• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭାରେ କଂଗ୍ରେସ ବିଧାୟକ ତାରା ବାହିନୀପତି ଆତ୍ମହତ୍ୟା ଧମକ – ରାଜ୍ୟରେ ସ୍କୁଲ ବନ୍ଦକୁ ନେଇ ବିଧାନସଭାରେ ହଟ୍ଟଗୋଳ

Proprietor Abhimanyu Maharana by Proprietor Abhimanyu Maharana
November 22, 2020
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ରାଜନୀତି, ହୋମ୍
0
ବିଧାନସଭାରେ କଂଗ୍ରେସ ବିଧାୟକ ତାରା ବାହିନୀପତି ଆତ୍ମହତ୍ୟା ଧମକ – ରାଜ୍ୟରେ ସ୍କୁଲ ବନ୍ଦକୁ ନେଇ ବିଧାନସଭାରେ ହଟ୍ଟଗୋଳ
Share on FacebookShare on TwitterWhatsapp

ଓଡ଼ିଶା ତାଜାନ୍ୟୁଜ୍ (୨୧ ନଭେମ୍ବର ଶନିବାର) ଭୁବନେଶ୍ଵର :- ବିଧାନସଭାରେ କଂଗ୍ରେସ ବିଧାୟକ ତାରା ବାହିନୀପତି ଆତ୍ମହତ୍ୟା ଧମକ ଦେଇଥିବା ବେଳେ ସରକାର ନିଷ୍ପତ୍ତି ନ ବଦଳାଇଲେ ବାଚସ୍ପତିଙ୍କ ସମ୍ମୁଖରେ ବେକ କାଟିଦେବି କହିଛନ୍ତି । ରାଜ୍ୟରେ ସ୍କୁଲ ବନ୍ଦକୁ ନେଇ ବିଧାନସଭାରେ ହଟ୍ଟଗୋଳ ହୋଇଛି । ତେବେ ଦୁଇଦିନ ମଧ୍ୟରେ ସ୍କୁଲ ପ୍ରସଙ୍ଗ ଉପରେ ଗଣଶିକ୍ଷାମନ୍ତ୍ରୀ ଉତ୍ତର ରଖିବାକୁ ବାଚସ୍ପତି ସୂର‌୍ୟ୍ୟ ନାରାୟଣ ପାତ୍ର ରୁଲିଂ ଦେଇଛନ୍ତି।

ଶନିବାର ବିଧାନସଭାରେ ସ୍କୁଲ ବନ୍ଦ ପ୍ରସଙ୍ଗକୁ ନେଇ ବିଜେପି ଓ କଂଗ୍ରେସ ସଭ୍ୟମାନେ ହଟ୍ଟଗୋଳ କରିଥିଲେ। ଏଭଳି ପରିସ୍ଥିତି ପାଇଁ ଗୃହକୁ ୧୫ ମିନିଟ ପାଇଁ ମୁଲତବୀ କରାଯାଇଥିଲା । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହି ପ୍ରସଙ୍ଗ ଉଠାଇ କହିଲେ ଶିକ୍ଷା ହେଉଛି ସମସ୍ତଙ୍କ ମୌଳିକ ଅଧିକାର । ସରକାର ସ୍କୁଲ ବନ୍ଦ ହେବାନାହିଁ ନିର୍ଦ୍ଦେଶ ଦିଅନ୍ତୁ। ସେ କହିଲେ ସ୍କୁଲ ବନ୍ଦ ହେଲେ ପିଲାମାନେ ଏତେ ଦୂର କେମିତି ପଢିବାକୁ ଯିବେ। ପିଲାଙ୍କ ଭବିଷ୍ୟତ ଅନ୍ଧାରକୁ ଚାଲିଯିବ। ସେହିପରି ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ପ୍ରଶ୍ନ କରିଥିଲେ ୧୪ ହଜାର ସ୍କୁଲ ବନ୍ଦ ହେଲେ ପିଲା କୁଆଡ଼େ ଯିବେ ।

ଅନ୍ୟପକ୍ଷରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ କହିଛନ୍ତି ୟୁପି ସ୍କୁଲ ବନ୍ଦ କରିବା ଉଦ୍ଦେଶ୍ୟ ନୁହେଁ, ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ସରକାରଙ୍କ ଲକ୍ଷ୍ୟ । ରାଜ୍ୟରେ ୧୪ ହଜାର ନୁହେଁ, ୭ ହଜାର ୭ ଶହ ୭୨ ସ୍କୁଲ ବନ୍ଦ କରିବା ପାଇଁ ପ୍ରସ୍ତାବ ରହିଛି। ଏ ମଧ୍ୟରେ ଉଭୟ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରହିଛି। ମୁଖ୍ୟମନ୍ତ୍ରୀ ଯାହା ନିଷ୍ପତ୍ତି ନେବେ ତାହା କାର‌୍ୟ୍ୟକାରୀ କରାଯିବ । ସ୍କୁଲ ବନ୍ଦ କରି ପିଲାଙ୍କୁ ହଇରାଣ କରିବା ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟ ନୁହେଁ ବୋଲି ସେ ସ୍ପଷ୍ଟ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିକ୍ଷକ ସଂଘ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ମଧ୍ୟରେ ଉପୁଜିଥିବା ମତଭେଦ ଦୂର ପାଇଁ ବୈଠକ

ଶିକ୍ଷକ ସଂଘ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ମଧ୍ୟରେ ଉପୁଜିଥିବା ମତଭେଦ ଦୂର ପାଇଁ ବୈଠକ

July 11, 2026
ଏନଏସଇ କ୍ରୁଡ ଅଏଲ ଅପ୍‌ସନ୍ସର ଉଲ୍ଲେଖନୀୟ ପ୍ରଦର୍ଶନ

NSE Crude Oil Options Hit Record Premium Turnover, Volume & Open Interest

July 11, 2026
ଏନଏସଇ କ୍ରୁଡ ଅଏଲ ଅପ୍‌ସନ୍ସର ଉଲ୍ଲେଖନୀୟ ପ୍ରଦର୍ଶନ

ଏନଏସଇ କ୍ରୁଡ ଅଏଲ ଅପ୍‌ସନ୍ସର ଉଲ୍ଲେଖନୀୟ ପ୍ରଦର୍ଶନ

July 11, 2026
ଭାଗିରଥୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ୟାପକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭାଗିରଥୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ୟାପକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

July 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିକ୍ଷକ ସଂଘ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ମଧ୍ୟରେ ଉପୁଜିଥିବା ମତଭେଦ ଦୂର ପାଇଁ ବୈଠକ

ଶିକ୍ଷକ ସଂଘ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ମଧ୍ୟରେ ଉପୁଜିଥିବା ମତଭେଦ ଦୂର ପାଇଁ ବୈଠକ

July 11, 2026
ଏନଏସଇ କ୍ରୁଡ ଅଏଲ ଅପ୍‌ସନ୍ସର ଉଲ୍ଲେଖନୀୟ ପ୍ରଦର୍ଶନ

NSE Crude Oil Options Hit Record Premium Turnover, Volume & Open Interest

July 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version