• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯୌତୁକ ପାଇଁ ଗର୍ଭବତୀ ନବବଧୂକୁ ହତ୍ୟା ଅଭିଯୋଗ

Proprietor Abhimanyu Maharana by Proprietor Abhimanyu Maharana
November 20, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଯୌତୁକ ପାଇଁ ଗର୍ଭବତୀ ନବବଧୂକୁ ହତ୍ୟା ଅଭିଯୋଗ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୦ ନଭେମ୍ବର ଶୁକ୍ରବାର ) ବ୍ରହ୍ମପୁର :- ଯୌତୁକ ପାଇଁ ଜଣେ ଗର୍ଭବତୀ ବଧୂକୁ ଶ୍ବଶୂର ଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ବୁଧବାର ବ୍ରହ୍ମପୁର ବାସୁଦେବନଗର ଷଷ୍ଠ ଗଳିରେ ଘଟିଛି। ଅଭିଯୋଗ ପରେ ପୁଲିସ ହତ୍ୟା ଓ ଯୌତୁକଜନିତ ମାମଲା ରୁଜୁ କରି ମୃତ ମହିଳାଙ୍କ ସ୍ବାମୀଙ୍କ ସହ ତାଙ୍କ ପରିବାରର ୪ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି । ମିଳିଥିବା ସୂଚନା ପ୍ରକାରେ ଅଯୋଧ୍ୟାନଗର ୪ର୍ଥ ଲାଇନର ନକୁଳ ଜେନାଙ୍କ ଏକମାତ୍ର ଝିଅ କୁନିଙ୍କ ସହ ବାସୁଦେବନଗର ଷଷ୍ଠ ଗଳିର ମାଲେଶୁ ବିଶ୍ବାଳଙ୍କ ୪ର୍ଥ ପୁଅ ଲକ୍ଷ୍ମୀନାରାୟଣ ବିଶ୍ବାଳ ଓରଫ ମୁନାଙ୍କ ସହ ୨୦୧୯ ମାର୍ଚ୍ଚରେ ବୈଦିକ ରୀତିରେ ବିବାହ ହୋଇଥିଲା ।

କନ୍ୟାର ଶ୍ବଶୂର ଘର ଲୋକଙ୍କ ଦାବି ମୁତାବକ ନକୁଳ ଯୌତୁକ ବାବଦକୁ ନଗଦ ସାଢେ ୫ ଲକ୍ଷ ଟଙ୍କା, ୫ ଭରି ସୁନା ଅଳଙ୍କାର, ବାଇକ ସହ ସମସ୍ତ ପ୍ରକାର ଦାମୀ ଆସବାବପତ୍ର ଦେଇଥିଲେ। କିଛିମାସ ତଳେ ନକୁଳ ଆାଙ୍କୋଲି ନିଗମ ନଗରରେ ଥିବା ଏକ ଜମି ନିଜ ଝିଅ କୁନି ନାମରେ କରିଥିଲେ। ତେବେ ସେହି ଜମିକୁ କୁନାଙ୍କଙ୍କ ନାମରେ କରିବାକୁ କୁନିଙ୍କ ଶ୍ବଶୂର ଘର ଲୋକେ ଚାପ ପକାଉଥିଲେ। ଏପରିକି ସେହି ଜମି ନଦେଲେ ଅନ୍ୟ ଏକ ଜମି କୁନା ନାମରେ ପଞ୍ଜିକରଣ କରିବାକୁ ଝିଅର ପରିବାର ଉପରେ ଚାପ ପକାଇ ଆସୁଥିଲେ । ଏ ନେଇ ନକୁଳ ଅକ୍ଷମତା ପ୍ରକାଶ କରିବାରୁ କୁନିଙ୍କ ଉପରେ ଅତ୍ୟାଚାର ଆରମ୍ଭ କରିଦେଇଥିଲେ ବୋଲି ନକୁଳ ଅଭିଯୋଗରେ ଦର୍ଶାଇଛନ୍ତି। କୁନିକୁ ଖାଇବା ପିଇବାକୁ ଦେଉନଥିଲେ କି ବାପ ଘରକୁ ମଧ୍ୟ ଛାଡୁ ନଥିଲେ ।

ଶାରୀରିକ ଓ ମାନସିକ ନିର୍ୟାତନା ଦେଉଥିଲେ। କୁନି ୩ ମାସର ଗର୍ଭବତୀ ଥିବାରୁ ଗର୍ଭ ନଷ୍ଟ ପାଇଁ ଶ୍ବଶୂର ଘର ଲୋକେ ଔଷଧ ଖାଇବାକୁ ଦେଇଥିଲେ। ଗତକାଲି କୁନିର ସ୍ବାମୀ ଘର ଲୋକଙ୍କଠାରୁ ଖବର ପାଇ ବାସୁଦେବ ନଗର ଗଲାବେଳେ ସେମାନେ କୁନିକୁ ଏମକେସିଜି ମେଡିକାଲକୁ ନେଇସାରିଥିଲେ। ସେଠାରେ ଡାକ୍ତର କୁନିକୁ ମୃତ ଘୋଷଣା କରିସାରିଥିଲେ। ତାଙ୍କ ଝିଅକୁ ମିଳିମିଶି ହତ୍ୟା କରାଯାଇଛି ବୋଲି ନକୁଳ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ସଦରଥାନା ପୁଲିସ ମହିଳାଙ୍କ ଶବ ଜବତ କରିବା ସହ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପଞ୍ଚାନାମା କରାଯାଇଛି। ନବବଧୂଙ୍କ ବେକରେ ଦାଗ ସହ ମୁଣ୍ଡ ଓ ଶରୀର ଫୁଲି ଯାଇଥିବାରୁ ଏହା ଏକ ହତ୍ୟା ବୋଲି ପ୍ରାଥମିକ ସୂତ୍ରରୁ ଜଣାପଡ଼ିଛି। ସେହିକ୍ରମରେ ସଦର ଥାନା ପୁଲିସ କେସ ନଂ ୩୪୯/୨୦ ରେ ଏକ ହତ୍ୟା ତଥା ଯୌତୁକଜନିତ ମାମଲା ରୁଜୁ କରିବା ସହ କୁନିଙ୍କ ସ୍ବାମୀ, ଶ୍ବଶୂର, ଦେଢଶୂର ଓ ସ୍ବାମୀଙ୍କ ଜଣେ ସାଙ୍ଗକୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି। (ରିପୋର୍ଟ ଶେଷଦେବ ସାହୁ ଗଞ୍ଜାମ ଜିଲ୍ଲା ବ୍ୟୁରୋ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଯାତ୍ରୀବାହୀ ବସ୍‌ରେ ଗଞ୍ଜେଇ ଚାଲାଣର ପର୍ଦ୍ଦାଫାସ : ୩ ମହିଳାଙ୍କ ସମେତ ୪ ଗିରଫ, ପୁଷ୍ପରାଜ ବସ୍‌ ଜବତ

ଯାତ୍ରୀବାହୀ ବସ୍‌ରେ ଗଞ୍ଜେଇ ଚାଲାଣର ପର୍ଦ୍ଦାଫାସ : ୩ ମହିଳାଙ୍କ ସମେତ ୪ ଗିରଫ, ପୁଷ୍ପରାଜ ବସ୍‌ ଜବତ

October 31, 2026
ବାତ୍ୟା ‘ଅର୍ଣ୍ଣବ’ରେ ଫସଲ କ୍ଷୟକ୍ଷତି ଆକଳନ ଆରମ୍ଭ, : କୃଷି ଅଧିକାରୀଙ୍କ ସହ ସାଂସଦଙ୍କ ପ୍ରତିନିଧିଙ୍କ କ୍ଷେତ୍ର ପରିଦର୍ଶନ

ବାତ୍ୟା ‘ଅର୍ଣ୍ଣବ’ରେ ଫସଲ କ୍ଷୟକ୍ଷତି ଆକଳନ ଆରମ୍ଭ, : କୃଷି ଅଧିକାରୀଙ୍କ ସହ ସାଂସଦଙ୍କ ପ୍ରତିନିଧିଙ୍କ କ୍ଷେତ୍ର ପରିଦର୍ଶନ

October 31, 2026
ବାତ୍ୟା କ୍ଷୟକ୍ଷତିର ଆକଳନ ପାଇଁ ଗାଁ ଗାଁରେ ବିଜେପି କାର୍ଯ୍ୟକର୍ତ୍ତା, : ପ୍ରଭାବିତ ପରିବାରଙ୍କ ଘରେ ପହଞ୍ଚି ଦୁଃଖ ଓ ସମସ୍ୟା ବୁଝିଲେ ଦଳୀୟ ପ୍ରତିନିଧି

ବାତ୍ୟା କ୍ଷୟକ୍ଷତିର ଆକଳନ ପାଇଁ ଗାଁ ଗାଁରେ ବିଜେପି କାର୍ଯ୍ୟକର୍ତ୍ତା, : ପ୍ରଭାବିତ ପରିବାରଙ୍କ ଘରେ ପହଞ୍ଚି ଦୁଃଖ ଓ ସମସ୍ୟା ବୁଝିଲେ ଦଳୀୟ ପ୍ରତିନିଧି

October 31, 2026
ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର

ଜିଲ୍ଲାସ୍ତରୀୟ କର୍ମଶାଳା ରେ ଗଣତନ୍ତ୍ରର ସୁରକ୍ଷା ଓ ଅରାଜକତା ବିରୋଧରେ ବିଜେପିର ରଣହୁଙ୍କାର

October 31, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଯାତ୍ରୀବାହୀ ବସ୍‌ରେ ଗଞ୍ଜେଇ ଚାଲାଣର ପର୍ଦ୍ଦାଫାସ : ୩ ମହିଳାଙ୍କ ସମେତ ୪ ଗିରଫ, ପୁଷ୍ପରାଜ ବସ୍‌ ଜବତ

ଯାତ୍ରୀବାହୀ ବସ୍‌ରେ ଗଞ୍ଜେଇ ଚାଲାଣର ପର୍ଦ୍ଦାଫାସ : ୩ ମହିଳାଙ୍କ ସମେତ ୪ ଗିରଫ, ପୁଷ୍ପରାଜ ବସ୍‌ ଜବତ

October 31, 2026
ବାତ୍ୟା ‘ଅର୍ଣ୍ଣବ’ରେ ଫସଲ କ୍ଷୟକ୍ଷତି ଆକଳନ ଆରମ୍ଭ, : କୃଷି ଅଧିକାରୀଙ୍କ ସହ ସାଂସଦଙ୍କ ପ୍ରତିନିଧିଙ୍କ କ୍ଷେତ୍ର ପରିଦର୍ଶନ

ବାତ୍ୟା ‘ଅର୍ଣ୍ଣବ’ରେ ଫସଲ କ୍ଷୟକ୍ଷତି ଆକଳନ ଆରମ୍ଭ, : କୃଷି ଅଧିକାରୀଙ୍କ ସହ ସାଂସଦଙ୍କ ପ୍ରତିନିଧିଙ୍କ କ୍ଷେତ୍ର ପରିଦର୍ଶନ

October 31, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version