• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନାଟକ ମାଧ୍ୟମରେ କରୋନା ସଚେତନତା

Proprietor Abhimanyu Maharana by Proprietor Abhimanyu Maharana
November 1, 2020
in Uncategorized, ଓଡ଼ିଶା, ହୋମ୍
0
ନାଟକ ମାଧ୍ୟମରେ କରୋନା ସଚେତନତା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧ ନଭେମ୍ବର ରବିବାର ) ହିଞ୍ଜିଳିକାଟୁ :- ମହାମାରୀ କରୋନା ଭୁତାଣୁ ସଂକ୍ରମଣରେ ବହୁ ଲୋକେ ମୃତ୍ୟୁ ବରଣ କରିଥିବା ବେଳେ ଅଧିକାଂଶ ସଂକ୍ରମିତ ହେବା ସହ ସୁସ୍ଥ ହୋଇ ଫେରିଛନ୍ତି । ସରକାର ଓ ପ୍ରଶାସନର ଉଚିତ ମୁକାବିଲା ଯୋଗୁଁ ସ୍ଥାନୀୟ ଅଂଚଳରେ ସଂକ୍ରମିତଙ୍କ ସଂଖ୍ୟା ଯଥେଷ୍ଟ ପରିମାଣରେ ହ୍ରାସ ପାଇଛି । ଗତ କିଛି ଦିନ ପରେ ପୁଣି ଥରେ କିଛି ଅମାନିଆଙ୍କ ଯୋଗୁଁ କରୋନା ପୁଣିଥରେ ଲେଉଟୁଥିବା ଦେଖିବାକୁ ମିଳିଛି । ପ୍ରଶାସନ ପକ୍ଷରୁ ମାସ୍କ ପରିଧାନ ଓ ସାମାଜିକ ଦୂରତ୍ୱ ରକ୍ଷାକୁ ଗୁରୁତ୍ୱ ପ୍ରଦାନ ସକାଶେ ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ କିଛି ଅମାନିଆ ମାନିବାକୁ ନାରାଜ । କୁମାର ପୁର୍ଣ୍ଣିମା ଅବସରରେ

ସ୍ଥାନୀୟ ବ୍ଳକ ମକରଝୋଳ ଗ୍ରାମରକିଛି କଳାକାରଙ୍କ ଦ୍ୱରା ପୌରାଣିକ ନାଟକ ମାଧ୍ୟମରେ କରୋନା ସଚେତନ କରାଯାଇଥିଲା । ନାଟକରେ ଯମରାଜା ଭୂମିକାରେ କୈବଲ୍ୟ କିଶୋର ବାଡ଼ତ୍ୟା ଓ ଚିତ୍ରଗୁପ୍ତ ଭୂମିକାରେ ଡ଼ି. ସୁଦର୍ଶନ ନିଖୁଣ ଅଭିନୟ କରି ଜନସଚେତନ ସୃଷ୍ଟି କରିଥିଲେ । ପରେ କଳାକାର ମାନେ ହୌାତରେ ପ୍ଳା-କାର୍ଡ଼ ଧରି କରୋନା ସଚେତନତା ସ୍ଳେଗାନ ନେଇ ଗ୍ରାମ ପରିକ୍ରମା କରିବା ସହ ସଚେତନତା ସୃଷ୍ଟି କରିଥିଲେ । କ୍ଷୁଦ୍ର ଚଳଚ୍ଚିତ୍ର ‘ଅଭିଳାଷ’ର ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ନିର୍ଦ୍ଦେଶିତ ନାଟକରେ ସନ୍ତୋଷ ସାହୁ, ଆଶୁତୋଷ, ଜଗନ ସାହୁ ପ୍ରମୁଖ ନାଟକରେ ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଦିନବନ୍ଧୁ ସାହୁ, ମହେନ୍ଦ୍ର ସାହୁ, ପ୍ରଜ୍ଞା ବାଡ଼ତ୍ୟା, କୃଷ୍ଣ ବାଡ଼ତ୍ୟା, ପ୍ରମୋଦ ସାହୁ, ପବିତ୍ର ବାଡ଼ତ୍ୟା, ଶ୍ରୀତମ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କଳାକାର ମାନଙ୍କ ଏଭଳି କାର୍ଯ୍ୟକ୍ରମକୁ ଗ୍ରାମବାସୀ ଭୂୟସୀ ପ୍ରଂଶସା କରିଛନ୍ତି । (ରିପୋର୍ଟ – ଶୁସାନ୍ତ ପ୍ରଧାନ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

ସିଆଇଆଇ ଓଏମସିଇ ୨୦୨୬ ଉଦ୍‌ଘାଟିତ : ରଣନୈତିକ ଆଲୋଚନା ଓ ସହଭାଗିତା ପାଇଁ ଶିଳ୍ପ ନେତାଙ୍କ ଆହ୍ୱାନ

March 19, 2026
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

March 19, 2026
ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 19, 2026
ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

ସିଆଇଆଇ ଓଏମସିଇ ୨୦୨୬ ଉଦ୍‌ଘାଟିତ : ରଣନୈତିକ ଆଲୋଚନା ଓ ସହଭାଗିତା ପାଇଁ ଶିଳ୍ପ ନେତାଙ୍କ ଆହ୍ୱାନ

March 19, 2026
CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

CII OMCE 2026 Inaugurated; Industry Leaders Convene for Strategic Dialogue and Collaboration

March 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version