• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଚୋରୀ ନାଟକର ପର୍ଦ୍ଦାଫାସ୍ : ସୁନା ଓ ରୂପା ଅଳଙ୍କାର ହସ୍ତାନ୍ତର

Proprietor Abhimanyu Maharana by Proprietor Abhimanyu Maharana
November 12, 2020
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ଚୋରୀ ନାଟକର ପର୍ଦ୍ଦାଫାସ୍ : ସୁନା ଓ ରୂପା ଅଳଙ୍କାର ହସ୍ତାନ୍ତର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୨ନଭେମ୍ବର ଗୁରୁବାର ) ହିଞ୍ଜିଳିକାଟୁ  :- ଘରେ ମହଜୁଦ ଥିଲା ସୁନା ଅଳଙ୍କାର, କିନ୍ତୁ ୨୫ ଭରି ଓଜନର ସୁନା ଓ ୧୦ ଭରି ଓଜନର ରୂପା ଅଳଙ୍କାର ଚୋରୀ ହୋଇଥିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଥିଲା । ପୁଲିସର ଛାନଭିନ୍ ତଦନ୍ତ ପରେ ଚୋରୀ ହୋଇନଥିବା ଜଣାପଡ଼ିଥିଲା । ଏଭଳି ଏକ ଘଟଣା ୮ ତାରିଖ ସନ୍ଧ୍ୟାରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ତଥା ସ୍ଥାନୀୟ ପୌରାଂଚଳ ବଇଁଚବଣିଆ ଗୀତା ଭବନ ସମ୍ମୁଖ ଅଭିମନ୍ୟୁ ଦଳାଇଙ୍କ ବାସଭବନରେ ଘଟିଥିଲା । ଏଭଳି ଏକ ଘଟଣା ସ୍ଥାନୀୟ ଅଂଚଳରେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି । ପ୍ରକାଶ ଯେ, ହିଞ୍ଜିଳି ଥାନା ତଥା ସ୍ଥାନୀୟ ପୌରାଂଚଳ ବଇଁଚବଣିଆ ଗୀତା ଭବନ ସମ୍ମୁଖ ଅଭିମନ୍ୟୁ ଦଳାଇ ଗତ ମାସ ୪ ତାରିଖରେ ଘର ତାଲା ଲଗାଇ ମେଡ଼ିକାଲ କାର୍ଯ୍ୟରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଯାଇଥିଲେ । ଯିବା ସମୟରେ ସ୍ଥାନୀୟ ପୌରାଂଚଳ ମାଣିକନଗର ଅଂଚଳରେ ବିବାହ କରିଥିବା ବଡ଼ ଝିଅଙ୍କୁ ଘରର ଚାବି ଦେବା ସହ ଘରର ହାଲଚାଲ ବୁଝାସୁଝା କରିବା ସକାଶେ କହିଥିଲେ । ଚଳିତ ମାସ ୮ ତାରିଖରେ ଝିଅ, ବାପା ଘରକୁ ଯିବା ବେଳେ ଘରର ଗ୍ରୀଲ ତାଲା ଭଙ୍ଗାଯିବା ସହ ଆଲମିରା ଓ ସିନ୍ଧୁକ ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ । ଘଟଣା ନେଇ ଝିଅ କଲ୍ୟାଣୀ, ବାପା ଅଭିମନ୍ୟୁ ଦଳାଇ ଓ ହିଞ୍ଜିଳି ପୁଲିସକୁ ଖବର ଦେଇଥିଲେ । ଖବର ପାଇ ହିଞ୍ଜିଳି ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ ଓ ଟିମ୍ ଘଟଣା ସ୍ଥଳରେ ପଂହଚି ସରଜମିନ ତଦନ୍ତ କରିଥିଲେ ।

୯ ତାରିଖରେ ଅଭିମନ୍ୟୁ ହିଞ୍ଜିଳିକାଟୁରେ ପଂହଚି ୨୫ ଭରି ଓଜନର ସୁନା ଓ ୧୦ ଭରି ଓଜନର ରୂପା ଅଳଙ୍କାର ଲୁଟ୍ ହୋଇଥିବା ନେଇ ସ୍ଥାନୀୟ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ଭିତିରେ ଥାନାରେ ନଂ-୪୦୫/୨୦ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଥିଲା । ତେବେ ସେହି ଦିନ ରାତିରେ ଘରର ଏକ ଆଲମାରୀର ଅନ୍ୟ ଏକ ବକ୍ସ ମଧ୍ୟରେ ଚୋରୀ ହୋଇଥିବା ନେଇ ଥାନାରେ ଅଭିଯୋଗ କରାଯାଇଥିବା ସମସ୍ତ ସୁନା ଓ ରୂପା ଅଳଙ୍କାର ମହଜୁଦ ଥିବା ନେଇ ପରିବାର ପକ୍ଷରୁ ଥାନା ଅଧିକାରୀଙ୍କୁ ଖବର ଦିଆଯାଇଥିଲା । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପଂହଚି ସୁନା ଓ ରୂପା ଅଳଙ୍କାରକୁ ଜବତ କରିଥିଲେ । ଚୋରୀ ନାଟକର ଖୁଲାସା କରିବା ସହ ଘଟଣା ନେଇ ଗୁରୁବାର ଆସିକା ପୁଲିସ ଉପଖଣ୍ଡ ଅଧିକାରୀ ସୂର୍ଯ୍ୟମଣି ପ୍ରଧାନ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି । ଅନ୍ୟପକ୍ଷରେ ସୁନା ଓ ରୂପା ଅଳଙ୍କାର ଫେରି ପାଇଥିବାରୁ ଅଭିମନ୍ୟୁ ଦଳାଇ ଖୁସିବ୍ୟକ୍ତ କରିବା ସହ ଥାନା ଭାରପ୍ରାପ୍ତ ଅଧିକାରୀ ଦାସ ଓ ଟିମ୍‌ଙ୍କୁ ସାଧୁବାଦ ଜଣାଇଛନ୍ତି । ବାସ୍ତବ କ୍ଷେତ୍ରରେ ଲୁଟେରା ମାନେ ଘର ତାଲା ଭାଙ୍ଗିବା ସହ ଆଲମିରା ଓ ସିନ୍ଧୁକ ଭାଙ୍ଗିବା ପରେ ମଧ୍ୟ ସୁନା ଓ ରୂପା ଅଳଙ୍କାର ନପାଇ ନିରାଶରେ ଫେରିଥିବା ବେଳେ ସୌଭାଗ୍ୟ ବଶତଃ ଆଲମାରୀର ଅନ୍ୟ ଏକ ବକ୍ସରେ ସୁନା ଓ ରୂପା ଅଳଙ୍କାର ରହି ଯାଇଥିଲା ନା ଘଟଣାର ଅନ୍ୟ କିଛି ସତ୍ୟତା ରହିଥିଲା, ତାହ ସାଧାରଣରେ ପ୍ରଶ୍ନବାଚି ସୃଷ୍ଟି କରିଛି ।
(ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version