• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୨ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
October 30, 2020
in Uncategorized, ଓଡ଼ିଶା, ହୋମ୍
0
୨ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ଗୁରୁତର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୦ ଅକ୍ଟୋବର ଶୁକ୍ରବାର) ହିଞ୍ଜିଳିକାଟୁ :- ହିଞ୍ଜିଳି ଥାନା ଶ୍ୟାମଳାଇ ଛକ ୫୯ନଂ ଜାତୀୟ ରାଜପଥରେ ଗୁରୁବାର ମଧ୍ୟରାତ୍ର ସମୟରେ ୨ ଟ୍ରକ ମଧ୍ୟରେ ମୁହାଁ ମୁହିଁ ଧକ୍କା ଘଟି ଜଣେ ଗାଡି ଚାଳକଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇଛି । ପ୍ରାୟ୨ଘଣ୍ଟାର ପରିଶ୍ରମ ପରେ ପୁଲିସ, ଅଗ୍ନିଶମ କର୍ମଚାରୀ ଏବଂ ସ୍ଥାନୀୟ ଲୋକଙ୍କ ସହାୟତା ରେ ଆହତ ଚାଳକ କୁନା ଗୌଡ଼କୁ ଗାଡି ଭିତରୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାପୂର୍ଣ୍ଣ ଅଞ୍ଚଳରେ ଆଲୋକୀ କରଣର ସୁବ୍ୟବସ୍ଥା ଉପଲବ୍ଧ ନ ଥିବା ସହ ଦୀର୍ଘ ବର୍ଷ ଧରି ବେଆଇନ ଜବର ଦଖଲ କାରଣରୁ ସଙ୍କୁଚିତ ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟି ଏକ ପ୍ରମୁଖ ସମସ୍ୟା ପାଲଟିଥିବା ଜଣାପଡିଛି । ପ୍ରାପ୍ତ ସୂଚନା ଅନୁଯାୟୀ ଗୁରୁବାର ରାତି ପ୍ରାୟ୧୨ ଟା ସମୟରେ କଳା ବାଲି ବୋଝେଇ ଏକ ୧୪ ଚକିଆ ଟ୍ରକ (OD 02BH 6564) ବ୍ରହ୍ମପୁର ଆଡକୁ ଯାଉଥିବା ବେଳେ

ବିପରୀତ ଦିଗରୁ ଆସୁଥିବା ଟ୍ରକ (ORK 9495)ସହ ଶ୍ୟାମଳାଇ ଛକ ନିକଟରେ ମୁହାଁ ମୁହିଁ ଧକ୍କା ହୋଇଥିଲା । ସ୍ଥାନୀୟ ବ୍ୟବସାୟୀ କିଶୋର ବିଷୋୟୀଙ୍କ  ସୂଚନା କ୍ରମେ ହିଞ୍ଜିଳି ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ ଓ ଅଗ୍ନିଶମ ଅଧିକାରୀ ଗୌତମ ସାହୁ ସଦଳ ବଳେ ସେଠାରେ ପହଞ୍ଚି ଆହତ ଚାଳକ କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଆହତ ଚାଳକଙ୍କ ନିଶାସକ୍ତ ଅବସ୍ଥାରୁ ନିୟନ୍ତ୍ରଣ ହରାଇ ଦୁର୍ଘଟଣା ଘଟିଥିବା ଉପସ୍ଥିତ ଲୋକଙ୍କ ଠାରୁ ଜଣାପଡିଛି।ଏହା ବ୍ୟତୀତ ଦୀର୍ଘ ବର୍ଷ ଧରି ଜାତୀୟ ରାଜପଥ ଅଞ୍ଚଳରେ ବେଆଇନ ଜବର ଦଖଲ ହୋଇଥିବା ସହ ଆଲୋକୀ କରଣର ଅବ୍ୟବସ୍ଥା ଯୋଗୁଁ ଶ୍ୟାମଳାଇ ଛକ ଅନ୍ଧକାର ହୋଇ ବ୍ଲାକସ୍ପଟ ଭାବେ ପରିଚିତ ହୋଇଛି । ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାପାଇଁ ସାଧାରଣ ରେ ଦାବୀ ହେଉଛି । ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version