• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭେଙ୍ଗରାଜପୁର ରୁ ବାଜୁବନ କୁ ସ୍ବାଗତ – ପଦ୍ମପୁର

Proprietor Abhimanyu Maharana by Proprietor Abhimanyu Maharana
November 23, 2020
in ଓଡ଼ିଶା, ବରଗଡ଼, ହୋମ୍
0
ଭେଙ୍ଗରାଜପୁର ରୁ ବାଜୁବନ କୁ ସ୍ବାଗତ – ପଦ୍ମପୁର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୩ ନଭେମ୍ବର ସୋମବାର) ପଦ୍ମପୁ :- ପ୍ରଧାନମନ୍ତ୍ରୀ ଫସଲ ବୀମାକୁ ନେଇ ଗତ ତା ୭.୧୧.୨୦ ରିଖ ଦିନ ଭେଙ୍ଗରାଜପୁର, ବାଦିକଟା,ଲଖମରା ତିନୋଟି ପଞ୍ଚାୟତରୁ ଏକ କୃଷି ପ୍ରତିନିଧି ଦଳ ଦିଲ୍ଲୀ ଅଭିମୁଖେ ଯାଇଥିଲେ । ଏବଂ ତା ୯ .୧୧ ରିଖ ଦିନ କେନ୍ଦ୍ର ସରକାରଙ୍କ ମନ୍ତ୍ରୀ ଦ୍ବୟଙ୍କୁ ସାକ୍ଷାତ ଆଲୋଚନା କରିଥିଲେ । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ବାସଭବନରେ ଓ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ କୃଷି ଭବନରେ ସାକ୍ଷାତ ଆଲୋଚନା କରିଥିଲେ । ୨୦୧୯ ବର୍ଷର ପ୍ରଧାନମନ୍ତ୍ରୀ ଫସଲ ବୀମା କି ଭଲି ଚାଷୀ ପାଇଁ ପାରିବେ,ଚାଷୀର ଅଧିକାର କିପରି ସାବ୍ଯସ୍ତ ହେବ,ଚାଷୀ ଜମିକୁ କିପରି ପାଣି ଯୋଗାଇ ଦିଆଯିବ ଏମିତି ଅନେକ ଚାଷୀ ସମସ୍ୟା ଉପରେ ପଦ୍ମପୁର ପୂର୍ବତନ ବିଧାୟକ ଶ୍ରୀ ପ୍ରଦୀପ ପୁରୋହିତ , ବରଗଡ଼ ସାଂସଦ ସୁରେଶ ପୂଜାରୀଙ୍କ ଅତ୍ଯାଧିକ ସହଯୋଗ କ୍ରମେ କେନ୍ଦ୍ର ମନ୍ତ୍ରୀ ଦ୍ବୟଙ୍କ ଠାରେ ଆଲୋଚନା ରେ ଶ୍ରୀ ବାଜୁବନ ନାୟକ ଚାଷୀର ବିଭିନ୍ନ ସମସ୍ୟା ଉପରେ ଉପସ୍ଥାପନ କରିଥିଲେ ।

କେନ୍ଦ୍ର ମନ୍ତ୍ରୀ ଦ୍ବୟ ସୁ ହୃଦୟରେ ହୃଦବୋଧ କରି ଯଥାଶୀଘ୍ର ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ଚାଷୀ ପାଖକୁ ପହଞ୍ଚାଇବା ପାଇଁ ବୀମା କମ୍ପାନୀ ଓ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କୁ ଚିଠି କରିଥିଲେ ଏବଂ ରାଜ୍ୟ ସରକାରଙ୍କ ଅବଗତ କରିଥିଲେ । କୃଷକଙ୍କ ପାଇଁ ଶ୍ରୀ ନାୟକ ପୂର୍ବ ବିଧାୟକଙ୍କ ସହଯୋଗ ଲୋଡିଥିବାରୁ ଓ ଚାଷୀ ସମସ୍ୟାକୁ ଦିଲ୍ଲୀ ଦରବାରରେ ଉପସ୍ଥାପନ କରିଥିବାରୁ ଆଜି ଭେଙ୍ଗରାଜପୁର କୃଷକ ସଙ୍ଗଠନ ସଭାପତି ଶ୍ରୀ ପୁରନ୍ଦର ଭୋଇ,ସଂପାଦକ ଉମାକାନ୍ତ ଶତପଥୀ, ଉପ ସଭାପତି ହୁଦାଶନ ପାଣ୍ତେ,ପିତବାସ ସାହୁ ଏବଂ ଭେଙ୍ଗରାଜପୁର ପଞ୍ଚାୟତର ସମସ୍ତ କୃଷକ ଭାଇ ଓ ପଡୋଶୀ ଗାଁର ଚାଷୀ ବନ୍ଧୁଙ୍କ ଉପସ୍ଥିତିରେ ସଭାପତି ପୁରନ୍ଦର ଭୋଇ ଶ୍ରୀ ନାୟକଙ୍କୁ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ । ଶେଷରେ କିପରି ଶ୍ରୀଘ୍ର ଚାଷୀ ଟୋକନ ପାଇଁ ଧାନ ବିକ୍ରୟ କରି ପାରିବେ ସେଥି ପ୍ରତିଧ୍ୟାନ ଦେଇ ଉତ୍କଳ ଏସଏଚଜି ଓ କୃଷକ ମାନଙ୍କ ସହ ଗୁରୁତ୍ୱ ପୂର୍ଣ୍ଣ ବୈଠକ କରି ସମ୍ବର୍ଦ୍ଧିତ ସଭାକୁ ଶେଷ କରିଥିଲେ ।   (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version