• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗ୍ରାମପଞ୍ଚାୟତ ଉନ୍ନୟନ ମୂଳକ ଖସଡ଼ା ପ୍ରସ୍ତୁତି ବୈଠକ ର ପ୍ରଥମ ପର୍ଯ୍ୟାୟ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 28, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଗ୍ରାମପଞ୍ଚାୟତ ଉନ୍ନୟନ ମୂଳକ ଖସଡ଼ା ପ୍ରସ୍ତୁତି ବୈଠକ ର ପ୍ରଥମ ପର୍ଯ୍ୟାୟ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଅକ୍ଟୋବର ବୁଧବାର ) ପଦ୍ମପୁର :- ପାଇକମାଲ ବ୍ଲକ ବୁକୁରାମୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସଭାଗୃହ ଠାରେ ସମସ୍ତ ସଭ୍ୟସଭ୍ୟା ତଥା ଅଂଚଳ ର ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କୁ ନେଇ ଗ୍ରାମ ପଞ୍ଚାୟତ ଉନ୍ନୟନ ମୂଳକ ଖସଡା ପ୍ରସ୍ତୁତି ପାଇଁ ପ୍ରଥମ ପର୍ଯ୍ୟାୟ ଗ୍ରାମପଞ୍ଚାୟତ ଉନ୍ନୟନ ର ଖସଡା ପ୍ରସ୍ତୁତି ବୈଠକ ସରପଂଚ ଶ୍ରୀ ଅଭିମନ୍ୟୁ ବରିହା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଗ୍ରାମ ପଂଚାୟତ ମାନଙ୍କରେ ଯାଉଥିବା ସମସ୍ତ ଗ୍ରାମ ର ସ୍କୁଲ, ରାସ୍ତାଘାଟ,ପାନୀୟ ଜଳ ଯୋଗାଣ ର ସୁ-ବ୍ୟବସ୍ଥା ଇତ୍ୟାଦି କୁ ନେଇ ହେଉଥିବା ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ଖସଡା ପ୍ରସ୍ତୁତି ରେ ଆଗାମୀ ଦିନରେ ଗ୍ରାମ ପଞ୍ଚାୟତ ଅଂଚଳର ରୂପରେଖ ନିଶ୍ଚିତ ବଦଳିବ ବୋଲି ବୁକୁରାମୁଣ୍ଡା ସରପଞ୍ଚ ଶ୍ରୀ ଅଭିମନ୍ୟୁ ବରିହା ମତବ୍ୟକ୍ତ କରିଛନ୍ତି l

ଅଂଚଳର ସାମୁହିକ ବିକାଶ ସକାଶେ ଉପସ୍ଥିତ ସଭ୍ୟ ସଭ୍ୟା ନିଜ ନିଜ ଗ୍ରାମ ର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ତାଲିକା ପ୍ରସ୍ତାବ ପ୍ରଦାନ ଦେଇଥିଲେ l ଉକ୍ତସଭା ରେ ଅନ୍ୟ ମାନଙ୍କ ମଧ୍ୟରେ ୱ୍lର୍ଡ ମେମ୍ବର ପ୍ରକାଶ ସେଠ, ରମେଶ ପ୍ରଧାନ, ହାରାବତୀ ମାଝି, ହାରାବତୀ ଭୋଇ, କାର୍ଯ୍ୟ ନିର୍ବାହୀ ଅଧିକାରୀ ଭୋଜରାଜ ଭୁଏ, ସମିତି ସଭ୍ୟ ଜଗନ୍ନାଥ ଛତ୍ରିଆ, ଗ୍ରାମ ରୋଜଗାର ସେବକ ମହାନନ୍ଦ ପ୍ରଧାନ ପ୍ରମୁଖ ଆଲୋଚନା ରେ ଅଂଶଗ୍ରହଣ କରିଥିଲେ । (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

May 10, 2026
ଆଇନ ସଚେତନତା ଶିବିର

ଆଇନ ସଚେତନତା ଶିବିର

May 10, 2026
ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’

ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’

May 10, 2026
 ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ର ଦ୍ଵିତୀୟ ଦିବସ ଯୋଗ

 ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ର ଦ୍ଵିତୀୟ ଦିବସ ଯୋଗ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

May 10, 2026
ଆଇନ ସଚେତନତା ଶିବିର

ଆଇନ ସଚେତନତା ଶିବିର

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version