• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିରୋଧୀ ମାନେ ଷଡଯନ୍ତ୍ର, ମିଥ୍ୟା ପ୍ରଚାର କରି ହିଂସା କରିବାକୁ ପ୍ରୟାସ କରୁଛନ୍ତି : ରାମ ମାଧବ

Proprietor Abhimanyu Maharana by Proprietor Abhimanyu Maharana
January 14, 2020
in ଓଡ଼ିଶା, ରାଜନୀତି, ହୋମ୍
0
ବିରୋଧୀ ମାନେ ଷଡଯନ୍ତ୍ର, ମିଥ୍ୟା ପ୍ରଚାର କରି ହିଂସା କରିବାକୁ ପ୍ରୟାସ କରୁଛନ୍ତି : ରାମ ମାଧବ
Share on FacebookShare on TwitterWhatsapp

ଭୁବନେଶ୍ୱର, (ଓଡିଶା ତାଜା ନିଉଜ୍) ବିଧାନସଭା :-  ନାଗରିକ ସଂଶୋଧନ ଆଇନରେ କୌଣସି ବିବାଦ ନାହିଁ କି କାହାପ୍ରତି କିଛି ବାଛବିଚାର ନାହିଁ । ବିରୋଧୀମାନେ ଜାଣିଶୁଣି ବିବାଦିତ କରିବା ପାଇଁ ଅପଚେଷ୍ଟା କରୁଛନ୍ତି
2.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଐତିହାସିକ ଦ୍ୱିତୀୟବାର ନିର୍ବାଚନ ବିଜୟ, ତିନି ତଲାକ
ବିଲ୍‌, ଅଯୋଧ୍ୟା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ, ସମ୍ବିଧାନର ଧାରା ୩୭୦ର ଉଚ୍ଛେଦ- ଏସବୁ ଘଟଣାରେ ବିରୋଧୀଦଳ ମାନେ କିଛି କରିନପାରି ହତୋତ୍ସାହିତ ହୋଇପଡିଛନ୍ତି

3. ଭାରତ କେବେହେଲେ ଏଭଳି ନୈରାଶ୍ୟବାଦ ଓ ନକାରାତ୍ମକ ରାଜନୀତିକୁ ଗ୍ରହଣ କରିବ ନାହିଁ ଭୁବନେଶ୍ୱର, ତା.ନାଗରିକ ସଂଶୋଧନ ଆଇନ ହେଉଛି ନାଗରିକତା ଦେବାର ଆଇନ ଏହା କାହାର ନାଗରିକତା ନେବ ନାହିଁ । ଏହି ସଂଶୋଧନରେ କୌଣସି ବିବାଦ ନାହିଁ କି କାହାପ୍ରତି କିଛି ବାଛବିଚାର ନାହିଁ । ଏହାକୁ ବିରୋଧୀମାନେ ଜାଣିଶୁଣି ବିବାଦିତ କରିବା ପାଇଁ ଅପଚେଷ୍ଟା କରୁଛନ୍ତି ଦେଶରେ ଶାନ୍ତି ଚାହୁଁନଥିବା ବିରୋଧୀ ଦଳମାନେ ଓ ସେମାନଙ୍କର ସମର୍ଥକମାନେ ହିଂସା କରିବା ପାଇଁ ଉସୁକାଉଛନ୍ତି । ବିରୋଧିମାନେ ବିନା କାରଣରେ ଏହି ସଂଶୋଧନ ଆଇନକୁ ବିରୋଧ କରିବା ପାଇଁ ବାହାରିଛନ୍ତି । ସେମାନଙ୍କର ଏହି ହିନ ପ୍ରୟାସ ପାଇଁ ଭାରତ ବିଦେଶରେ ବଦନାମ ହେଉଛି ।
ଶରଣାର୍ଥୀ ମାନଙ୍କୁ ନାଗରିକତା ଦେବାରେ ଭାରତର ବିଶ୍ୱରେ ଏକ ସ୍ୱତବ ପରିଚୟ ରହିଛି । ଏହି ସଂଶୋଧନ ଆଇନ ପଡୋଶୀ ଦେଶରେ ଧାର୍ମୀକ ଆଧାରରେ ପ୍ରପିଡିତ ହୋଇ ଜୀବନ ବଂଚାଇବା ପାଇଁ ଭାରତ ଆସି ଶରଣାର୍ଥୀ ଜୀବନ ବିତାଉଥିବା ଲକ୍ଷ ଲକ୍ଷ ଲୋକଙ୍କୁ ନୂଆ ଜୀବନ ଦେଇଛି ବୋଲି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନିରେ କହିଛନ୍ତି ବିଜେପି ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ରାମମାଧବ । ଶ୍ରୀ ମାଧବ କହିଛନ୍ତି ଯେ ସାରା ଦେଶରେ ଏବେ ନାଗରିକତା ସଂଶୋଧନ ଆଇନ (ସିଏଏ) ପ୍ରସଙ୍ଗରେ ଆଲୋଚନା ଚାଲିଛି ଏବଂ ଏହି ଆଇନ ସମ୍ପର୍କରେ ଭୁଲ ଧାରଣାର ଶିକାର ଲୋକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । କିଛି ରାଜନୈତିକ ଦଳ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ

ବିରୋଧୀମାନେ ଏହାକୁ ଏକ ସୁଯୋଗ ବୋଲି ଗ୍ରହଣ କରିନେଇ ପରିସ୍ଥିତିକୁ ଆହୁରି ଉତେଜନାପୂର୍ଣ୍ଣ କରିଦେଇଛନ୍ତି । ତେଣୁ ଏହି ଆଇନର ବାସ୍ତବତା ସର୍ବସମ୍ମୁଖକୁ ଆଣିବା ଜରୁରି ହୋଇ ପଡିଛି । ଏଥିପାଇଁ ବିଜେପି ପକ୍ଷ୍ୟରୁ ସାରା ଦେଶରେ ଜନଜାଗରଣ କାର୍ଯ୍ୟକ୍ରମ କରିବା ସହିତ ବୁଦ୍ଧିଜିବିମାନଙ୍କ ସହିତ ସର୍ମ୍ପକ କରାଯାଉଛି । ଆଜି ଯେପରି କିଛି ତତ୍ୱ ଜାଣିଶୁଣି ହିଂସାକୁ ଉସୁକାଉଛନ୍ତି ସେମାନଙ୍କ ବାସ୍ତବ ଉଦ୍ଦେଶ୍ୟ ଖୁବଶୀଘ୍ର ସାମ୍ନାକୁ ଆସିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଐତିହାସିକ ଦ୍ୱିତୀୟବାର ନିର୍ବାଚନ ବିଜୟ, ତିନି ତଲାକ ବିଲ୍‌, ଅଯୋଧ୍ୟା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ, ସମ୍ବିଧାନର ଧାରା ୩୭୦ର ଉଚ୍ଛେଦ- ଏସବୁ ଘଟଣାରେ ସମ୍ଭବତଃ ବିରୋଧୀଦଳ ମାନେ କିଛି କରିନପାରି ହତୋତ୍ସାହିତ ହୋଇପଡିଛନ୍ତି । ଏବେ ସେମାନେ ପାଣିକୁ ଗୋଳିଆ କରିବାର ଏକ ସୁଯୋଗ ପାଇଥିବା ଭଳି ମନେ କରୁଛନ୍ତି । କିନ୍ତୁ ଭାରତ କେବେହେଲେ ଏଭଳି ନୈରାଶ୍ୟବାଦ ଓ ନକାରାତ୍ମକ ରାଜନୀତିକୁ ଗ୍ରହଣ କରିବ ନାହିଁ ବୋଲି ଶ୍ରୀ ମାଧବ କହିଛନ୍ତି । ନାଗରିକ ସଂଶୋଧନ ଆଇନ ଆଣି ବିଶ୍ୱ ଦରବାରରେ ପାକିସ୍ତାନରେ ଅଣମୁସଲମାନ ମାନଙ୍କ ଉପରେ ହେଉଥିବା ଆକ୍ରମଣର କଥା ସାରା ବିଶ୍ୱକୁ କହିବାର ସୁଯୋଗ ଥିଲା ।

କିନ୍ତୁ ବିରୋଧୀଙ୍କ ଚକ୍ରାନ୍ତ ପାଇଁ ସେ ସୁଯୋଗ ଆମେ ହରାଇଲୁ । ପାକିସ୍ତାନକୁ ସୁହାଇଲା ଭଳି କଥା ବିରୋଧୀମାନେ ଏବେ ଦେଶରେ କରୁଛନ୍ତି । ପାକିସ୍ତାନ ମୁଖା ଖୋଲିଦେଲେ ବିରୋଧୀଙ୍କୁ କାହିଁକି କଷ୍ଟ ଲାଗୁଛି ବୋଲି ରାମ ମାଧବ କହିଛନ୍ତି । ସିଏଏ ନାଁରେ ମିଥ୍ୟା ଅପପ୍ରଚାର କରାଯାଉଛି । ଭାରତୀୟ ମୁସଲମାନଙ୍କ ସହ ସିଏଏ, ଏନ୍‌ଆର୍‌ସିର କୌଣସି ସମ୍ପର୍କ ନାହିଁ । କେବଳ ପାକିସ୍ତାନୀ, ବଙ୍ଗଳାଦେଶ, ଆଫଗାନିସ୍ତାନର ଅଣହିନ୍ଦୁ ମାନଙ୍କ ପାଇଁ ଏହା ହୋଇଛି । ସେମାନଙ୍କୁ ନାଗରିକତା ଦେବା ପାଇଁ ଏହି ସଂଶୋଧନ ହେଉଛି ମହାତ୍ମା ଗାନ୍ଧିଙ୍କ ଚିନ୍ତାଧାରାର ଅନୁରୂପ ବୋଲି ରାମ ମାଧବ କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସଭାପତି ବସନ୍ତ ପଣ୍ଡା, ରାଜ୍ୟ ଉପସଭାପତି ସମୀର ମହାନ୍ତି ଓ ନୟନ କିଶୋର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ପ୍ରଭାତୀ ପରିଡା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026
ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

March 8, 2026
ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

March 8, 2026
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026
ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version