• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୫ ‘ଟି’ ସଚିବ ଭି କେ ପାଣ୍ଡିଆନ ପୁରୀ ଗସ୍ତ – ଗୋଶାଳା,ସ୍ୱର୍ଗଦ୍ୱାର ପ୍ରକଳ୍ପ ଓ ଭିକାରୀ ଥଇଥାନ ଓ ସ୍ଥିତି ସମୀକ୍ଷା କରିଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
October 24, 2020
in Uncategorized, ଓଡ଼ିଶା, ଦେଶ, ଫୋଟୋ ଗ୍ୟାଲେରୀ, ହୋମ୍
0
୫ ‘ଟି’ ସଚିବ ଭି କେ ପାଣ୍ଡିଆନ ପୁରୀ ଗସ୍ତ – ଗୋଶାଳା,ସ୍ୱର୍ଗଦ୍ୱାର ପ୍ରକଳ୍ପ ଓ ଭିକାରୀ ଥଇଥାନ ଓ ସ୍ଥିତି ସମୀକ୍ଷା କରିଛନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ଅକ୍ଟୋବର ଶନିବାର) ପୁରୀ – ରିପୋର୍ଟ / ସୋନାଲି :– ପୁରୀ ସହର ଯେଉଁ ପରି ଛିନ୍ନବିଛିନ୍ନ ହୋଇଯାଇଥିଲା, ତାହା ବହୁତ ଆଘାତ ଦେଇଥିଲା ଫନି ମହାବାତ୍ୟା ରେ ପୁରୀର ମାନଚିତ୍ର ବଦଳୁଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେହିଦିନଠାରୁ ଆରମ୍ଭ କରିଥିଲା ବ୍ଲୁ ପ୍ରିଣ୍ଟ । ନିଜେ ନବୀନ ପଟ୍ଟନାୟକ ଏହାର ଦାୟିତ୍ୱ ନେଇ ବିଭିନ୍ନ ପ୍ରକଳ୍ପ ର ସମୀକ୍ଷା ଠାରୁ ଆରମ୍ଭ କରି କାର୍ଯ୍ୟର ତଦାରଖ କରୁଛନ୍ତି ।

ଆଜି ଏ ପରିପ୍ରେକ୍ଷୀରେ ୫ ‘ଟି’ ସଚିବ ଭି କେ ପାଣ୍ଡିଆନ ପୁରୀ ଗସ୍ତ କରିଛନ୍ତି । ଶ୍ରୀକ୍ଷେତ୍ରରେ ଚାଲିଥିବା ନାନାଦି ପ୍ରକଳ୍ପର ସ୍ଥିତି ସମୀକ୍ଷା କରିବା ଉଦ୍ଦେଶ୍ୟରେ ଏହି ଗସ୍ତ ହୋଇଛି । ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡ ମାଧ୍ୟମରେ ପୁରୀରେ ହେଉଥିବା କାର୍ଯ୍ୟର ସ୍ଥିତି ତଦାରଖ କରିଛନ୍ତି । ଗୋଶାଳା, ସ୍ୱର୍ଗଦ୍ୱାର ପ୍ରକଳ୍ପ ଓ ଭିକାରୀ ଥଇଥାନ ପ୍ରକଳ୍ପର କାର୍ଯ୍ୟ କେତେ ତ୍ୱରିତ ଗତିରେ ଚାଲିଛି ସେନେଇ ସ୍ଥିତି ସମୀକ୍ଷା କରିଛନ୍ତି । ଏହାପୂର୍ବରୁ ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତ କରି ଶ୍ରୀମନ୍ଦିର ନବୀକରଣ କାର୍ଯ୍ୟର ସ୍ଥିତି ସମୀକ୍ଷା କରିଥିଲେ ।

ତେବେ ରାଜ୍ୟ ସରକାରଙ୍କ କ୍ରମାଗତ ଭାବେ ପୁରୀ ଉପରେ ଫୋକସ୍ ରହିଥିବା ବେଳେ ପୁରୀକୁ ଏକ ମଡେଲ ସିଟିରେ ପରିଣତ କରିବାର ପ୍ରୟାସ ଜାରି ରହିଛି । ଏହି ଅବସରରେ ଫାଇଭ-ଟି ସଚିବଙ୍କ ସହ ଜିଲ୍ଲାପାଳ ବଲୱନ୍ତ ସିଂ, ଏସପି ଅଖିଳେଶ୍ବର ସିଂ ପ୍ରମୁଖ ଉପସ୍ଥିତ ଥିଲେ । ତଦାରଖ ପରେ ଫାଇଭ-ଟି ସଚିବ ପ୍ରତିକ୍ରିୟା ରଖିଛନ୍ତି । ବଡଦାଣ୍ଡକୁ ଭିକାରି ଓ ଗୋରୁମୁକ୍ତ କରିବା ନେଇ ଯେଉଁ ଅଭିଯାନ ଆରମ୍ଭ ହୋଇଥିଲା ସେଥିରେ ବଡ଼ ସଫଳତା ମିଳିଛି । ଏବେ ବଡଦାଣ୍ଡରେ ଭିକାରି ନାହାଁନ୍ତି କି ଗାଈଗୋରୁ ବୁଲୁନାହାଁନ୍ତି । ଯାହାକି ଆଗାମୀ ପିଢୀକୁ ଏକ ସୁବାର୍ତ୍ତା ଦେବ ବୋଲି କହିଛନ୍ତି ଫାଇଭ-ଟି ସଚିବ ।

ଏହି ପ୍ରକଳ୍ପ ଅଧିନରେ ୫୦୦ ଜଣ ଭିକାରିଙ୍କୁ ଉଦ୍ଧାର କରାଯାଇ ସେମାନଙ୍କୁ ଥଇଥାନ କରାଯାଇଥିବା ବେଳେ ୧୫୦ ଜଣଙ୍କୁ ପୁଣିଥରେ ସେମାନଙ୍କ ପରିବାର ଲୋକଙ୍କ ନିକଟକୁ ପଠେଇ ଦିଆଯାଇଛି । ଏହାସହ ବାଙ୍କୀ ମୁହାଣକୁ ମଧ୍ୟ ସଫା କରାଯାଇଛି ବୋଲି କହିଛନ୍ତି ଫାଇଭ-ଟି ସଚିବ । ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଗତ ୧୭ ତାରିଖରେ ଅପରାହ୍ନରେ ପୁରୀ ଯାଇ ହେରିଟେଜ କାମର ତଦାରଖ କରିଥିଲେ । ଶ୍ରୀମନ୍ଦିର ଚାରିକଡୁ ୭୫ ମିଟର ଉଚ୍ଛେଦ କାମର ତଦାରଖ କରିଥିଲେ ।

ଏହାସହ ଶ୍ରୀମନ୍ଦିର ଚାରିପଟ ବୁଲି ବିଭିନ୍ନ ଦ୍ବାରରେ ଚାଲିଥିବା କାର୍ଯ୍ୟର ଅଗ୍ରଗତି ସଂପର୍କରେ ପଚାରିବୁଝିଥିଲେ । ଶ୍ରୀକ୍ଷେତ୍ରକୁ ବିଶ୍ବରେ ଏକ ଅଗ୍ରଣୀ ପର୍ଯ୍ୟଟନ କ୍ଷେତ୍ରରେ ପରିଣତ କରିବା ଲାଗି ଗତ ଜାନୁଆରୀ ମାସରେ ପ୍ୟାକେଜ ଘୋଷଣା କରିଥିଲେ । ହେଲେ କରୋନା ସକାଶେ ଗତ ଆଠ ମାସ ହେଲା ଭିତ୍ତିଭୂମି ନିର୍ମାଣ କାମ ବନ୍ଦ ରହିଥିଲା । ଏବେ କଟକଣା କୋହଳ ପରେ ପୁଣି ଦ୍ରୁତ ଗତିରେ ନିର୍ମାଣ କାମ ଆରମ୍ଭ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version