• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଧୈର୍ଯ୍ୟ ଓ ବିଜୟର ନିଦର୍ଶନ ଦଶହରା ! ଦୀପାବଳିରେ ସୈନିକ ମାନଙ୍କ ଉଦ୍ଦେଶ୍ୟରେ ଦୀପଟିଏ ଜାଳନ୍ତୁ ! ପ୍ରଧାନମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
October 25, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ଧୈର୍ଯ୍ୟ ଓ ବିଜୟର ନିଦର୍ଶନ ଦଶହରା ! ଦୀପାବଳିରେ ସୈନିକ ମାନଙ୍କ ଉଦ୍ଦେଶ୍ୟରେ ଦୀପଟିଏ ଜାଳନ୍ତୁ ! ପ୍ରଧାନମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ଅକ୍ଟୋବର ରବିବାର) ନୂଆଦିଲ୍ଲୀ :– ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମନ କି ବାତ୍ କାର୍ଯ୍ୟକ୍ରମ ମାଧ୍ୟମରେ ପୁଣି ଥିରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଦୀପାବଳି ଅବସରରେ ଘରେ ସୈନିକଙ୍କ ପାଇଁ ଗୋଟିଏ ଦୀପ ଜାଳିବା ପାଇଁ ସେ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି। ବିଜୟାଦଶମୀ ଅବସରରେ ମନ କି ବାତର ୭୦ତମ ସଂସ୍କରଣରେ ମୋଦି ଏଭଳି କିଛି ଆଜି କହିଛନ୍ତି। ସେ କହିଛନ୍ତି ଦେଶବାସୀ ମର୍ଯ୍ୟାଦା ଓ ସଂଯମତାର ସହ ଏହି ପର୍ବ ପାଳନ କରୁଛନ୍ତି। ଏଣୁ ଏଥିରେ ବିଜୟ ସୁନିଶ୍ଚିତ। ସେ ଦଶହରାକୁ ସଙ୍କଟ ଉପରେ ଧୈର୍ଯ୍ୟର ବିଜୟର ପର୍ବ ବୋଲି ମଧ୍ୟ କହିଛନ୍ତି। ମୋଦି କହିଛନ୍ତି ମହାମାରୀ ବିରୋଧରେ ଯେଉଁ ଲଢ଼େଇ ଜାରି ରହିଛି ସେଥିରେ ବିଜୟ ସୁନିଶ୍ଚିତ। ମାତ୍ର କରୋନା ସଙ୍କଟ କାଳରେ ଧୈର୍ଯ୍ୟ ବଜାୟ ରଖିବା ଦରକାର ।

ପୂର୍ବରୁ ଦୁର୍ଗା ପୂଜା ଅବସରରେ ବଡ଼ ବଡ଼ ପେଣ୍ଡାଲ ଲାଗିଥାଏ। ଏହା ସହ ଅଯୋଧ୍ୟା ରାମଲୀଳା ଆୟୋଜନରେ ମଧ୍ୟ କଟକଣା ଲାଗିଛି। ନବରାତ୍ରି ଅବସରରେ ଭାରି ଭିଡ଼ ହୋଇଥାଏ। ମାତ୍ର ଏଥର ସମସ୍ତେ ସଂଯମତା ରକ୍ଷା କରିଛନ୍ତି। ଆଗକୁ ଇଦ୍, ବାଲ୍ଲିକୀ ଜୟନ୍ତୀ,କୁମାର ପୂଣ୍ଣିମା, ଦୀପାବଳୀ, ଧନତେରସ, ଗୁରୁ ନାନକ ଜୟନ୍ତୀ ଭଳି ଅନେକ ପର୍ବ ଆସୁଛି ମାତ୍ର ଧୈର୍ଯ୍ୟ ବଜାୟ ରଖିବା ଦରକାର କହିଛନ୍ତି ମୋଦି। ସେ ଆହୁରି କହିଛନ୍ତି ପର୍ବପର୍ବାଣୀ ଆସିଲେ ପ୍ରଥମେ ମନରେ ଆସେ ବଜାର କେବେ ଖୋଲିବ। ଏବେ ବଜାର ଯିବା ବେଳେ ସାବଧାନତା ଅବଲମ୍ବନ କରିବା ଦରକାର। ଏହା ସହ ନିଜ ଜିନିଷ ଉପରେ ପ୍ରାଥମିକତା ଦେବା ଦରକାର। ଏହି ଉତ୍ସବ ଭିତରେ ଲକଡାଉନକୁ ମଧ୍ୟ ମନେ ପକାଇବା ଦରକାର। ଏହା ସହ ପୋଲିସ, ସଫେଇ କର୍ମଚାରୀ, ଘରୋଇ ସହାୟକଙ୍କୁ ମଧ୍ୟ ଏହି ଖୁସିରେ ସାମିଲ କରିବାକୁ ମୋଦି କହିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

May 7, 2026
ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version