• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲିଙ୍ଗ ନିରୂପଣ ରୋକିବା ଦିଗରେ ସ୍ୱତନ୍ତ୍ର ଧ୍ୟାନ ; ଶିଶୁ ଲିଙ୍ଗ ନିରୂପଣ ସୂଚନା ଦେଲେ ଦଶ ହଜାର ପୁରସ୍କାର ଘୋଷଣା : ଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
November 13, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଲିଙ୍ଗ ନିରୂପଣ ରୋକିବା ଦିଗରେ ସ୍ୱତନ୍ତ୍ର ଧ୍ୟାନ ; ଶିଶୁ ଲିଙ୍ଗ ନିରୂପଣ ସୂଚନା ଦେଲେ ଦଶ ହଜାର ପୁରସ୍କାର ଘୋଷଣା : ଜିଲ୍ଲାପାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ନଭେମ୍ବର , ଶୁକ୍ରବାର ) ଛତ୍ରପୁର  :- ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଙ୍କ ଅଧ୍ୟକ୍ଷତାରେ ଗର୍ଭଧାରଣ ପୂର୍ବ ଓ ପ୍ରସ୍ତୁତି ନିଦାନ କୈାଶଳ ଅଧିନିୟମ ଜିଲ୍ଲା ପରାମର୍ଶ ଦାତା କମିଟିର ବୈଠକ ସ୍ଥାନୀୟ ଜିଲ୍ଲାପାଳଙ୍କ ସଦଭାବନା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ ଥିବା କ୍ଲିନିକ୍ ଗୁଡିକର ପଂଜିକୃତ ନବୀକରଣ ଓ ନୂତନ ଭାବେ କ୍ଲିନିକ୍ ଖୋଲିବା ସକାଶେ ଆବେଦନ କରିଥିବା କ୍ଲିନିକ୍ ଗୁଡିକର ତଥ୍ୟ ଯାଞ୍ଚ କରି ସେମାନଙ୍କ ଆବେଦନର ଶୁଣାଣୀ ଦିଗରେ ପଦେକ୍ଷପ ଗ୍ରହଣ କରିବାକୁ ମତ ଉପସ୍ଥାପନ ହୋଇଥିଲା । କ୍ଲିନିକ୍ ଗୁଡିକରେ ଗର୍ଭଧାରଣ ପୂର୍ବ ଓ ପ୍ରସ୍ତୁତି ନିଦାନ କୈାଶଳ ଅଧିନୀୟମ-୧୯୯୪ର ଅନୁପାଳନ ହେଉଛି ନା ନାହିଁ ତାହା କମିଟି ଦ୍ୱାରା ଯାଞ୍ଚ କାର୍ଯ୍ୟ ଅନ୍ତର ବ୍ୟବଧାନ ରେ ତଦାରଖ କରିବାକୁ ସମସ୍ତ ସଭ୍ୟ , ସଭ୍ୟା ଙ୍କୁ ଜିଲ୍ଲାପାଳ ଶ୍ରୀ କୁଲାଙ୍ଗେ ଜଣାଇଥିଲେ । ମୋ ଗେହ୍ଲା ଝିଅର କାର୍ଯ୍ୟକ୍ରମର ସଚେତନତା ସୃଷ୍ଟି ସକାଶେ କୁହାଯାଇଛି । ଜିଲ୍ଲାରେ ଶିଶୁ ଲିଙ୍ଗ ଅନୁପାତ ସନ୍ତୁଳନ ରକ୍ଷା କରିବା ନେଇ ପଦେକ୍ଷପ ମାନ ଗ୍ରହଣ କରିବାକୁ ବୈଠକରେ ବିଭିନ୍ନ ବିଷୟ ନେଇ ଆଲୋଚନା ହୋଇଯାଇଛି ।

ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତରେ ଚଳିତ ମାସ ୧୬ ତାରିଖ ଦିନ କୋଭିଡ ନୀୟମ ଅନୁସାରେ ଶିଶୁ ଦିବସ ପାଳନ କରାଯିବ । ଏହି ଦିନ ଗ୍ରାମର କିଶୋରୀ ବାଳିକା ମାନଙ୍କ ଘରକୁ ଯାଇ ସେମାନଙ୍କୁ ପୁଷ୍ପ ପ୍ରଦାନ କରାଯାଇ ଅଭିଭାବକ ମାନଙ୍କ ମଧ୍ୟରେ ଶିଶୁ କନ୍ୟା ନିମନ୍ତେ ପ୍ରୋତ୍ସାହନ ଦିଆଯିବ । କନ୍ୟାଭ୍ରୃଣ ହତ୍ୟା ରୋକିବା ଦିଗରେ ନିଆଯାଉଥିବା ପଦକ୍ଷେପ ଗୁଡିକର ଅନୁପାଳନ ନିମନ୍ତେ ଦୃଷ୍ଟି ଦେବା ସକାଶେ କମିଟିକୁ ଜଣାଇଥିଲେ । ଲିଙ୍ଗ ନିରୂପଣ ରୋକିବା ଦିଗରେ ସ୍ୱତନ୍ତ୍ର ଧ୍ୟାନ ଦିଆଯିବ । କନ୍ୟାଭ୍ରୃଣ ହତ୍ୟା ରୋକିବା ସକାଶେ ପ୍ରାଥମିକ ସୂଚନା ପ୍ରଦାନ କରାଗଲେ ସଂପୃକ୍ତ ବ୍ୟକ୍ତିଙ୍କ ନାମ ଗୋପନ ରଖାଯାଇ ଦଶହଜାର ଟଙ୍କାର ପୁରସ୍କାର ରାଶି ଶିଶୁ ବିକାଶ ଯୋଜନା ପକ୍ଷରୁ ପ୍ରଦାନ କରାଯିବ ବୋଲି ଜିଲ୍ଲାପାଳ ଘୋଷଣା କରିଥିଲେ । ଗର୍ଭବତୀ ମହିଳା ମାନଙ୍କ ତଥ୍ୟ ସଂଗ୍ରହ କରାଯିବ , ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ସହାୟତା ରାଶି ଓ ସେବା ସେମାନଙ୍କ ଠାରେ ଉପଲବ୍ଧ ହୋଇପାରୁଛି ନା ନାହିଁ ତାହା ଟିମ୍ ଦ୍ୱାରା ଯାଞ୍ଚ କରାଯିବ । ଅଙ୍ଗନବାଡି କର୍ମୀ , ଆଶା ଦିଦି ଏବଂ ଏଏନଏମ ଗଣ ଯଦି ସେମାନଙ୍କ କାର୍ଯ୍ୟ ଠିକ୍ ରୁପେ ସଂପାଦନ କରିବେ ଓ କନ୍ୟା ଶିଶୁର ମହତ୍ତ୍ୱ ସଂପର୍କରେ ସଚେତନତା କରାଇବା ସହିତ ଜାଗ୍ରତ ରହିବେ ତେବେ କନ୍ୟା ଭ୍ରୃଣ ହତ୍ୟାକୁ ରୋକାଯାଇପାରିବ ବୋଲି ଜିଲ୍ଲପାଳ ଅବଗତ କରାଇଥିଲେ ।

ଏଦିଗରେ ସେମାନଙ୍କୁ ସଚେତନତା କରାଇବା ଆବଶ୍ୟକତା ରହିଛି ଜିଲ୍ଲାପାଳ ଜୋର ଦେଇଥିଲେ । ଜିଲ୍ଲା ମାତୃ ଓ ଶିଶୁ ସଂଯୋଜକ ଶକ୍ତି କୁମାର ଦିଗାଲ୍ ବୈଠକର ଆଲୋଚ୍ୟ ସମସ୍ତ ବିଷୟବସ୍ତୁ ଉପସ୍ଥାପନା କରିଥିଲେ । ଅତିରିକ୍ତ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ( ମହିଳା ଓ ଶିଶୁ ବିକାଶ) ତଥା ପିସି ଏଣ୍ଡ ପିଏନଡିଟି ର ନୋଡାଲ ଅଧିକାରୀ ଡା. ଭି. ସରୋଜିନୀ ଦେବୀ, ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ଡା. ଆର ଜଗଦୀଶ ପଟ୍ଟନାୟକ, ଡା. ଭବାନୀ ଶଙ୍କର ମିଶ୍ର , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁବୋଧ କୁମାର ଷଡଙ୍ଗୀ , ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ରବି ନାରାୟଣ ବେହେରା , ସମାଜସେବୀ ଗୀତା ରାଣୀ ସ୍ୱାଇଁ , ଛତ୍ରପୁର ବ୍ଲକ ଶିକ୍ଷାଅଧିକାରୀ ଅଭିନାଶ ଶତପଥୀ , ଡେପୁଟିକଲେକ୍ଟର ସୋଭାଗ୍ୟ କୁମାର ଗୈାଡ, ଛତ୍ରପୁର ଡ୍ରଗ ଇନିସପେକ୍ଟର ଲଳିତ କୁମାର ସାହୁ, ଗଂଜାମ ରେଞ୍ଜ ଡ୍ରଗ୍ ଇନିସପେକ୍ଟର ପ୍ରସନ୍ନ କୁମାର ମଲ୍ଲିକ , ବ୍ରହ୍ମପୁର ଡ୍ରଗ୍ ଇନିସପେକ୍ଟର ଦେବାଶିଷ ଖିଲ ପ୍ରମୁଖ ଉପସ୍ଥିତ ଥିଲେ ।  ( ରିପୋର୍ଟ -ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version