• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଭିଜିଲାନ୍ସ ଜାଲରେ ଦୁଇ କିରାଣୀ ; ବିପୁଳ ପରିମାଣର ସମ୍ପତି ଠାବ

Proprietor Abhimanyu Maharana by Proprietor Abhimanyu Maharana
November 13, 2020
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଗଜପତି ଜିଲ୍ଲାରେ ପୋଷ୍ୟ ସନ୍ତାନ ଗ୍ରହଣ କଲେ ଇଟାଲିଆନ ଦମ୍ପତି – ପାରଳାଖେମୁଣ୍ଡି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୨ନଭେମ୍ବର ,ଗୁରୁବାର ) ଭୁବନେଶ୍ୱର :-  ଭିଜିଲାନ୍ସ ଜାଲରେ ଏବେ ଦୁଇଟି କିରାଣି । ଭୁବନେଶ୍ୱର ସବ କଲେକ୍ଟର ଅଫିସ୍ ର ବରିଷ୍ଠ କିରାଣୀ ଉଦୟ ନାଥ ଜେନା ଙ୍କ ଠାରୁ ଭିଜିଲାନ୍ସ ଏକ କୋଟି ୩୨ ଲକ୍ଷ ଟଙ୍କା ର ବିପୁଳ ସମ୍ପତି ଠାବ କରିଛି । ପୁରୀ ଏକ ବିଲ୍ଡିଂ , ଭୁବନେଶ୍ୱର ର ଦୁଇ ମହଲା କୋଠା କୁ ରେଡ୍ କରିଛନ୍ତି ଭିଜିଲାନ୍ସ ଅଫିସର । ସୂଚନାନୁସାରେ ବ୍ୟାଙ୍କ ଆକାଉଣ୍ଟ ରୁ ୯ ଲକ୍ଷ ୩୦ ହଜାର ଟଙ୍କାର ରେଡ୍ ମାରିଛି ଭିଜିଲାନ୍ସ । ସେପରି ଧର୍ମଶାଳା ସବ୍ରେଜିଷ୍ଟ୍ରାର ଅଫିସ୍‌ର କିରାଣି ରତ୍ନାକର ମହାନ୍ତିଙ୍କ ୧ କୋଟି ୨୯ ଲକ୍ଷର ସଂପତ୍ତି ଠାବ ହୋଇଛି । କିରାଣୀ ଉଦୟ ନାଥଙ୍କ ର ନିଜସ୍ୱ ଦୁଇଟି ଫ୍ଲାଟ୍ ଯେପରିକି

1. ଏବରଙ୍ଗ, ସୁନ୍ଦରପଡା, ଭୁବନେଶ୍ୱର ପ୍ଲଟ୍ ନଂ 356/3166 ଗୁଡ଼ିକ ରେଡ୍ ହୋଈଛି ।  
2. ରାଜନଗର ,କେନ୍ଦ୍ରାପଡା ଜିଲ୍ଲା ଅନ୍ତର୍ଗତ ଏଣ୍ଡୁଲାପୁରରେ ପିତୃପୁରୁଷ ଘର |
3. ଭୁବନେଶ୍ୱରର ସବ୍ କଲେକ୍ଟର ଅଫିସ ପାଖରେ ଅବସ୍ଥିତ ଅଫିସ୍ ,

କିରାଣି ରତ୍ନାକର ମହାନ୍ତିଙ୍କ ଗୋଟିଏ ହୋଟେଲ ଠାବ ହୋଈଛି ଏବଂ ତାଙ୍କ ଘରୁ ୮ ଲକ୍ଷ ୨୭ ହଜାର ଟଙ୍କା ଜବତ ହୋଇଥିବା ବେଳେ ବ୍ୟାଙ୍କ ରୁ ୧୬ ଲକ୍ଷ ୭୯ ହଜାର ଟଙ୍କା ରେଡ୍ ମାରିଛି ଭିଜିଲାନ୍ସ ବିଭାଗ । ଏହା ଉପରେ ସର୍ଚ୍ଚ ୱାରେଣ୍ଟ ଜାରି କରାଯାଇ ଅଧିକ ସ୍ଥାନରେ ସନ୍ଧାନ ଚାଲିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ : ୨୯ ରେ କନ୍ଧମାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ – ଶିକ୍ଷକ ଓ କର୍ମଚାରୀଙ୍କୁ ଡ୍ୟୁଟିରେ ରହିବା ନିର୍ଦ୍ଦେଶ

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବାଲିଗୁଡ଼ାରେ ଲଗାଣ ବର୍ଷା ଜନଜୀବନ ଅସ୍ତବ୍ୟସ୍ତ : ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

October 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version