• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ସୁନା ଚୋରୀ ଘଟଣାରେ ପୋଲିସ ୧୫ଜଣ ଅଭିଯୁକ୍ତ ଙ୍କୁ ଗିରଫ ;  ୬ କିଲୋ ୫୦୧ ଗ୍ରାମ ଚୋରି ସୁନା ଅଳଙ୍କାର ସହିତ ୪ ଲକ୍ଷ ୪୪ ହଜାର ପାଞ୍ଚ ଶହ ଟଙ୍କା ଜବତ 

Proprietor Abhimanyu Maharana by Proprietor Abhimanyu Maharana
November 11, 2020
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ସୁନା ଚୋରୀ ଘଟଣାରେ ପୋଲିସ ୧୫ଜଣ ଅଭିଯୁକ୍ତ ଙ୍କୁ ଗିରଫ ;  ୬ କିଲୋ ୫୦୧ ଗ୍ରାମ ଚୋରି ସୁନା ଅଳଙ୍କାର ସହିତ ୪ ଲକ୍ଷ ୪୪ ହଜାର ପାଞ୍ଚ ଶହ ଟଙ୍କା ଜବତ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୧ ନଭେମ୍ବର ବୁଧବାର )ଛତ୍ରପୁର :– ଗଞ୍ଜାମ ପୋଲିସକୁ ମିଳିଛି ସଫଳତା । ଜିଲ୍ଲାର ପୁରଷୋତ୍ତମପୁର ଥାନା ଅଞ୍ଚଳରେ ଗତ ମାସ ୧୨ ତାରିଖ ରାତ୍ର ସମୟରେସହୋଇଥିବା ସୁନା ଚୋରୀ ଘଟଣାରେ ପୋଲିସ ୧୦ ଜଣ ଅଭିଯୁକ୍ତ ଙ୍କ ସମେତ ମୋଟ ୧୫ଜଣ ଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ୬ କିଲୋ ୫୦୧ ଗ୍ରାମ ଚୋରି ସୁନା ଅଳଙ୍କାର ସହିତ ୪ଲକ୍ଷ୪୪ ହଜାର ପାଞ୍ଚ ଶହ ଟଙ୍କା ଏବଂ ଏହି ସିନ୍ଧି ଚୋରୀ ଘଟଣାରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ଜବତ କରାଯାଇଛି । ଛତ୍ରପୁର ସ୍ଥିତ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଆୟୋଜିଥ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ସତ୍ୟବ୍ରତ ଭୋଇ ।ଏଥିରେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ବ୍ରିଜେଶ କୁମାର ରାୟ ଙ୍କ ସମେତ ଅତିରିକ୍ତ ଏସ୍.ପି ଠାକୁର ପ୍ରସାଦ ପାତ୍ର ଙ୍କ ସମେତ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ । ଠିକ ଏକ ମାସ ପରେ ସମସ୍ତ ଅଭିଯୁକ୍ତ ମାନେ ଧରାପଡିଛନ୍ତି । ଏଥିରେ ୧୦ ଜଣ ଲୁଟେରା ହୋଇଥିବା ବେଳେ ପାଞ୍ଚ ଜଣ ରିସିଭର୍ ଭାବରେ ସୁନାରୀ କିଣି ଗିରଫ ହୋଇଛନ୍ତି । (ରିପୋର୍ଟ : ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Suryakheetra Foundation hosts Climate Conclave in Delhi

Suryakheetra Foundation hosts Climate Conclave in Delhi

August 10, 2026
ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

August 10, 2026
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

August 10, 2026
ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ପାଇଁ କବୀମାନେ ଯତ୍ନ୍ନବାନ ହୁଅନ୍ତୁ

ଓଡ଼ିଆ ଭାଷା ସାହିତ୍ୟର ସମୃଦ୍ଧି ପାଇଁ କବୀମାନେ ଯତ୍ନ୍ନବାନ ହୁଅନ୍ତୁ

August 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Suryakheetra Foundation hosts Climate Conclave in Delhi

Suryakheetra Foundation hosts Climate Conclave in Delhi

August 10, 2026
ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version