• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ପ୍ରଶାସନ ଓ ପୋଲିସର ପ୍ରତିଶୃତି ପରେ ପାରଳଖେମୁଣ୍ଡି ରାଜପ୍ରସାଦ ସମ୍ମୁଖରୁ ବୃଦ୍ଧଙ୍କ ଅନଶନ ପ୍ରତ୍ୟାହାର – ପାରଳାଖେମୁଣ୍ଡି

Proprietor Abhimanyu Maharana by Proprietor Abhimanyu Maharana
November 11, 2020
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ପ୍ରଶାସନ ଓ ପୋଲିସର ପ୍ରତିଶୃତି ପରେ ପାରଳଖେମୁଣ୍ଡି ରାଜପ୍ରସାଦ ସମ୍ମୁଖରୁ ବୃଦ୍ଧଙ୍କ ଅନଶନ ପ୍ରତ୍ୟାହାର – ପାରଳାଖେମୁଣ୍ଡି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୧ ନଭେମ୍ବର ବୁଧବାର ) ଗଜପତି  :– ୮୭ବର୍ଷ ବୟସ୍କ ଜଣେ ବୃଦ୍ଧଙ୍କୁ ତାଙ୍କ ପୁଅ ବହୁ ଅଣଦେଖା କରିବା ପ୍ରତିବାଦରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ରାଜନହର ସମ୍ମୁଖରେ ଗତକାଲି ଠାରୁ ଅନଶନ ଧର୍ମଘଟ କରିଥିଲେ । ଗଜପତି ଜିଲ୍ଲାପାଳ ଏହା ଜାଣିବା ପରେ ପାରଳା ତହସିଲଦାର ଅଚ୍ୟୁତାନନ୍ଦ ଜାନୀ ଏବଂ ପାରଳା ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁଙ୍କୁ ତୁରନ୍ତ ଏହାର ପ୍ରତିକାର ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ତହସିଲଦାର ଓ ଥାନା ଅଧିକାରୀ ବୃଦ୍ଧଙ୍କ ସହ ଆଲୋଚନା କରିବା ସହ ଆଇନ ଅନୁଯାଇ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ବୃଦ୍ଧଙ୍କୁ ପ୍ରତିଶ୍ରୃତି ଦେବାପରେ ସେ ଅନଶନ ପ୍ରତ୍ୟାହାର କରିଥିବା ଜଣାଯାଇଛି ।

ଘଟଣାରୁ ପ୍ରକାଶ, ରାମ ମୋହନ ପଟ୍ଟନାୟକ (୮୭) ନାମକ ଜଣେ ବ୍ୟକ୍ତି ପୁଅ ବୋହୁଙ୍କ ଅଣଦେଖା ନେଇ ଗତ କାଲି ପାରଳା ରାଜପ୍ରାସାଦ ସମ୍ମୁଖରେ ଅନଶନରେ ବସିଥିଲେ । ଏଠାରେ ସେ କହିଥିଲେ ଯେ ଗତ ୧୪.୧୦.୨୦୨୦ରେ ସେ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିବାପରେ ତାଙ୍କୁ ପ୍ରଶାସନ ପକ୍ଷରୁ ଥଇଥାନ କରିବାର ପ୍ରତିଶ୍ରୁତି ଦିଆଯାଇଥିଲା । ଏହି ଅନଶନର କାରଣ ସମ୍ପର୍କରେ ପଚାରିବାରୁ ସେ କହିଛନ୍ତି ଯେ ତାଙ୍କର ୪ଗୋଟି ପୁଅ ଏବଂ ଜଣେ ଝିଅ ରହିଛନ୍ତି । ମାତ୍ର ସେ ବର୍ତ୍ତମାନ ପାରଳାଖେମୁଣ୍ଡି ସ୍ଥିତ ଏର୍ଦଲା ସାହି ସ୍ଥିତ ତାଙ୍କର ବାସ ଭବନରେ ଏକାକୀ ଜୀବନ ବିତାଉଛନ୍ତି । ୪ଗୋଟି ପୁଅ ମଧ୍ୟରୁ ୩ଜଣ ବାହାରେଥିବାବେଳେ ଜଣେ ପୁଅ ପାଡାଲା ସାହି ଠାରେ ବସବାସ କରୁଥିଲେ ମଧ୍ୟ ସେ ଏହି ବୃଦ୍ଧ ପିତାଙ୍କ କୌଣସି ଯତ୍ନ ନେଉନାହାନ୍ତି । ତେବେ ସେ କୌଣସି ଦିନ ନିଜେ ରୋଷେଇ କରି ଖାଉଥିଲେ ତ ଆଉ କେଉଁ ଦିନ ପାରଳା ଜଗନ୍ନାଥ ମନ୍ଦିର ଯାଇ ଭୋଜନ କରୁଥିଲେ । ହେଲେ ନିଜର ଏର୍ଦଲା ସାହି ବାସଭବନ ଜଗନ୍ନାଥ ମନ୍ଦିର ଠାରୁ ଦୂରରେ ରହିଥିବାରୁ ଯିବା ଆସିବା ତାଙ୍କ ପକ୍ଷେ କଷ୍ଟକର ହୋଇପଡୁଛି ।

ଅନ୍ୟପକ୍ଷରେ ତାଙ୍କର ବାର୍ଦ୍ଧକ୍ୟ ଅବସ୍ଥା ଯୋଗୁଁ ସେ ନିଜେ ରୋଷେଇ କରି ଖାଦ୍ୟ ପାନୀୟ କରିବା କଷ୍ଟକର ହୋଇପଡିଛି । ତେଣୁ ସେ ବଡପୁଅ ରହୁଥିବା ପାଡଲା ସାହି ଘରଟିକୁ ନିଜ ଅକ୍ତିଆରକୁ ନେଲେ ତାଙ୍କ ପକ୍ଷେ ଜଗନ୍ନାଥ ମନ୍ଦିର ଯାତାୟତ କରିବା ସୁବିଧା ହୁଅନ୍ତା ବୋଲି ସେ କହିଛନ୍ତି, ଯାହାକି ବର୍ତ୍ତମାନ ସୁଦ୍ଧା ସମ୍ଭବ ହୋଇପାରିନାହିଁ । ତେଣୁ ଏହି ସମସ୍ୟାର ସମାଧାନ ପାଇଁ ପ୍ରଶାସନ ହସ୍ତକ୍ଷେପ କରି ତାଙ୍କୁ ନ୍ୟାୟ ଦେଲେ ସେ ଉପକୃତ ହେବେ ବୋଲି ସେ ପ୍ରକାଶ କରି ସେ ଅନଶନ ଆରମ୍ଭ କରିଥିଲେ । ଗତକାଲି ଅପରାହ୍ନରେ ପ୍ରଶାସନ ଓ ପୋଲିସ ତରଫରୁ ତାଙ୍କୁ ଉଚିତ ପ୍ରତିଶ୍ରୃତି ଦିଆଯିବା ପରେ ସେ ଅନଶନ ଭଙ୍ଗ କରିଛନ୍ତି ।(ପାରଳଖେମୁଣ୍ଡି /ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ମାଲକାନଗିରିରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା : ୬୨ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ମାଲକାନଗିରିରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା : ୬୨ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

November 1, 2026
ଗାଁ ସମ୍ପୂର୍ଣ ଅନ୍ଧାର, ବିପନ୍ନଙ୍କୁ ମିଳୁଛି ଗୋଳିଆ ପାଣି

ଗାଁ ସମ୍ପୂର୍ଣ ଅନ୍ଧାର, ବିପନ୍ନଙ୍କୁ ମିଳୁଛି ଗୋଳିଆ ପାଣି

November 1, 2026
Basic Pediatric Ventilation Workshop – A Pre-Conference Workshop of IAP ODIPEDICON 2026

ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା : ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌ – ସମ୍ମିଳନୀ କର୍ମଶାଳା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ମାଲକାନଗିରିରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା : ୬୨ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ମାଲକାନଗିରିରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା : ୬୨ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

November 1, 2026
ଗାଁ ସମ୍ପୂର୍ଣ ଅନ୍ଧାର, ବିପନ୍ନଙ୍କୁ ମିଳୁଛି ଗୋଳିଆ ପାଣି

ଗାଁ ସମ୍ପୂର୍ଣ ଅନ୍ଧାର, ବିପନ୍ନଙ୍କୁ ମିଳୁଛି ଗୋଳିଆ ପାଣି

November 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version