• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଉଚିତ୍ ସମୟରେ ରାଜସ୍ୱ ବିଭାଗରୁ ହିତାଧୀକାରୀ ଲାଭ ପାଇବା ଆବଶ୍ୟକ : ଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
November 11, 2020
in Uncategorized, ଓଡ଼ିଶା, ଗଞ୍ଜାମ, ହୋମ୍
0
ଉଚିତ୍ ସମୟରେ ରାଜସ୍ୱ ବିଭାଗରୁ ହିତାଧୀକାରୀ ଲାଭ ପାଇବା ଆବଶ୍ୟକ : ଜିଲ୍ଲାପାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୧ ନଭେମ୍ବର ବୁଧବାର )ଛତ୍ରପୁର :– ଜିଲ୍ଲାସ୍ତରୀୟ ରାଜସ୍ୱ ସମୀକ୍ଷା ବୈଠକ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫେରନ୍ସି ଜରିଆରେ ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର,ବ୍ରହ୍ମପୁର ଓ ଭଞ୍ଜନଗର ଉପଖଣ୍ଡର ସମୀକ୍ଷା କରିବା ଅବସରରେ ଜିଲ୍ଲାପାଳ ଜଣାଇଥିଲେ ଯେ,ରାଜ୍ୟରେ ଜଣେ ମଧ୍ୟ ପରିବାର ଜମି ବିହୀନ ଯେପରି ରହିବେ ନାହିଁ ସେଥୀ ସକାଶେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇ ଆସୁଛନ୍ତି । ଏଣୁ କରି ଜିଲ୍ଲାରେ ଜଣେ ମଧ୍ୟ ପରିବାର ଯେପରି ଜମି ବିହୀନ ରହିବେ ନାହିଁ ସେ ଦିଗରେ ସୁନିଶ୍ଚିତ କରାଇବାକୁ କୁହାଯାଇଛି । ବସୁନ୍ଧରା ଯୋଜନାରେ ଆବେଦନ କରିଥିବା ହିତାଧିକାରି ମାନଙ୍କର ଆବେଦନ ପତ୍ର ଉପରେ କରାଯାଇଥିବା ଅଗ୍ରାହ୍ୟର କାରଣ ଗୁଡି ଦର୍ଶାଇବେ । ରାଜସ୍ୱ ବିଭାଗର ଅଧିନରେ ହିତାଧିକାରୀ ମାନଙ୍କୁ ଦିଆଯାଉଥିବା ସୁବିଧା ଗୁଡିକ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଶେଷ କରିବା ଦିଗରେ ଗୁରୁତ୍ୱ ଦେବାକୁ ଜଣାଇଥିଲେ । କାନୁନୀ ଉତରାଧିକାରୀ (ଲିଗାଲ ହେୟର) ପ୍ରମାଣ ପତ୍ର ସକାଶେ ଆବଶ୍ୟକ ପଡୁଥିବା ତଥ୍ୟ ଗୁଡିକ ପୂର୍ବ ପ୍ରସ୍ତୁତ କରି ରାଜସ୍ୱ ନିରୀକ୍ଷକ ଗଣ ସଜାଗ ହୋଇ ରଖିବେ ତେବେ ପ୍ରମାଣ ପତ୍ର ପ୍ରଦାନ ସମୟରେ ହେଉଥିବା ଅହେତୁକ ବିଳମ୍ବକୁ ରୋକିପାରିବେ,ଆବେଦନକାରୀ ଗଣ ଠିକ୍ ସମୟରେ ପ୍ରମାଣ ପତ୍ର ପାଇ ଖୁସି ପ୍ରକାଶ କରିବେ ।

“ମୋ ଗାଁରେ ତହସିଲ” କାର୍ୟ୍ୟରେ ତହସିଲ କାର୍ୟ୍ୟାଳୟର ଅଧୀନସ୍ଥ କର୍ମଠ/କ୍ରିୟାଶୀଳ ହୋଇ କାର୍ୟ୍ୟ କଲେ ତହସିଲ ର ସୁନାମ ବଢିବ ବୋଲି ଜିଲ୍ଲାପାଳ ଅବଗତ କରାଇଥିଲେ । ଜିଲ୍ଲାରେ ପର୍ୟ୍ୟଟନ ର ବିକାଶ ଦିଗରେ ପଟ୍ଟା ପ୍ରଦାନ କାର୍ୟ୍ୟକୁ ତ୍ୱରାନ୍ନିତ କରାଗଲେ ଅବହେଳିତ ହୋଇ ରହିଥିବା ପର୍ୟ୍ୟଟନ ସ୍ଥଳୀର ବିକାଶ ହେବ,ଏଣୁ ଏ ଦିଗରେ ବିଳମ୍ବ ନ କରିବାକୁ ସମସ୍ତ ତହସିଲଦାର ଓ ବିଡିଓ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ସରକାରୀ ଅନୁଷ୍ଠାନ ସକାଶେ ସରକାରି ଜମିକୁ ପ୍ରାଥମିକତା ଭିତିରେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପଟ୍ଟା ପ୍ରଦାନ ଦିଗରେ ଗୁରୁତ୍ୱ ଦିଅନ୍ତୁ । ଜାତୀୟ ରାଜପଥ ଓ ଅନ୍ୟ ରାସ୍ତା ପାଶ୍ୱର୍ରେ ନିର୍ମାଣ ହେଉଥିବା କିମ୍ବା ଉନ୍ନତିକରଣ ହେଉଥିବା କାର୍ୟ୍ୟ ଗୁଡିକ ନିମନ୍ତେ ଜମିର ସ୍ଥିତି ଓ ସେଥୀ ସକାଶେ ବ୍ୟବହୃତ ହେଉଥିବା ସୌରାତ ସାମଗ୍ରୀ ର ତଥ୍ୟ ସଂପର୍କରେ ମଧ୍ୟ ତଦନ୍ତ କରିବାକୁ କୁହାଯାଇଛି । ବେଆଇନ୍ ଭାବେ ମରମ, ମାଟି, ପଥର,ବାଲି, ଗୋଡି ବୋଝେଇ ଟ୍ରକ ଓ ଟ୍ରାକ୍ଟର ଗୁଡିକ ଧରପଗଡ କରି ନିର୍ଦ୍ଧାରିତ କର ଆଦାୟ କରିବା ନେଇ କୁହାଯାଇଛି , ବିଶେଷ କରି ରାତ୍ରି ସମୟରେ ଧରପଗଡ କରିବାକୁ ଜୋର ଦିଆଯାଇଛି । ସରକାରୀ ଜମିରେ ରହିଥିବା ସୌରାଜ ଗୁଡିକରୁ ଅଧିକ ପରିମାଣର ଚୋରୀ ହୋଇଛି । ଏହାକୁ ରୋକିବା ସକାଶେ ଅଧିକ ନଜର ଦେବାକୁ ଜିଲ୍ଲାପାଳ ଅବଗତ କରାଇଥିଲେ । ରାଜସ୍ୱ ବିଭାଗର ମୁଖ୍ୟ ଓ ପ୍ରଧାନ କାର୍ୟ୍ୟ – ରାଜସ୍ୱ ଆଦାୟ ।

ଏ ଦିଗରେ ଅବହେଳା ନ କରିବାକୁ ପରାମର୍ଶ ଦିଆଯାଇଛି । ଉତରାଧିକାରୀ ଅନୁଦାନ (ଏକ୍ସ ଗାରେସିଆ) କେଶ୍ ଗୁଡିକର ଫଇସଲା ଶୀଘ୍ର ଶେଷ କରିବାକୁ ଜଣାଇଥିଲେ । ଗ୍ରାମକଣ୍ଠ,ଦାଖଲ ଖାରଜ, ବକେୟା ବନ୍ଦୋବସ୍ତ ମକଦ୍ଦମା ଗୁଡିକର ଫଇସଲା କରି ପଟ୍ଟା ପ୍ରଦାନ କାର୍ୟ୍ୟକୁ ତ୍ୱରାନ୍ନତି କରିବାକୁ କହିଥିଲେ । ସରକାରୀ ଜମିର ସୁରକ୍ଷା ଦିଗରେ ନିଆଯାଉଥିବା ପଦକ୍ଷେପ ନିମନ୍ତେ ଯେଉଁ ସବୁ ବିଭାଗକୁ ଅର୍ଥ ପ୍ରଦାନ କରାଯାଇଛି ସେହି କାର୍ୟ୍ୟ ଗୁଡିକ ଶୀଘ୍ର ସମାଧାନ କରିବାକୁ କହି,କେଉଁ କାରଣ ଯୋଗୁଁ ବିଳମ୍ବ ହେଉଛି ତାହା ଉପଜିଲ୍ଲାପାଳଙ୍କ ସ୍ତରରେ ଆଲୋଚନା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଯେଉଁ ତହସିଲର ଯାହା ସବୁ ବିଚରାଧୀନ ରହିଛି ସେସବୁ ଆସନ୍ତା ରାଜସ୍ୱ ବୈଠକ ପୂର୍ବରୁ ଶେଷ କରିବାକୁ କୁହାଯାଇଛି । ସମିକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅମିୟ କୁମାର ସାହୁ ସମସ୍ତ ଆଲୋଚ୍ୟ ବିଷୟ ଗୁପିକ ଉପସ୍ଥାପନ କରି ସମାଧାନ ର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ । ବ୍ରହ୍ମପୁର ଉପଜିଲ୍ଲାପାଳ ୱ, କୀର୍ତୀ ୱାସନ, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି,ଭଞ୍ଜନର ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ,ରାଜସ୍ୱ ଅଧୀକାରୀ ବିଜୟାନନ୍ଦ ସେଠୀ,ଡେପୁଟି କଲେକ୍ଟର ତଥା ଜରୁରୀ କାଳୀନ ଅଧିକାରୀ ଡଃ ଦିବ୍ୟ ଲୋଚନ ମହାନ୍ତ,ଡେପୁଟି କଲେକ୍ଟର ସରୋଜ ପାତ୍ର ସମସ୍ତ ଗୋଷ୍ଟୀ ଉନ୍ନୟନ ଅଧିକାରୀ,ତହସିଲଦାର ପ୍ରମୂଖ ଉପସ୍ଥିତ ଥିଲେ ।
(ରିପୋର୍ଟ : ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version