• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚିତ୍ରଗୁପ୍ତ କଲ୍ଯାଣ ସଂଘର ନୁତନ କର୍ମକର୍ତ୍ତା ଚୟନ – ପଦ୍ମପୁର

Proprietor Abhimanyu Maharana by Proprietor Abhimanyu Maharana
November 22, 2020
in ଓଡ଼ିଶା, ବରଗଡ଼, ମନୋରଞ୍ଜନ, ହୋମ୍
0
ଚିତ୍ରଗୁପ୍ତ କଲ୍ଯାଣ ସଂଘର ନୁତନ କର୍ମକର୍ତ୍ତା ଚୟନ – ପଦ୍ମପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜାନ୍ୟୁଜ୍ (୨୨ ନଭେମ୍ବର ରବିବାର) ପଦ୍ମପୁର :- ପଦ୍ମପୁର ରାଜାଜୀ ଟାଉନ ହଲରେ, କରଣ ସମାଜର ଏକ ଜରୁରୀ ଅଧିବେଶନ, ଶ୍ରୀ ଶିରିଷ କୁମାର ବହିଦାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । କରଣ ସମାଜର ଚିତ୍ରଗୁପ୍ତ କଲ୍ଯାଣ ସଂଘର କାର୍ଯ୍ୟକାରୀ କମିଟିର କର୍ମକର୍ତ୍ତା ଏଇ ଅଧିବେଶନରେ ସର୍ବ ସମ୍ମତି କ୍ରମେ ଚୟନ କରାଯାଇଥିଲା । ଏଇ କ୍ରମରେ ଶିରିଷ କୁମାର ବହିଦାର ସଭାପତି,ସନ୍ତୋଷ କୁମାର ମହାନ୍ତି ଉପ ସଭାପତି, ଅଶୋକ କୁମାର ବହିଦାର ସଂପାଦକ,ସୁରଂଜିତ ବହିଦାର ଯୁଗ୍ମ ସଂପାଦକ,ପ୍ରୀତେଶ ବହିଦାର ସଂଗଠନ ସଂପାଦକ ଏବଂ କାର୍ଯ୍ୟ କମିଟି ର ସଭ୍ଯ ଭାବେ ହେମନ୍ତ ପଟ୍ଟନାୟକ,ବିକାଶ କୁମାର ବହିଦାର,ରଜନୀ କୁମାର ମହାନ୍ତି, ଗଜେନ୍ଦ୍ର ମହାନ୍ତି,ଯଦୁମଣି ପଟ୍ଟନାୟକ,ପ୍ରଦୀପ୍ତ ଦାସ,ଇସାନ୍ କାନୁନ୍‌ଗୋ,ଈଶ୍ବର ଚନ୍ଦ୍ର ପଟ୍ଟନାୟକ ଙ୍କୁ ଚୟନ କରାଯାଇଛି ।

ଏଥି ସହିତ ସୀତାରାମ ପଟ୍ଟନାୟକ,ଆଶିଷ କୁମାର ବହିଦାର,ନିରଞ୍ଜନ ବହିଦାର,ସରୋଜ କୁମାର ବହିଦାର ଓ ସଚ୍ଚିଦାନନ୍ଦ ବହିଦାର ଙ୍କୁ ଉପଦେଷ୍ଟା ମଣ୍ଡଳୀର ସଭ୍ଯ ଭାବେ ରଖା ଯାଇଛି । ଅଧିବେଶନରେ କରଣ ସମାଜ ସଂପର୍କିତ କେତୋଟି ଗୁରୁତ୍ୱପୂର୍ଣ୍ଣ ଆହୂତ ପ୍ରସ୍ତାବ ଉପରେ ଆଲୋଚନା କରାଯାଇ, ସର୍ବ ସମ୍ମତି କ୍ରମେ କାର୍ଯ୍ୟକାରୀ କରା ଯାଇଛି । ଚିତ୍ରଗୁପ୍ତ ଦେବଙ୍କ ପ୍ରସ୍ତାବିତ ନିର୍ମାଣ ମନ୍ଦିର କାର୍ଯ୍ଯକୁ ତ୍ବରାନ୍ବିତ କରିବା ପାଇଁ କରଣ ସମାଜର ଯୁବ ଗୋଷ୍ଠୀଙ୍କୁ ଦାୟିତ୍ୱ ଦିଆଯାଇଛି । ଆଗାମୀ ଡିସେମ୍ବର ମାସରେ କରଣ ପରିବାର ମାନଙ୍କୁ ନେଇ ଏକ ବନ୍ଧୁ ମିଳନ ର ଆୟୋଜନ କରାଯିବାର କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି । ଅଧିବେଶନ ରେ କରଣ ସମାଜର ବହୁ ସଂଖ୍ୟକ ବ୍ଯକ୍ତି ବିଶେଷ ଉପସ୍ଥିତ ଥିଲେ । ପରିଶେଷରେ ଅଶୋକ କୁମାର ବହିଦାର ଧନ୍ୟବାଦ ଅର୍ପଣ କରିଥିଲେ । (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version