• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମା’ମାଣିକେଶ୍ଵରୀଙ୍କ ଛତର ଯାତ୍ରା ନିରାଡମ୍ବରରେ ଶେଷ।

Proprietor Abhimanyu Maharana by Proprietor Abhimanyu Maharana
October 24, 2020
in Uncategorized, ଓଡ଼ିଶା, ଦେଶ, ମନୋରଞ୍ଜନ, ହୋମ୍
0
ମା’ମାଣିକେଶ୍ଵରୀଙ୍କ ଛତର ଯାତ୍ରା ନିରାଡମ୍ବରରେ ଶେଷ।
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ଅକ୍ଟୋବର ଶନିବାର) କଳାହାଣ୍ଡି :- କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ଵରୀଙ୍କ ଛତର ଯାତ୍ରା ନିରାଡମ୍ବର ଭାବେ ଶେଷ ହୋଇଛି।କରୋନା କଟକଣା ଭିତରେ ବିନା ଭକ୍ତରେ ଛତର ଯାତ୍ରା ଅନୁଷ୍ଠିତ ହୋଇଥିଲା। ଜେନାଖାଲରୁ ଗୁପ୍ତ ପୂଜା ପରେ ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କଲା ମା’ଙ୍କ ଛତର। ପ୍ରତିବର୍ଷ ମା’ଙ୍କ ଛତରକୁ ଦର୍ଶନ କରିବା ପାଇଁ ରାଜ୍ୟ ଓ ରାଜ୍ୟ ବାହାରୁ ଲକ୍ଷାଧିକ ଲୋକଙ୍କ ସମାବେଶ ହୋଇଥାଏ । କିନ୍ତୁ ଚଳିତ ବର୍ଷ ବିନା ଭକ୍ତରେ ଛତର ଯାତ୍ରା ହେବା ଇତିହାସ ସୃଷ୍ଟି କରିଛି।ଗତ ୨୩ ତାରିଖ ରାତି ୧୨ଟାରୁ ୨୫ ତାରିଖ ପର୍ଯ୍ୟନ୍ତ ୧୪୪ଧାରା ଜାରି କରାଯାଇଛି ।

କେବଳ ମେଡିକାଲକୁ ଯିବା ପାଇଁ ସହରକୁ ପ୍ରବେଶ ଅନୁମତି ରହିଛି । ଗୋଟିଏ ସ୍ଥାନରେ ୪ ଜଣରୁ ଅଧିକ ଲୋକ ଏକତ୍ରିତ ହୋଇପାରିବେ ନାହିଁ। ଭକ୍ତଙ୍କ ପାଇଁ ଦୂରଦର୍ଶନ ପ୍ରସାର ମାଧ୍ୟମରେ ଛତର ଦର୍ଶନ ବ୍ୟବସ୍ଥା କରାଯାଇଥିଲା। କଳାହାଣ୍ଡି ଜିଲ୍ଲାପାଳ ଡ଼ ଗାଭାଲି ପରାଗ ହର୍ଷଦ, ଏସପି ବାତୁଲା ଗଙ୍ଗାଧର ଯାତ୍ରା ପୂର୍ବରୁ ଜନସାଧାରଣଙ୍କୁ ମହାମାରୀ କରୋନା ଯୋଗୁଁ ଚଳିତବର୍ଷ ମା’ଙ୍କ ଛତର ନିରାଡମ୍ବରରେ ପାଳନ ହେବା ସହ ଗାଇଡଲାଇନ ଜାରି କରିଥିଲେ। ଭବାନୀପାଟଣା ସହରର ୪୦ଟି ସ୍ଥାନରେ ବ୍ୟାରିକେଡ଼ ବ୍ୟବସ୍ଥା ହେବା ସହ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।ମୋଟାମୋଟି ଭାବରେ ମା ମାଣିକେଶ୍ଵରୀ ପୂଜାର୍ଚ୍ଚନା ରୀତିନୀତି ଓ ଶାନ୍ତିଶୃଙ୍ଖଳାର ସହିତ ଶେଷ ହୋଇଛି। (ରିପୋର୍ଟ ପ୍ରଦୀପ କୁମାର ଗଉଡ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

September 10, 2026
ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

September 10, 2026
ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version