• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଢେଙ୍କାନାଳ ସାଂସଦଙ୍କ ଅଧ୍ୟକ୍ଷତାରେ “ଦିଶା” ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
November 10, 2020
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଢେଙ୍କାନାଳ ସାଂସଦଙ୍କ ଅଧ୍ୟକ୍ଷତାରେ “ଦିଶା” ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୦ ନଭେମ୍ବର,ମଙ୍ଗଳବାର ) ଢେଙ୍କାନାଳ :- ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନ ହିତକର ଯୋଜନା ଗୁଡ଼ିକର ସମୟୋଚିତ ସଫଳତା ପାଇଁ ଆଜି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ପର୍ଯ୍ୟାଲୋଚନା କମିଟିର” ଦିଶା ” ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସାଂସଦ ଶ୍ରୀ ମହେଶ ସାହୁ ଅଧ୍ୟକ୍ଷତା କରି ଭିଡିଓ କନଫରେନ୍ସି ମାଧ୍ୟମରେ ସମସ୍ତ ଅଧିକାରୀ ମାନଙ୍କୁ ଜିଲ୍ଲାର ସାମଗ୍ରିକ ବିକାଶ ନିମନ୍ତେ ଜନ ସାଧାରଣଙ୍କ ଠାରୁ ବାସ୍ତବିକ ସଂପର୍କରେ ଅବଗତ ହୋଇ ମିଳିମିଶି କାମ କରିବାକୁ ଓ ସମୟ ସୀମା ମଧ୍ୟରେ ସମସ୍ତ କାର୍ଯ୍ୟ ସମାପନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ କାର୍ଯ୍ୟର ଅଗ୍ରଗତି ସଂପର୍କରେ ପ୍ରତ୍ୟେକ ମାସର ପ୍ରଥମ ସପ୍ତାହରେ ସାଂସଦ ଓ ଜିଲ୍ଲାପାଳଙ୍କୁ ରିପୋର୍ଟ୍ ଦେବାକୁ କହିଥିଲେ।

ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ନିୟମାନୁସାରେ ଲୋକଙ୍କୁ କାର୍ଯ୍ୟ ଯୋଗାଇବା, ରାସ୍ତାଘାଟ, ଡ୍ରେନ୍,ପୋଲ ଏବଂ ଆବାସ ଯୋଜନାରେ ବିଜୁ ପକ୍କାଘର ନିର୍ମାଣ ଜଥାଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରାଣୀ ସଂପଦ ନିମନ୍ତେ ଉଦ୍ଦିଷ୍ଟ ଭେକସିନ୍ କୋଲ୍ଡ୍ ଷ୍ଟୋରକୁ ବିଦ୍ୟୁତକରଣ ୭ ଦିନ ମଧ୍ୟରେ ଶେଷ କରିବାକୁ ଏବଂ ଏନ୍ଏଚ୍ଆଇର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଜନସାଧାରଣଙ୍କ ଗମନାଗମନ ଓ ସମସ୍ୟାକୁ ଦୃଷ୍ଟିରେ ରଖି ଏନ୍ଏଚ୍ ୫୫ର ସଂପ୍ରସାରଣକୁ ଯଥାଶୀଘ୍ର ଶେଷ କରିବାକୁ ସାଂସଦ ପରାମର୍ଶ ଦେଇଥିଲେ।

ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ଜିଲ୍ଲାପାଳ ଶ୍ରୀ ଭୁମେଶ ଚନ୍ଦ୍ର ବେହେରା ବୈଠକରେ ଅବଗତ କରାଇବା ସହ କୃଷି ଉପରେ ଅଧିକ ଧ୍ୟାନ ଦେବାକୁ ଗୁରୁତ୍ଵ ଦେଇଥିଲେ। ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମିନତୀ ନାୟକ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ବିଜନ କୁମାର ଥମ୍ବ ଏବଂ ବିଭିନ୍ନ ଅଧିକାରୀ ମାନେ ଯୋଗଦେଇ ଦାୟିତ୍ୱର ସହ କାର୍ଯ୍ୟ ସଂପାଦନ କରିବାକୁ କହି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। (ରିପୋର୍ଟ୍, ଅମର ରଞ୍ଜନ ଦାସ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version