• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦୁପତ୍ର କର୍ମଚାରୀ ସଂଘ ଭୁବନେଶ୍ବରରେ ଜଙ୍ଗଲ ବିଭାଗ ମନ୍ତ୍ରୀ ; ଜଙ୍ଗଲ ବିଭାଗ ଶାସନ ସଚିବ ଓ ପିସିସିଏଫ ଙ୍କୁ ସାକ୍ଷାତ କରି ୯ ଦଫା ଦାବି ପ୍ରଦାନ କଲା – ପ୍ରଦୀପ ପୁରୋହିତ 

Proprietor Abhimanyu Maharana by Proprietor Abhimanyu Maharana
November 14, 2020
in ଓଡ଼ିଶା, ବରଗଡ଼, ହୋମ୍
0
କେନ୍ଦୁପତ୍ର କର୍ମଚାରୀ ସଂଘ ଭୁବନେଶ୍ବରରେ ଜଙ୍ଗଲ ବିଭାଗ ମନ୍ତ୍ରୀ ; ଜଙ୍ଗଲ ବିଭାଗ ଶାସନ ସଚିବ ଓ ପିସିସିଏଫ ଙ୍କୁ ସାକ୍ଷାତ କରି ୯ ଦଫା ଦାବି ପ୍ରଦାନ କଲା –  ପ୍ରଦୀପ ପୁରୋହିତ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ନଭେମ୍ବର ଶନିବାର )ପଦ୍ମପୁର :-ଦେଶର ଅନ୍ୟାନ୍ୟ ରାଜ୍ୟରେ କେନ୍ଦୁପତ୍ରରୁ ସଂଗୃହିତ ଲାଭାଂଶର ଶତ ପ୍ରତିଶତ ଲାଭାଂଶକୁ କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକ ମାନଙ୍କ ଭିତରେ ବାଂଟି ହେଉଥିବା ବେଳେ ଓଡିଶା ସରକାର ଲାଭାଂଶ ର ମାତ୍ର ୨୫ ଭାଗ ବୋନସ ଦେଉଛନ୍ତି । ଏହା ଦ୍ବାରା କେନ୍ଦୁପତ୍ର ତୋଳାଳୀ ଅନେକ କ୍ଷତି ସହୁଛି । ରାଜ୍ୟରେ ଥିବା କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକଙ୍କୁ ଶତ ପ୍ରତିଶତ ବୋନସ ଦେବା ଦାବିରେ ବିଜେପି ପୂର୍ବତନ ବିଧାୟକ ଶ୍ରୀ ପ୍ରଦୀପ ପୁରୋହିତ ନେତୃତ୍ଵରେ ଏକ ପ୍ରତିନିଧି ଦଳ ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଏବଂ ଜଙ୍ଗଲ ବିଭାଗର ପ୍ରମୁଖ ଶାସନ ସଚିବକୁ ଭେଟି ଆଲୋଚନା କରିବା ସହ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି । ଗତକାଲି ମନ୍ତ୍ରୀ ଓ ଜଙ୍ଗଲ ସଚିବଙ୍କ ସହ ଆଲୋଚନା ବେଳେ କେନ୍ଦୁପତ୍ର ଶ୍ରମିକଙ୍କ ୯ଦଫା ଦାବି ଉପରେ ଆଲୋଚନା ହୋଇଥିଲା ।

୨୦୧୯ ବର୍ଷରୁ ୨ ହଜାର କେରୀ କେନ୍ଦୁପତ୍ର ତୋଳିଲେ ଜଣେ ତୋଳାଳୀ କେନ୍ଦୁପତ୍ର ଶ୍ରମିକ କଲ୍ୟାଣ ମଙ୍ଗଳ ପାଣ୍ଠିରେ ସାମିଲ ହେବାର ନିଷ୍ପତ୍ତି ସରକାର ନେଇଥିବାରୁ ପାଖାପାଖି ୯୦ ଭାଗ କେନ୍ଦୁପତ୍ର ତୋଳାଳୀ ଏଥିରୁ ବଞ୍ଚିତ ହେଉଥିବାରୁ ପୂର୍ବତନ କେନ୍ଦୁପତ୍ର ଶ୍ରମିକ କଲ୍ୟାଣ ମଙ୍ଗଳ ପାଣ୍ଠିରେ ସାମିଲ ପାଇଁ ୧ ହଜାର କେରୀକୁ ମାନଦଣ୍ଡ ରଖିବା ପାଇଁ ପ୍ରତିନିଧି ଦଳ ଦାବି କରିଛି । ସେହିପରି ୧୯୭୩ ଗ୍ରାଚ୍ଯୁଇଟି ଆଇନ ଅନୁଯାୟୀ କେନ୍ଦୁପତ୍ର ସଂସ୍ଥା କାର୍ଯ୍ୟରତ ସିଜିନାଲ କର୍ମଚାରୀଙ୍କ ଗ୍ରାଚ୍ଯୁଇଟି ପ୍ରାପ୍ଯ ଦେବା,୨୦୨୦ ମସିହାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ସିଜିନାଲ କର୍ମଚାରୀ ଦରମା ବୃଦ୍ଧି ହୋଇ ଥିବାବେଳେ ବାକି ରହିଥିବା ରାଜ୍ୟର ୭୦୦ ଜଣ ୱାଚରଙ୍କ ଦରମା ବୃଦ୍ଧି କରାଯିବା, ରାଜ୍ୟ ସରକାରଙ୍କ ବର୍ଷକୁ ୨ ଲକ୍ଷ କ୍ବିଂଟାଲ କେନ୍ଦୁପତ୍ର ଉତ୍ପାଦନ ଲକ୍ଷ୍ଯ ରଖୁଥିବାରୁ କେନ୍ଦୁପତ୍ର ଗୁଛା କଟା ଓ ପତ୍ର ଖରଦିର ଅବଧିକୁ ବଢାଇବା, ସର୍ବନିମ୍ନ ମଜୁରୀ ଆଧାରରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ବନ୍ଧେଇ ଶ୍ରମିକ ମାନଙ୍କ ବନ୍ଧେଇ ବିଡାଇ ମୂଲ୍ୟ,

ବସ୍ତା ଭର୍ତ୍ତି ଓ ମେଟ କମିସନର ମଜୁରୀ ର ମୂଲ୍ୟ ପୁନ ନିର୍ଦ୍ଧାରିତ କରାଯିବା ସହ ବଲାଙ୍ଗୀର କେନ୍ଦୁପତ୍ର ବିଭାଗର ସିସିଏଫ ଶ୍ରୀ ପ୍ରଦୀପ୍ତ ମହାପାତ୍ର,ପଦ୍ମପୁର ଟିଟିଲାଗଡ ଓ ବଲାଙ୍ଗୀରର ୩ ଜଣ ସିଜି ୱାଚରଙ୍କୁ ଅନୁଗୁଳ ସ୍ଥିତ ନିଜ ଘରକୁ ପଠେଇ ସେଠି ବେଟି ଖଟାଉଥିବାରୁ ସେମାନଙ୍କୁ ମୁକ୍ତ କରିବା ସହ ସରକାରଙ୍କ ଠାରୁ ଗତ ୬ ମାସର ଦରମା ନେଇଥିବା ୱାଚର ମାନଙ୍କ ଦରମା ସିସିଏଫଙ୍କ ଠାରୁ ଅସୁଲ କରାଯିବା ଆଦି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଜଙ୍ଗଲ ବିଭାଗ ମନ୍ତ୍ରୀ, ପ୍ରମୁଖ ଶାସନ ସଚିବ, କେନ୍ଦୁପତ୍ର ବିଭାଗ ପିସିସିଏଫ ଙ୍କ ସହ ଆଲୋଚନା ହେବା ସହ ୯ଦଫା ଦାବି ପତ୍ର ପ୍ରଦାନ କରାଯାଇଛି । ଏହି ଆଲୋଚନା ସମୟରେ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ରାଜ୍ୟ ସଂପାଦକ କୋକିଳ ସାହୁ,ୠଷବ ପ୍ରଧାନ,ଶୁଭମ ପଣ୍ତା,ମଧୁସୂଦନ ବେଲେର,ରାଜେନ୍ଦ୍ର ପ୍ରସାଦ ଯୋଶୀ,ସାଇଧର ପାଣ୍ତେ,ବସନ୍ତ କୁମାର ସାହୁ, ଅରମାନ ଖାଁ ଓ ରାଜ୍ୟ ୱାଚର ସଂଘ ପ୍ରତିନିଧି ଭାର୍ତିକ ନାଗ ପ୍ରମୁଖ ଉପସ୍ଥିତ ଥିଲେ । (ରିପୋର୍ଟ – ନିରୋଜ କୁମାର ପାଣୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version