• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବର୍ଜ୍ୟବସ୍ତୁ ପରିଚାଳନାରେ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଓ ବଡା ଖାନା କାର୍ଯ୍ୟକ୍ରମ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
November 24, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବର୍ଜ୍ୟବସ୍ତୁ ପରିଚାଳନାରେ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଓ ବଡା ଖାନା କାର୍ଯ୍ୟକ୍ରମ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୩ ନଭେମ୍ବର ସୋମବାର) ହିଞ୍ଜିଳିକାଟୁ  :-ଗଞ୍ଜାମ ଜିଲ୍ଲାର ଏକମାତ୍ର ପୌର ପରିଷଦ ଭାବେ ହିଞ୍ଜିଳିକାଟୁ ସହରକୁ ମାନ୍ୟତା ପ୍ରଦାନ କରାଯାଇଛି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଜ ନିର୍ବାଚନ ମଣ୍ଡଳୀର ଉକ୍ତ ପୌର ପରିଷଦକୁ ଏକ ନୁଆଁରୂପରେ ଗଢି ତୋଳିବା ସହ ଏକ ସ୍ୱତନ୍ତ୍ର ସ୍ଥାନ ଅଳଙ୍କୃତ କରିବା ଲକ୍ଷ୍ୟରେ ବିଶେଷ ପଦକ୍ଷେପ ଗ୍ରହଣ କରିଛି ସ୍ଥାନୀୟ ପୌର ପ୍ରଶାସନ।ସ୍ୱଚ୍ଛ ଓଡିଶା, ସୁସ୍ଥ ଓଡିଶା ଯୋଜନାରେ ସ୍ୱଚ୍ଛ ସର୍ବେକ୍ଷଣ-୨୦୨୧ରେ ସଫଳତା ହାସଲ ନିମନ୍ତେ ସହରର ସ୍ୱଚ୍ଛତା ପ୍ରତି ବିଶେଷ ଗୁରୁତ୍ୱ ପ୍ରଦାନ କରିଛି ହିଞ୍ଜିଳିକାଟୁ ପୌର ପ୍ରଶାସନ।ଏହି ପରିପ୍ରେକ୍ଷୀରେ ସଫେଇ କର୍ମଚାରୀ,

ସ୍ୱଚ୍ଛ ସାଥି ଓ ସୁପରଭାଇଜରଙ୍କୁ ନେଇ ରବିବାର ଦ୍ଵିତୀୟ ପର୍ଯ୍ୟାୟ ବର୍ଜ୍ୟବସ୍ତୁ ପରିଚାଳନାରେ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ଓ ବଡା ଖାନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ପୌର ପରିମଳ ଅଧିକାରୀ ଅଭିଜିତ ପୁରୋହିତଙ୍କ ତତ୍ତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ପୌର ନିର୍ବାହୀ ଅଧିକାରୀ ଡ଼. ମନୋରଞ୍ଜନ ସାହୁ ଅଧ୍ୟକ୍ଷତା କରି ସଫେଇ କର୍ମଚାରୀ, ସ୍ୱଚ୍ଛ ସାଥୀ ଓ ସ୍ୱଚ୍ଛ ସାଥି ସୁପରଭାଇଜର ମାନଙ୍କ କଣ କଣ ଭୂମିକା ରହିଛି ସେ ସମ୍ପର୍କରେ ଆଲୋକପାତ କରିଥିଲେ।ବିଶେଷତଃ ସ୍ୱଚ୍ଛ ସର୍ବେକ୍ଷଣ-୨୦୨୧ରେ ହିଞ୍ଜିଳିକାଟୁ ପୌର ପରିଷଦ କିଭଳି ଭଲ ମାର୍କ ରଖି ସାରା ଓଡ଼ିଶାରେ ୧ନଂ ସ୍ଥାନ ଅଧିକାର କରିବ ସେ ଲକ୍ଷ୍ୟ ନେଇ ସାମୁହିକ ପ୍ରଚେଷ୍ଟା ଜାରୀ ରଖିବାକୁ ନିର୍ବାହୀ ଅଧିକାରୀ ଡ଼ ସାହୁ ଉପସ୍ଥାପନା କରିଥିଲେ ।

ପ୍ରତି ୱାର୍ଡରେ ଅଳିଆ ଆବର୍ଜନା ଗୁଡିକ ଏଣେତେଣେ ନ ଫୋପାଡ଼ି ସଫେଇ କର୍ମଚାରୀଙ୍କୁ ଦେବାପାଇଁ ସଚେତନତା ସୃଷ୍ଟି କରିବା ସହ ସହରକୁ ଏକ ସ୍ୱଚ୍ଛ ପରିମଳ, ସୁସ୍ଥ ଓ ସୁନ୍ଦର ପରିବେଶ ସୃଷ୍ଟି ଦିଗରେ ପରିମଳ ଅଧିକାରୀ ଗୁରୁତ୍ୱାରୋପ କରିଥିଲେ।ଅନ୍ତିମରେ ବଡାଖାନା କାର୍ଯ୍ୟକ୍ରମରେ ସମସ୍ତେ ଯୋଗ ଦେଇଥିଲେ।ଏହି କାର୍ଯ୍ୟକ୍ରମରେ ୭୦ସଫେଇ କର୍ମଚାରୀ,୧୦ସ୍ୱଚ୍ଛ ସାଥି ଓ ସୁପର ଭାଇଜର ଉପସ୍ଥିତ ଥିଲେ।    (ରିପୋର୍ଟ ଶୁସାନ୍ତ ପ୍ରଧାନ ହିଞ୍ଜିଳିକାଟୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱାସ୍ଥ୍ୟ ବିଭାଗର ପଦୋନ୍ନତି ପ୍ରକ୍ରିୟାରେ ହାଇକୋର୍ଟଙ୍କ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରିବା ଦାବିରେ ଅବିଭକ୍ତ ସାଧାରଣ ବର୍ଗ

ସ୍ୱାସ୍ଥ୍ୟ ବିଭାଗର ପଦୋନ୍ନତି ପ୍ରକ୍ରିୟାରେ ହାଇକୋର୍ଟଙ୍କ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରିବା ଦାବିରେ ଅବିଭକ୍ତ ସାଧାରଣ ବର୍ଗ

July 11, 2026
ସି ଆର ପି ଏଫ ଜବାନ୍ ଙ୍କ ଆତ୍ମହତ୍ୟା ଘଟଣା ରେ ସ୍ତ୍ରୀ ଗିରଫ : ଖୋଳତାଡ଼ ଆରମ୍ଭ

ସି ଆର ପି ଏଫ ଜବାନ୍ ଙ୍କ ଆତ୍ମହତ୍ୟା ଘଟଣା ରେ ସ୍ତ୍ରୀ ଗିରଫ : ଖୋଳତାଡ଼ ଆରମ୍ଭ

July 11, 2026
ଶିକ୍ଷକ ସଂଘ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ମଧ୍ୟରେ ଉପୁଜିଥିବା ମତଭେଦ ଦୂର ପାଇଁ ବୈଠକ

ଶିକ୍ଷକ ସଂଘ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ମଧ୍ୟରେ ଉପୁଜିଥିବା ମତଭେଦ ଦୂର ପାଇଁ ବୈଠକ

July 11, 2026
ଏନଏସଇ କ୍ରୁଡ ଅଏଲ ଅପ୍‌ସନ୍ସର ଉଲ୍ଲେଖନୀୟ ପ୍ରଦର୍ଶନ

NSE Crude Oil Options Hit Record Premium Turnover, Volume & Open Interest

July 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱାସ୍ଥ୍ୟ ବିଭାଗର ପଦୋନ୍ନତି ପ୍ରକ୍ରିୟାରେ ହାଇକୋର୍ଟଙ୍କ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରିବା ଦାବିରେ ଅବିଭକ୍ତ ସାଧାରଣ ବର୍ଗ

ସ୍ୱାସ୍ଥ୍ୟ ବିଭାଗର ପଦୋନ୍ନତି ପ୍ରକ୍ରିୟାରେ ହାଇକୋର୍ଟଙ୍କ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରିବା ଦାବିରେ ଅବିଭକ୍ତ ସାଧାରଣ ବର୍ଗ

July 11, 2026
ସି ଆର ପି ଏଫ ଜବାନ୍ ଙ୍କ ଆତ୍ମହତ୍ୟା ଘଟଣା ରେ ସ୍ତ୍ରୀ ଗିରଫ : ଖୋଳତାଡ଼ ଆରମ୍ଭ

ସି ଆର ପି ଏଫ ଜବାନ୍ ଙ୍କ ଆତ୍ମହତ୍ୟା ଘଟଣା ରେ ସ୍ତ୍ରୀ ଗିରଫ : ଖୋଳତାଡ଼ ଆରମ୍ଭ

July 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version