• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଙ୍କ ପତ୍ନୀ ଶ୍ରୀମତୀ ସୁଶୀଳା ଦେବୀଙ୍କର ପରଲୋକ

Proprietor Abhimanyu Maharana by Proprietor Abhimanyu Maharana
November 23, 2020
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ହୋମ୍
0
ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଙ୍କ ପତ୍ନୀ ଶ୍ରୀମତୀ ସୁଶୀଳା ଦେବୀଙ୍କର ପରଲୋକ
Share on FacebookShare on TwitterWhatsapp

ଓଡ଼ିଶା ତାଜାନ୍ୟୁଜ୍ (୨୨ ନଭେମ୍ବର ରବିବାର) ଭୁବନେଶ୍ୱର :- କରୋନାରେ ଆକ୍ରାନ୍ତ ହୋଇ ଗତ ନଭେମ୍ବର ୧ ରୁ ଏକ ଘରୋଇ ହସ୍ପିଟାଲ୍ ରେ ଚିକିତ୍ସିତ ଥିଲେ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଙ୍କ ପତ୍ନୀ ଶ୍ରୀମତୀ ସୁଶୀଳା ଦେବୀ । ଗତକାଲି ରାତିରେ  ସୁଶୀଳା ଦେବୀଙ୍କର ପରଲୋକ ହୋଇଯାଇଛି । ତେବେ ପୂର୍ବରୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଥିବାରୁ କରୋନା ତାଙ୍କ ପାଇଁ ଜଟିଳ ସମସ୍ୟା ସୃଷ୍ଟି କରିଥିଲା । ଡାକ୍ତରମାନଙ୍କ ଅକ୍ଳାନ୍ତ  ଉଦ୍ୟମ ସତ୍ତ୍ୱେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସି ନ ଥିଲା । ଗତକାଲି ରାତିରେ ଆଖି ବୁଜିଦେଇଥିଲେ ଶ୍ରୀମତୀ ଲାଲ୍ ।

ଗତ ୧ ତାରିଖରେ ରାଜ୍ୟପାଳ ପ୍ରଫେସର ଲାଲ୍, ପତ୍ନୀ ସୁଶୀଳା ଦେବୀ ଏବଂ ରାଜଭବନର ୪ କର୍ମଚାରୀ  କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏକ ଘରୋଇ ହସ୍ପିଟାଲ୍ ରେ ସମସ୍ତଙ୍କୁ ଚିକିତ୍ସା କରାଯାଉଥିଲା । ରାଜ୍ୟପାଳ ଓ ଅନ୍ୟ ୪ ଜଣ ସୁସ୍ଥ ହୋଇଥିଲେ ମଧ୍ୟ ରାଜ୍ୟପାଳଙ୍କ ପତ୍ନୀଙ୍କର ସ୍ୱାସ୍ଥ୍ୟ ଠିକ୍ ହୋଇ ନ ଥିଲା । ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କୁ ଚିକିତ୍ସା କରୁଥିଲେ । ମାତ୍ର ତାଙ୍କୁ ବଞ୍ଚାଇ ପାରିନାହାନ୍ତି ।

ରାଜ୍ୟପାଳଙ୍କ ପତ୍ନୀ ତଥା ରାଜ୍ୟର ପ୍ରଥମ ମହିଳାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କୁ ଜଣେ ଧର୍ମପ୍ରାଣ ଓ ପରୋପକାରୀ ମହିଳା ଭାବେ ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଛନ୍ତି । ଭଗବାନ ତାଙ୍କ ଅମର ଆତ୍ମାକୁ ଶାନ୍ତି ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଏକ ଶୋକବାର୍ତ୍ତାରେ କହିଛନ୍ତି । ବିଭିନ୍ନ ଦଳର ନେତା, ବିଶିଷ୍ଟ ବ୍ୟକ୍ତିମାନେ ମଧ୍ୟ ରାଜ୍ୟପାଳ ପତ୍ନୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚଳନ୍ତା ଟ୍ରାକ୍ଟର ରୁ ଖସି ନାବାଳକ ର ମୃତ୍ୟୁ

ଚଳନ୍ତା ଟ୍ରାକ୍ଟର ରୁ ଖସି ନାବାଳକ ର ମୃତ୍ୟୁ

June 10, 2026
କନ୍ଧମାଳ ଜିଲ୍ଲାର ବରିଷ୍ଠ ପ୍ରତିଷ୍ଠିତ ବ୍ୟକ୍ତି ସିମାଞ୍ଚଳ ଆଚାର୍ଯ୍ୟ ଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

କନ୍ଧମାଳ ଜିଲ୍ଲାର ବରିଷ୍ଠ ପ୍ରତିଷ୍ଠିତ ବ୍ୟକ୍ତି ସିମାଞ୍ଚଳ ଆଚାର୍ଯ୍ୟ ଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

June 10, 2026
ଅନାସ୍ଥା କାର୍ଯ୍ୟକାରୀ କରିବାକୁ ଜନପ୍ରତିନିଧିଙ୍କ ଧାରଣା ଏସ୍‌ଆଇଆର୍ ବାହାନା କଲା ପ୍ରଶାସନ ୧୭ରୁ ଅହୋରାତ୍ର ଧାରଣା ପାଇଁ ଚେତାବନୀ

ଅନାସ୍ଥା କାର୍ଯ୍ୟକାରୀ କରିବାକୁ ଜନପ୍ରତିନିଧିଙ୍କ ଧାରଣା ଏସ୍‌ଆଇଆର୍ ବାହାନା କଲା ପ୍ରଶାସନ ୧୭ରୁ ଅହୋରାତ୍ର ଧାରଣା ପାଇଁ ଚେତାବନୀ

June 10, 2026
ପୂର୍ଣ୍ଣିମା ତ୍ରିପାଠୀ ହେଲେ ଗୋବିନ୍ଦପୁର ହାଇସ୍କୁଲର ନୂତନ ପ୍ରଧାନଶିକ୍ଷୟିତ୍ରୀ

ପୂର୍ଣ୍ଣିମା ତ୍ରିପାଠୀ ହେଲେ ଗୋବିନ୍ଦପୁର ହାଇସ୍କୁଲର ନୂତନ ପ୍ରଧାନଶିକ୍ଷୟିତ୍ରୀ

June 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚଳନ୍ତା ଟ୍ରାକ୍ଟର ରୁ ଖସି ନାବାଳକ ର ମୃତ୍ୟୁ

ଚଳନ୍ତା ଟ୍ରାକ୍ଟର ରୁ ଖସି ନାବାଳକ ର ମୃତ୍ୟୁ

June 10, 2026
କନ୍ଧମାଳ ଜିଲ୍ଲାର ବରିଷ୍ଠ ପ୍ରତିଷ୍ଠିତ ବ୍ୟକ୍ତି ସିମାଞ୍ଚଳ ଆଚାର୍ଯ୍ୟ ଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

କନ୍ଧମାଳ ଜିଲ୍ଲାର ବରିଷ୍ଠ ପ୍ରତିଷ୍ଠିତ ବ୍ୟକ୍ତି ସିମାଞ୍ଚଳ ଆଚାର୍ଯ୍ୟ ଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

June 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version