• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନବୀନ ଙ୍କ ରସ ପାନ କରିବେ ମକରନ୍ଦ

Proprietor Abhimanyu Maharana by Proprietor Abhimanyu Maharana
January 14, 2020
in Uncategorized, ଓଡ଼ିଶା, ରାଜନୀତି, ହୋମ୍
0
ନବୀନ ଙ୍କ ରସ ପାନ କରିବେ ମକରନ୍ଦ
Share on FacebookShare on TwitterWhatsapp

ଭୁବନେଶ୍ୱର, (ଓଡିଶା ତାଜା ନିଉଜ୍) ନବୀନ ନିବାସ :- ମୁଁ ଏବେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ସରକାରଙ୍କ ସହ ଅଛି କିନ୍ତୁ ବିଜେଡି ସହ ନାହିଁ । ରାଜ୍ୟସଭା ନିର୍ବାଚନ ବେଳେ କଣ ହେବ ତାହା ମୁଁ କହିପାରିବି ନାହିଁ । ଲୋକେ ମତେ ନିର୍ବାଚିତ କରି ବିଧାନସଭାକୁ ପଠାଇଛନ୍ତି । ସେମାନଙ୍କ କାମ ହେବା ଦରକାର ବୋଲି ରାୟଗଡାର ସ୍ୱାଧିନ ବିଧାୟକ ମକରନ୍ଦ ମୁଦୁଲି ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନବୀନ ନିବାସରୁ ବାହାରିବା ପରେ ସାମ୍ବାଦିକ ମାନଙ୍କ ବିଜେଡିକୁ ସମର୍ଥନ ଦେବା ସମ୍ପର୍କିତ ପ୍ରଶ୍ନର ଉତ୍ତରରେ ସେ ଏହା କହିଛନ୍ତି । ହିଣ୍ଡାଲକୋର ପ୍ରସ୍ତାବିତ ସମ୍ପ୍ରସାରଣ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚ ସ୍ତରୀୟ କମିଟି ଅନୁମୋଦନ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ପାଇଁ ଶ୍ରୀ ମୁଦୁଲି ସୋମବାର ଦିନ ନବୀନ ନିବାସ ଆସିଥିଲେ । ନିଜ ସମର୍ଥନ ମାନଙ୍କ ସହ ଶ୍ରୀ ମୁଦୁଲି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଥିଲେ। ସୂଚନାଯୋଗ୍ୟ ଯେ ଚଳିତ ମାସ ୯ ତାରିଖରେ ଅନୁଷ୍ଠିତ ହାଇଲେବୁଲ୍‌ କ୍ଲିୟରାନ୍ସ କମିଟି ୩ ଗୋଟି ପ୍ରକଳ୍ପର ସଂପ୍ରସାରଣକୁ ଅନୁମୋଦନ କରିଛନ୍ତି । ଏଥିରେ ସମୁଦାୟ ୧୭ ହଜାର ୮ ଶହ ୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବା ସହିତ ୬ ହଜାର ୫ ଶହ ୩୯ଟି ନିଯୁକ୍ତି ସୃଷ୍ଟି ହେବ । ଏହା ମଧ୍ୟରେ ୮ ହଜାର କୋଟି ଟଙ୍କାରେ ରାୟଗଡ଼ା ଜିଲ୍ଲାର କଂସାରୀଗୁଡ଼ା ରେ ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍ ବାର୍ଷିକ ୨୦ ଲକ୍ଷ ଟନ୍ କ୍ଷମତା ବିଶିଷ୍ଟ ଆଲୁମିନା ରିଫାଇନାରୀ ଶିଳ୍ପ କରାଯିବ । ଏହି ପ୍ରକଳ୍ପରେ ୪ ହଜାର ୨ଶହ ୫୦ ଜଣଙ୍କୁ ନିଯୁକ୍ତି ଦିଆଯିବ । ରିପୋର୍ଟ – ସୋନାଲି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version