• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲେଶ୍ୱର , ତିର୍ତ୍ତୋଲ ଆସନ ଅଳଙ୍କୃତ କଲା ବିଜେଡ଼ି ; ତିର୍ତ୍ତୋଲ ରୁ ବିଜୟ ଶଙ୍କର ବାଲେଶ୍ୱର ରୁ ସ୍ୱରୂପ ଦାସ ହେଲେ ବିଜୟୀ

Proprietor Abhimanyu Maharana by Proprietor Abhimanyu Maharana
November 11, 2020
in ଓଡ଼ିଶା, ଜଗତସିଂହପୁର, ରାଜନୀତି, ହୋମ୍
0
ବାଲେଶ୍ୱର , ତିର୍ତ୍ତୋଲ ଆସନ ଅଳଙ୍କୃତ କଲା ବିଜେଡ଼ି ; ତିର୍ତ୍ତୋଲ ରୁ ବିଜୟ ଶଙ୍କର ବାଲେଶ୍ୱର ରୁ ସ୍ୱରୂପ ଦାସ  ହେଲେ ବିଜୟୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୧୦ ନଭେମ୍ବର ମଙ୍ଗଳବାର ) ବାଲେଶ୍ୱର ,ତିର୍ତ୍ତୋଲ ଉପନିର୍ବାଚନ ରେ ତିନି ଦଳ ମଧ୍ୟରୁ ବିଜେଡ଼ି କୁ ମିଳିଛି ବଡ଼ ସଫଳତା । ବାଲେଶ୍ଵର ସଦର ଓ ତିର୍ତ୍ତୋଲ ବିଧାନସଭା ଉପ ନିର୍ବାଚନରେ ବିଜେଡି ବିଜୟୀ ହୋଈଛି । ଦୁଇଟି ଆସନ ହାସଲ କରିଛି ବିଜେଡି । ହାତ ଛଡା ହୋଇଛି ବିଜେପିର ବାଲେଶ୍ଵର ସଦର ନିର୍ବାଚନମଣ୍ଡଳୀ । ବାଲେଶ୍ଵର ସଦର ଓ ତିର୍ତ୍ତୋଲରେ ଶାସକ ଦଳର ପ୍ରାର୍ଥୀଙ୍କୁ କଡା ଟକ୍କର ଦେଇଥିଲେ ମଧ୍ୟ ବିଜେପି ବହୁ ରହିଯାଇଛି । ଉପନିର୍ବାଚନ ରେ ବାଜିମାତ କରିଛି ବିଜେଡି । ଏହା ପ୍ରମାଣିତ କରିଛି ବିରୋଧୀଙ୍କ ଉପରେ ରାଜ୍ୟବାସୀଙ୍କର ଭରସା ନାହିଁ । ଏଠାରେ ଦଳ ର ସୁପ୍ରିମ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ବଜାୟ ରହିଛି । ଯାହାଫଳରେ ବିଜେଡ଼ି କୁ ଜନସାଧାରଣ ଙ୍କ ବହୁ ସମର୍ଥନ ମିଳିଛି ।

ଦଳ ବିଜୟୀ ହୋଈଛି , ତିର୍ତ୍ତୋଲ ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୪୧୭୦୩ଟି ଭୋଟରେ ବିଜୟୀ ହୋଇଛନ୍ତି । ବିଜୟଙ୍କୁ ୮୮୩୧୦ ଭୋଟ ମିଳିଥିବା ବେଳେ ତାଙ୍କର ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ ରାଜକିଶୋର ବେହରାଙ୍କୁ ୪୬୬୦୭ ଭୋଟ ମିଳିଛି । ସେହିପରି ବାଲେଶ୍ୱରରେ ବିଜେଡି ପ୍ରାର୍ଥୀ ସ୍ୱରୂପ କୁମାର ଦାସ ୧୩୧୯୫ ଭୋଟରେ ବିଜେପିର ମାନସ ଦତ୍ତଙ୍କୁ ପରାଜିତ କରି ବିଜୟ ଲାଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସ୍ୱରୂପ କୁମାର ଦାସ ଓ ବିଜୟ ଶଙ୍କର ଦାସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ୍‌ କରି ନବୀନ ଲେଖିଛନ୍ତି ଏହି ବିଜୟ ଆପଣମାନଙ୍କ ଭଲ ପାଇବା ଓ ଅକୁଣ୍ଠ ସମର୍ଥନର ପ୍ରତିଫଳନ । ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ହୃଦୟ ଜିଣିଥିବାରୁ ବିଜୁ ଜନତା ଦଳର ସମସ୍ତ କର୍ମୀଙ୍କୁ ସାଧୁବାଦ । ସେ ଟୁଇଟ୍ କରି ଲେଖିଛନ୍ତି, କୋଭିଡ-୧୯ ସଙ୍କଟ ସମୟରେ ମତଦାନ କରି ଆମକୁ ଆଶୀର୍ବାଦ କରିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲବାସୀ ବିଶେଷ କରି ମହିଳାମାନଙ୍କୁ ମୋର କୃତଜ୍ଞତା ଜଣାଉଛି । ଏ ବିଜୟ ଆପଣମାନଙ୍କର ବିଜୟ ।

ଆପଣମାନଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ବିଜୁ ଜନତା ଦଳ ସର୍ବଦା ସଂକଳ୍ପବଦ୍ଧ । ସୂଚନାଯୋଗ୍ୟ ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ପ୍ରାର୍ଥୀ ମଦନ ମୋହନ ଦତ୍ତ ୭୪, ୮୧୫ (୪୭.୨୬%) ଭୋଟ ପାଇଁ ବିଜୟୀ ହୋଇଥିଲେ । ବିଜେଡ଼ି ପ୍ରାର୍ଥୀ ଜୀବନ ପ୍ରଦୀପ ଦାସଙ୍କୁ ମିଳିଥିଲା ୬୧,୪୦୯ (୩୮.୭୯%) ଭୋଟ । ମଦନ ମୋହନ ୧୩,୪୦୬ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ। କଂଗ୍ରେସର ମାନସ ରଂଜନ ଦାସ ପଟ୍ଟନାୟକଙ୍କୁ ପାଇଥିଲେ ୧୯,୭୦୪ (୧୨.୪୫%) ଭୋଟ । ସେହିପରି ତିର୍ତ୍ତୋଲରେ ବିଜେଡ଼ି ପ୍ରାର୍ଥୀ ବିଷ୍ଣୁଚରଣ ଦାସ ୯୩,୯୬୭ (୫୪.୧୮%) ଭୋଟ ପାଇଥିଲା ବେଳେ ବିଜେପି ପ୍ରାର୍ଥୀ ରମାକାନ୍ତ ଭୋଇଙ୍କୁ ମିଳିଥିଲା ୫୩,୫୮୧ (୩୦.୯%) ଭୋଟ । ବିଷ୍ଣୁ ଦାସ ୪୦,୩୮୬ ଭୋଟ ବ୍ୟବଧାନରେ ବିଜୟଲାଭ କରିଥିବା ବେଳେ କଂଗ୍ରେସର ଦେବୀ ପ୍ରସାଦ ମଲ୍ଲିକଙ୍କୁ ୨୩,୮୦୯ (୧୩.୭୩%) ଭୋଟ ମିଳିଥିଲା ।(ବାଲେଶ୍ୱର ରିପୋର୍ଟ,ଦୀପ୍ତିମାନ ପତି/ତିର୍ତ୍ତୋଲ ରିପୋର୍ଟ, ଭାସ୍କର ପଟ୍ଟନାୟକ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version