍କ ସମେତ ପ୍ରଶାସନିକ ଅଧିକାରୀ, ବେସରକାରୀ ଅନୁଷ୍ଠାନ ଓ ସହୃଦୟ ବ୍ୟକ୍ତି ମାନଙ୍କୁ ଆକୁଳ ନିବେଦନ କରିଛନ୍ତି | ଯଦି କେହି ସହୃଦୟ ବ୍ୟକ୍ତି କିଛି ସାହାଯ୍ୟ କରିବାକୁ ଚାହୁଁଛନ୍ତି ତେବେ ନିମ୍ନଲିଖିତ ବ୍ୟାଙ୍କ ଆକାଉଣ୍ଟ ରେ ସାହାଯ୍ୟ କରିପାରିବେ |
ଆକାଉଣ୍ଟରେ ନାମ
–Ajitkumar Maharana
State bank of india
Kabisuryanagar branch
A/C- 35895453463
IFSC Code -SBIN0002073
Google pay/phone pay – 9583245667
( ରିପୋର୍ଟ : ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version