• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଶସ୍ତିକରଣ କାର୍ଯ୍ୟ ବିଳମ୍ବ ହେଉଛି ୧୬ ନଂ ଜାତୀୟ ରାଜପଥର ; ତୁରନ୍ତ କାମ ଶେଷ କର – ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ

Proprietor Abhimanyu Maharana by Proprietor Abhimanyu Maharana
November 13, 2020
in ଓଡ଼ିଶା, ଭଦ୍ରକ, ହୋମ୍
0
ପ୍ରଶସ୍ତିକରଣ କାର୍ଯ୍ୟ ବିଳମ୍ବ ହେଉଛି ୧୬ ନଂ ଜାତୀୟ ରାଜପଥର ; ତୁରନ୍ତ କାମ ଶେଷ କର – ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୨ନଭେମ୍ବର ,ଗୁରୁବାର ) ଭଦ୍ରକ :- ଜାତୀୟ ରାଜପଥର ପ୍ରଶସ୍ତୀକରଣ କାର୍ଯ୍ୟ ଚାଲୁ ରହିଛି । ଭଦ୍ରକ ଜିଲ୍ଲାର ଆଖୁଆପଦା ଠାରୁ ରାଣିତାଲ ପର୍ଯ୍ୟନ୍ତ ୧୬ ନଂ ଜାତୀୟ ରାଜପଥର କାମ ଜାରି ରହିଛି । ତେବେ ଏହି ପ୍ରଶସ୍ତିକରଣ କାର୍ଯ୍ୟ ଧିମେଇଥିବା ନେଇ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ରାଜ୍ୟ ପର୍ଯ୍ୟଟନ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ।

ଏହି ପ୍ରଶସ୍ତିକରଣ କାର୍ଯ୍ୟ ଭଦ୍ରକ ଜିଲ୍ଲା ପରେ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ହେଉଛି । ବିଶେଷ କରି ଭଦ୍ରକ ଜିଲ୍ଲାରେ ହେଉଥିବା ରାଜପଥ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି । ରାସ୍ତାର ବହୁ ସ୍ଥାନରେ ଡାଇଭର୍ସନ କରାଯାଇଛି । ଯାହା ସାଧାରଣ ଗାଡି ଚାଳକଙ୍କ ପାଇଁ ବିପଦ ହେଉଛି । ତେଣୁ ତୁରନ୍ତ କାମ ଶେଷ କରିବାକୁ ମନ୍ତ୍ରୀ ରାଜପଥ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏନେଇ ଯେଉଁ ଅଞ୍ଚଳରେ ସମସ୍ୟା ଦେଖାଦେଉଛି, ସେ ଅଞ୍ଚଳବାସୀ ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରି ତୁରନ୍ତ ସମାଧାନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ।

ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ବୈଠକରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପାଣିଗ୍ରାହୀ ଅଧ୍ୟକ୍ଷତା କରିବା ସହ ରାସ୍ତା ପ୍ରଶସ୍ତିକରଣରେ କ୍ଷେତ୍ରରେ ଯେଉଁ ସ୍ଥାନରେ ଅଧିକ ଜଳ ନିଷ୍କାସନର ସମସ୍ୟା ରହିଛି , ତାହାର ସମୀକ୍ଷା ମଧ୍ୟ କରିଛନ୍ତି । ପୋଲ ନିର୍ମାଣ , ରାଜପଥ ପ୍ରଶସ୍ତିକରଣରେ ବାଧକ ସାଜୁଥିବା ବିଦ୍ୟୁତ ଖୁଣ୍ଟକୁ ତୁରନ୍ତ ଅପସାରଣ ଏବଂ ଜମି ଅଧିଗ୍ରହଣରେ ବାଧା ସୃଷ୍ଟି ହେଉଛି । ସେ ସବୁ ସମସ୍ୟାର ସମାଧାନ କରି ତୁରନ୍ତ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ସ୍ଥାନୀୟ ତହସିଲଦାର, ଉପଜିଲ୍ଲାପାଳ, ନେସ୍କୋ ଅଧିକାରୀ ଏବଂ ରାଜପଥ କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ବିଦ୍ୟୁତ ଖୁଣ୍ଟ, ଟ୍ରାନ୍‌ସଫର୍ମର ଆଦିକୁ ଶୀଘ୍ର ଅପସାରଣ କରି ରାସ୍ତା କାମ ଶେଷ କରିବାକୁ ମନ୍ତ୍ରୀ କହିଛନ୍ତି ।

ଏହାସହିତ ଭଦ୍ରକ ସହରର ପ୍ରାଣକେନ୍ଦ୍ର କୁହାଯାଉଥିବା ବନ୍ତ ଛକକୁ ଆକର୍ଷଷୀୟ କରିବାକୁ ଜିଲ୍ଳାପାଳ ଡ. ଜ୍ଞାନ ଦାସ ରାଜପଥ କର୍ତ୍ତୃପକ୍ଷ ରାମଚନ୍ଦ୍ର ପଣ୍ଡାଙ୍କୁ ଅନୁରୋଧ କରିଥିଲେ । ଜିଲ୍ଲା ପ୍ରଶାସନ ସହିତ ଆଲୋଚନା କରି ବନ୍ତ ଛକ କିପରି ଏକ ସୁନ୍ଦର ଓ ମନଲୋଭା ହୋଇପାରିବ । ସେ ଦିଗରେ ପଦକ୍ଷେପ ନେବାକୁ ଜିଲ୍ଲାପାଳ କହିଥିଲେ । ବୈଠକରେ ଭଦ୍ରକ ସାଂସଦ, ଭଦ୍ରକ ବିଧାୟକ ମାନନୀୟ, ପୂର୍ବତନ ବିଧାୟକ, ଜିଲ୍ଲାପାଳ ଡ. ଜ୍ଞାନ ଦାସ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ୟାମଭକ୍ତ ମିଶ୍ର, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଅରୁଣ କୁମାର ମହାପାତ୍ର, ଉପଜିଲ୍ଲାପାଳ ପୀତାମ୍ବର ସାମଲ, ଅତିରିକ୍ତ ଏସ୍‌ପି ବିକାଶ ଦାଶ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ (ଦୀପ୍ତିମାନ ପତି /ଭଦ୍ରକ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

September 10, 2026
ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

September 10, 2026
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026
ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍‌ର ସମାପନୀ ସମାରୋହ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

September 10, 2026
ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version