• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତର ଶ୍ରେଷ୍ଠ ଦାତବ୍ୟ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ତାଲିକାରେ ବେଦାନ୍ତର ଅଧ୍ୟକ୍ଷ

Proprietor Abhimanyu Maharana by Proprietor Abhimanyu Maharana
November 13, 2020
in ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
ଭାରତର ଶ୍ରେଷ୍ଠ ଦାତବ୍ୟ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ତାଲିକାରେ ବେଦାନ୍ତର ଅଧ୍ୟକ୍ଷ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ନଭେମ୍ବର ,ଶୁକ୍ରବାର )ଭୁବନେଶ୍ୱର :- ଏଡେଲଗିଭହୁରୁନ ଇଣ୍ଡିଆ ଫିଲାନଥ୍ରୋପିଷ୍ଟ ତାଲିକା ୨୦୨୦ରେ ଶ୍ରେଷ୍ଠ ଦାତବ୍ୟ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ତାଲିକାରେ ବେଦାନ୍ତର ଅଧ୍ୟକ୍ଷ ଅନିଲ ଅଗ୍ରୱାଲ ରହିଛନ୍ତି । ହୁରୁନର ଏହି ରିପୋର୍ଟରେ କୁହାଯାଇଛି ଯେ ଗତବର୍ଷ ତୁଳନାରେ ଶ୍ରୀଯୁକ୍ତ ଅଗ୍ରୱାଲଙ୍କ ଅବଦାନ ୯୦ ପ୍ରତିଶତ ବୃଦ୍ଧି ପାଇଛି ଏବଂ ସେ ଭାରତର ଶ୍ରେଷ୍ଠ ପାଂଚ ଦାତବ୍ୟ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି । କର୍ପୋରେଟ ସାମାଜିକ ଦାୟିତ୍ୱବୋଧ ଲାଗି ସରକାରଙ୍କ ରହିଥିବା ୨ ପ୍ରତିଶତ ସୀମା ଠାରୁ ବେଦାନ୍ତ ଯଥେଷ୍ଟ ଅଧିକ ଅବଦାନ ଦେଇଛି । ୨୦୧୯ ଏପ୍ରିଲ ୧ରୁ ୨୦୨୦ ମାର୍ଚ୍ଚ ୩୧ ମଧ୍ୟରେ ନଗଦ ରାଶି ଓ ନଗଦ ରାଶି ସହ ସମାନ ଅବଦାନ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟକୁ ଦିଆଯାଇଥିବା ସିଏସଆର ତଥ୍ୟ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି । କୋଭିଡ-୧୯ ମୁକାବିଲାରେ ବେଦାନ୍ତ ଅଗ୍ରଦୂତ ସରଜିଛି ଏବଂ ପିଏମ କେୟାରସ ଫଣ୍ଡକୁ ୧୦୧ କୋଟି ଟଙ୍କା ଦାନ କରିଛି । କଂପାନି ପକ୍ଷରୁ ଦିନ ମଜୁରିଆ ଏବଂ ସ୍ଥାନୀୟ ସମାଜକୁ ସାହାଯ୍ୟ କରିବା ଲାଗି କୋଭିଡ ଜନିତ ଅଭିଯାନ ପାଇଁ ୧୦୦ କୋଟି ଟଙ୍କା ମୂଲ୍ୟର ଏକ ପାଣ୍ଠି ଗଠନ କରାଯାଇଛି । ସମାଜକୁ ଫେରସ୍ତ କରିବା ଦର୍ଶନ ଉପରେ ବିଶ୍ୱାସ ରଖି ଶ୍ରୀଯୁକ୍ତ ଅଗ୍ରୱାଲ ନିଜ ସଂପତିର ୭୫ ପ୍ରତିଶତ ଅର୍ଥରାଶି ସାମାଜିକ କଲ୍ୟାଣମୂଳକ କାର୍ଯ୍ୟ ପାଇଁ ବିନିଯୋଗ କରିଛନ୍ତି ।

ସେ କଂପାନିର ଦାତବ୍ୟ ଶାଖା ବେଦାନ୍ତ ଫାଉଣ୍ଡେସନ ସୃଷ୍ଟି କରିଛନ୍ତି । ଏହି ଫାଉଣ୍ଡେସନ ଶିକ୍ଷା, କଂପ୍ୟୁଟର ସାକ୍ଷରତା, ଧନ୍ଦାମୂଳକ ପ୍ରଶିକ୍ଷଣ, ମହିଳା ଓ ଶିଶୁ ସଶକ୍ତୀକରଣ ଏବଂ ସାମାଜିକ କଲ୍ୟାଣ ଦିନରେ କାର୍ଯ୍ୟ କରୁଛି ବୋଲି ହୁରୁନ ରିପୋର୍ଟରେ ଉଲ୍ଲେଖ ରହିଛି । ବୋଦନ୍ତ କେୟାରସ ଅଭିଯାନ ଅଧୀନରେ ଶ୍ରୀଯୁକ୍ତ ଅଗ୍ରୱାଲ ନନ୍ଦ ଘର ନାମରେ ମଡେଲ ଅଙ୍ଗନବାଡ଼ି ଗଠନ କରିଛନ୍ତି ଯାହା ଅପପୁଷ୍ଟି ଦୂର କରିବା ଉପରେ ଗୁରୁôତ୍ୱାରୋପ କରୁଥିବା ବେଳେ ଶିକ୍ଷା, ସ୍ୱାସ୍ଥ୍ୟ ସେବା ଓ ମହିଳା ସଶକ୍ତୀକରଣ ପାଇଁ କାର୍ଯ୍ୟ କରୁଛି । ଭାରତରେ ବେଦାନ୍ତ ୧୭୦୦ରୁ ଅଧିକ ନନ୍ଦ ଘର ସ୍ଥାପନ କରି ଲକ୍ଷ ଲକ୍ଷ ଲୋକଙ୍କ ଜୀବନରେ ଉନ୍ନତି ଆଣିପାରିଛି । ଗ୍ରୁପର ସିଏସଆର ଅଭିଯାନରେ ସାତଟି ପ୍ରମୁଖ କ୍ଷେତ୍ର ଯଥା ଶିକ୍ଷା, ସ୍ୱାସ୍ଥ୍ୟ ସେବା, ଜଲ ଓ ପରିମଳ, ନିରନ୍ତର ଜୀବିକା, କେଶଳ, କ୍ରୀଡ଼ା ଓ ସଂସ୍କୃତି ଏବଂ କର୍ମଚାରୀ ସ୍ୱେଚ୍ଛାସେବୀ ଉପରେ ଗୁରୁôବ ଦିଆଯାଉଛିୟ ବେଦାନ୍ତ ଫାଉଣ୍ଡେସନ ଉପେକ୍ଷୀତ ବର୍ଗର ଲୋକମାନଙ୍କୁ ନିଯୁକ୍ତ କ୍ଷମ କରିବା ଲାଗି କେଶଳ ବିକାଶ ଓ ଧନ୍ଦାମୂଳକ ଶିକ୍ଷା କ୍ଷେତ୍ରରେ କାର୍ଯ୍ୟ କରୁଛି । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ କଂପାନି ଛତିଶଗଡ଼ର ନିଉ ରାୟପୁରରେ ୨୦୦ ଶଯ୍ୟା ବିଶିଷ୍ଟ ବାଲକୋ ମେଡିକାଲ ସେଂଟର ସ୍ଥାପନ କରିଛିୟ ତୃଣମୂଳ ସ୍ତରରେ କ୍ରୀଡ଼ାର ବିକାଶ ପାଇଁ ଗୋଆ ଓ ଉଦୟପୁରରେ ଫୁଟବଲ ଏକାଡେମି ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୁଇବାହାଲ ରେ ନୁଆଁଖାଇ ଭେଟ

କୁଇବାହାଲ ରେ ନୁଆଁଖାଇ ଭେଟ

October 10, 2026
ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ଆସୋଚାମର ଓ-ଲିଡ୍ସ ୨୦୨୬ ଅବସରରେ ଶିଳ୍ପ, ଶିକ୍ଷାନୁଷ୍ଠାନ ଓ ଷ୍ଟାର୍ଟଅପ୍ ମଧ୍ୟରେ ଅଧିକ ସହଯୋଗ ପାଇଁ ଆହ୍ୱାନ

October 10, 2026
ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

October 10, 2026
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୁଇବାହାଲ ରେ ନୁଆଁଖାଇ ଭେଟ

କୁଇବାହାଲ ରେ ନୁଆଁଖାଇ ଭେଟ

October 10, 2026
ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ଆସୋଚାମର ଓ-ଲିଡ୍ସ ୨୦୨୬ ଅବସରରେ ଶିଳ୍ପ, ଶିକ୍ଷାନୁଷ୍ଠାନ ଓ ଷ୍ଟାର୍ଟଅପ୍ ମଧ୍ୟରେ ଅଧିକ ସହଯୋଗ ପାଇଁ ଆହ୍ୱାନ

October 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version