• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

‘କାଗଜ ଗୁଡି’ର ଶୁଭାରମ୍ଭ ; ନଭେମ୍ବର ୧୩ ରେ ଆସିବ ‘ ମନମୋର କାଗଜଗୁଡି ’

Proprietor Abhimanyu Maharana by Proprietor Abhimanyu Maharana
October 27, 2020
in Uncategorized, ଓଡ଼ିଶା, ମନୋରଞ୍ଜନ, ହୋମ୍
0
‘କାଗଜ ଗୁଡି’ର ଶୁଭାରମ୍ଭ ; ନଭେମ୍ବର ୧୩ ରେ ଆସିବ ‘ ମନମୋର କାଗଜଗୁଡି ’
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୨୭ ଅକ୍ଟୋବର ମଙ୍ଗଳବାର ) ଭୁବନେଶ୍ୱର :- ସୁମିତ୍ରା ଏଂଟରଟେନ୍‌ମେଂଟ୍ ନିବେଦିତ ଓଡିଆ ଚଳଚ୍ଚିତ୍ର ‘ମନ ମୋର କାଗଜଗୁଡି’ର ମହୁରତ ହୋଇଯାଇଛି । ନିକୋପାର୍କ ନିକଟସ୍ଥ ସୁନାଦେଇ ମନ୍ଦିରରେ ଆୟୋଜିତ ଏହି ମହୁରତ ଉତ୍ସବରେ ମାନ୍ୟବର ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ମହୁରତ କ୍ଲାପ ଦେଇ ଚଳଚ୍ଚିତ୍ରର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ସହିତ ଟାଇଟଲ୍ ଉନ୍ମୋଚିତ କରିଥିଲେ । ରାକେଶ ଓ ଭୂମିକାଙ୍କ ଅଭିନୀତ ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଉଛନ୍ତି ଡିରେକ୍ଟର ଦେବଜ୍ୟୋତି ପାତ୍ର (ଦୀପୁ) । ଯଦିଓ ନିର୍ଦ୍ଦେଶକ ଭାବେ ଏହା ତାଙ୍କର ପ୍ରଥମ ସିନେମା ହେବ ତେବେ ଷାଠିଏରୁ ଉଧ୍ୱର୍ ସିନେମାର ସେ ଚିଫ୍‌ ଏସୋସିଏଟ୍ ଡିରେକ୍ଟର ଭାବେ କାମ କରିସାରିଛନ୍ତି । ନାୟକ ନାୟିକା ଭାବେ ନଜର ଆସିବେ ୟଙ୍ଗ୍ ସେନ୍‌ସେସନ ରାକେଶ ଓ ଭୂମିକା । ରାକେଶ ଓ ଭୂମିକା ଯୋଡିର ଏହା ପ୍ରଥମ ଚଳଚ୍ଚିତ୍ର । ଅନ୍ୟାନ୍ୟ ଭୂମିକାରେ ପ୍ରୀତିରାଜ ଶତପଥୀ, ଐଶ୍ୱର୍ଯ୍ୟା ବେହେରା, ମମତା ଦାଶ, ବୀରେନ୍ ମିଶ୍ର, ଗୁଡୁ, ଜ୍ଞାନ ପ୍ରମୁଖଙ୍କୁ ଦେଖିବାକୁ ମିଳିବ । ଯୁବ ଉଦ୍ୟୋଗୀ ଶିବିର ପରିଡା ଓ ଲକ୍ଷ୍ମୀପ୍ରିୟା ପରିଡାଙ୍କ ପ୍ରଯୋଜନାରେ ନିର୍ମିତ ‘ମନ ମୋର କାଗଜ ଗୁଡି’ର ସହ ପ୍ରଯୋଜକ ଅଛନ୍ତି ବିବେକାନନ୍ଦ ବାରିକ ଓ ପାର୍ବତୀ ବାରିକ । ସଙ୍ଗୀତ ଦେଇଛନ୍ତି ଜାପାନୀ ଭାଇ । ଗୀତରଚନା କରିଛନ୍ତି ବସନ୍ତରାଜ ସାମଲ ଓ ସୁବ୍ରତ ସ୍ୱାଇଁ । ଦିବ୍ୟସିଂହ ରାୟଙ୍କ ରଚିତ କାହାଣୀରେ ସଂଳାପ ଦେଇଛନ୍ତି ମାନସ ପଢିଆରୀ । ସୋମିଓ ସିନେମାଟୋଗ୍ରାଫର ଥିବାବେଳେ ମୁଖ୍ୟ ସହକାରୀ ନିର୍ଦ୍ଦେଶକ ଓ ସହକାରୀ ନିର୍ଦ୍ଦେଶକ ଅଛନ୍ତି ସ୍ୱାଗତ ପାତ୍ର ଏବଂ ଜୁନିୟର ସିଦ୍ଧାନ୍ତ । ମେକ୍ ଅପ୍‌ରେ ରାଜୁ, କେଶବିନ୍ନ୍ୟାସରେ ତୁଳସୀ ଓ କଳାରେ ନବଘନ ଦଳେଇ ଥିବାବେଳେ ବ୍ୟବସ୍ଥାପନାରେ ଅଛନ୍ତି ସର୍ବେଶ୍ୱର ସୂତାର । ଚଳଚ୍ଚିତ୍ରର ପ୍ରଚାର ଓ ପ୍ରସାର ଦାୟିତ୍ୱ ବହନ କରିଛନ୍ତି ‘ବେଷ୍ଟ ଆଇଡିଆଜ୍‌’ ।

‘ମନ ମୋର କାଗଜ ଗୁଡି’ ଶୀର୍ଷକରେ ନିର୍ମିତ ଏହି ଚଳଚ୍ଚିତ୍ରର କାହାଣୀ ସମ୍ପୂର୍ଣ୍ଣ ଭିନ୍ନ ଧରଣର । ଓଡିଆ ଚଳଚ୍ଚିତ୍ରର ଶୀର୍ଷକରେ ଇଂରାଜୀ ଓ ହିନ୍ଦୀ ଶବ୍ଦର ବ୍ୟବହାରକୁ ନେଇ ଦର୍ଶକ ଓ ସମାଲୋଚକମାନେ ପ୍ରଶ୍ନ ଉଠାଇ ଆସିଛନ୍ତି । ସେ ଦୃଷ୍ଟିରୁ ଏହାର ଶୀର୍ଷକ ନିଆରା । ଏହା ଏମିତି ଏକ ଶୀର୍ଷକ ଯେଉଁଥିରେ ଓଡିଆତ୍ୱ ରହିଛି, ରହିଛି ଆପଣାପଣ । ଯେମିତି ମିଠା ସେମିତି ମନଛୁଆଁ । ଶୀର୍ଷକରୁ ହିଁ ଦର୍ଶକ ଅନୁମାନ କରିପାରିବେ ଯେ ଏହା ଏକ ମୌାଳିକ କାହାଣୀ । କୌଣସି ସିନେମାର କପି ନୁହେଁ କି ଏଥିରେ କୌଣସି ସିନେମାର ଛାପ ନାହିଁ । ଆଉ ଏକ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସାମ୍ପ୍ରତିକ ସମସ୍ୟା ଉପରେ ଏହା ଆଧାରିତ । ବିଭିନ୍ନ ପ୍ରକାର ଚାପର ଶିକାର ହୋଇ ଯୁବ ପିଢି କିପରି ଅବାଟରେ ପାଦ ରଖୁଛନ୍ତି ଓ ନିଶା କବଳରେ କବଳିତ ହେଉଛନ୍ତି, ତାର ନଜିର ରହିଛି ଏଥିରେ । ବାଟବଣା ଯୁବ ବର୍ଗଙ୍କୁ ବାଟକୁ ଆଣିବାକୁ ସୁମିତ୍ରା ଏଂଟରଟେନ୍ ମେଂଟ୍‌ର ଏ ପ୍ରୟାସ । କାହାଣୀରେ ମନୋରଞ୍ଜନର ଭରପୂର ମସଲା ରହିଛି । ସବୁ ବର୍ଗର ଦର୍ଶକଙ୍କୁ ଏହା ପସନ୍ଦ ଆସିବ । ଏହା ଏକ ବ୍ୟୟବହୁଳ ଛବି ହୋଇଥିବା ବେଳେ ଗୀତଗୁଡିକ ବାହାର ଲୋକେସନରେ ସୁଟିଂ କରାଯିବାର ଯୋଜନା ରହିଛି । ସିନେମା ପାଇଁ କେବଳ ସିନେମା ନୁହେଁ । କରୋନା ଯୋଗୁ ଠପ୍‌ ହୋଇଯାଇଛି ସିନେମା ଶିଳ୍ପ । କଳାକାର ଓ ଟେକ୍ନିସିଆନଙ୍କ ହାତରେ ପ୍ରାୟତଃ କାମ ନାହିଁ । ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ସମସ୍ତେ । ଏଣୁ ସୁମିତ୍ରା ଏଂଟରଟେନ୍‌ମେଂଟ୍ ପକ୍ଷରୁ କଳାକାର ଓ ଟେକ୍ନିସିଆନ୍‌ ମାନଙ୍କୁ କାମ ଯୋଗାଇଦେବା ଉଦ୍ଦେଶ୍ୟ ନେଇ ଏହି ଚଳଚ୍ଚିତ୍ରର ଯୋଜନା କରାଯାଇଛି ବୋଲି ସ୍ପଷ୍ଟ କରିଛନ୍ତି ପ୍ରଯୋଜକ ଶିବିର କୁମାର ପରିଡା । ମହୁରତ ଉତ୍ସବରେ ଏହାର ସମସ୍ତ କଳାକାର ଓ ଟେକ୍ନିସିଆନଙ୍କ ସମେତ ଓଲିଉଡର ସହ ସମ୍ପୃକ୍ତ ବହୁ ନାମୀଦାମୀ ବ୍ୟକ୍ତିବିଶେଷ ଯୋଗ ଦେଇଥିଲେ । ନଭେମ୍ବର ୧୩ ତାରିଖରେ ‘ମନମୋର କାଗଜଗୁଡି’ ଫ୍ଲୋରକୁ ଆସିବ ବୋଲି ସୂଚନା ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026
ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version