• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ମାର୍ଟ ସିଟି ରେ ବର୍ଷ ସାରା ଭୋଗୁଛନ୍ତି ଲୋକେ ଦୂରାବସ୍ଥା ; ସ୍ମାର୍ଟ ସିଟି ରେ ସ୍ମାର୍ଟ ରାସ୍ତା କାମ

Proprietor Abhimanyu Maharana by Proprietor Abhimanyu Maharana
November 17, 2020
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ସ୍ମାର୍ଟ ସିଟି ରେ ବର୍ଷ ସାରା ଭୋଗୁଛନ୍ତି ଲୋକେ ଦୂରାବସ୍ଥା ; ସ୍ମାର୍ଟ ସିଟି ରେ ସ୍ମାର୍ଟ ରାସ୍ତା କାମ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୭ ନଭେମ୍ବର,ମଙ୍ଗଳବାର ) ଭୁବନେଶ୍ୱର :- ନିର୍ମାଣ କାର୍ଯ୍ୟ ଆଳରେ ଭୁବନେଶ୍ୱର ର ବିଭିନ୍ନ ସ୍ଥାନରେ ରାସ୍ତା ଗୁଡ଼ିକୁ ଖୋଳି ଅନେକ ଦିନ ଧରି ସରକାର ପକେଇ ରଖିଛନ୍ତି ଏହା ଦ୍ଵାରା ଗମନାଗମନରେ ବାଧା ସୃଷ୍ଟି ହେବା ସହ ଵାୟୁ ପ୍ରଦୂଷଣ କରୁଛି ହେଲେ ଏଥିପ୍ରତି ସରକାରଙ୍କ ର ଦୃଷ୍ଟି ଦେଉନାହାନ୍ତି । ଏହା ଦ୍ୱାରା ବଡ଼ ଦୃଘଟଣା କୁ ଏଡାଇ ଦିଆ ଯାଇ ପାରିବ ନାହିଁ । ଯଦି ରାଜ୍ୟର ରାଜଧାନୀ ର ଅବସ୍ଥା ଏପରି ତେବେ ରାଜ୍ୟର ଦୂର ଦୁରାନ୍ତ କଥା କହିବା ହାସ୍ୟାସ୍ପଦ ।

ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୁନ୍ଦରପଦା ଯାହାକି ନବୀନ ନିବାସ ଠାରୁ ମାତ୍ର ଗୋଟିଏ କିଲୋମିଟର ମାତ୍ର ଦୁର୍ଭାଗ୍ୟ ର କଥା ଏହାର ମୁଖ୍ୟ ରାସ୍ତାର ବିଗତ ୬ମାସ ଧରି ଅବହେଳିତ ଏବଂ ଅବ୍ୟବସ୍ଥା ରେ।ଏହାର ତୁରନ୍ତ ସମାଧାନ କରିବା ଦାବିରେ ବିଜେପି ଭୁବନେଶ୍ୱର ଜିଲ୍ଲା ର ଲିଙ୍ଗରାଜ ମଣ୍ଡଳ ତରଫରୁ ଲିଙ୍ଗରାଜ ମଣ୍ଡଳ ସଭାପତି ସୁରେନ୍ଦ୍ର ପ୍ରଧାନ ଙ୍କ ନେତୃତ୍ୱରେ ଏକ ପଦଯାତ୍ରା ବିକ୍ଷୋଭ କାର୍ଯ୍ୟକ୍ରମ କରାଯାଇଥିଲା । ଯଦି ୧୫ଦିନ ମଧ୍ୟରେ ଏହାର ସମାଧାନ କରାନଯାଏ ତେବେ ଏହି ଆନ୍ଦୋଳନ କୁ ଆହୁରି ତୀବ୍ରତର କରାଯିବ ବୋଲି ଭୁବନେଶ୍ୱର ବିଜେପି ଜିଲ୍ଲା ସଭାପତି ବାବୁସିଂ ଚେତାବନୀ ଦେଇଛନ୍ତି ।

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ହରେକୃଷ୍ଣ ଖୁଣ୍ଟିଆ, ଯୁବ ମୋର୍ଚ୍ଚା ସଭାପତି ଅଭିଷେକ ଆଚାର୍ଯ୍ୟ, ଖଣ୍ଡଗିରି ମଣ୍ଡଳ ସଭାପତି ରାମଚନ୍ଦ୍ର ରଣସିଂହ,ଗ୍ରାମୀଣ ମଣ୍ଡଳ ସଭାପତି ଅରୁଣ ପୁରୋହିତ, ରାଜାରାଣୀ ମଣ୍ଡଳ ସଭାପତି ଅମର ଜ୍ଵତିଜଗଦେଵ, ସୁଭାସିନୀ ପୃଷ୍ଟି, ତୃପ୍ତି ମକଦ୍ଦମ,ଶିବ ବେହେରା, ବନ୍ଦନା କାନୁନଗୋ ,ବିଶ୍ଵନାଥ ସେଠୀ ,ସବିତା ପଟ୍ଟନାୟକ ଙ୍କ ସହିତ ବହୁ କାର୍ଯ୍ୟକର୍ତ୍ତା ଯୋଗଦେଇ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 25, 2026
ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version