• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

୬୫ ଲକ୍ଷ ଟଙ୍କାର କାଜୁ କୁ ୧୪ ଲକ୍ଷ ଟଙ୍କାରେ ବିକ୍ରି କରୁଥିବା ଅଭିଯୋଗ ରେ ମୋହନା ବି ଡି ଓ ଙ୍କ ସମେତ ୬ ଜଣଙ୍କ ନାମରେ ମାମଲା ରୁଜୁ ;  ଏସ ଆଇ ନିଲମ୍ବିତ

Proprietor Abhimanyu Maharana by Proprietor Abhimanyu Maharana
November 24, 2020
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
୬୫ ଲକ୍ଷ ଟଙ୍କାର କାଜୁ କୁ ୧୪ ଲକ୍ଷ ଟଙ୍କାରେ ବିକ୍ରି କରୁଥିବା ଅଭିଯୋଗ ରେ ମୋହନା ବି ଡି ଓ ଙ୍କ ସମେତ ୬ ଜଣଙ୍କ ନାମରେ ମାମଲା ରୁଜୁ ;  ଏସ ଆଇ ନିଲମ୍ବିତ
Share on FacebookShare on TwitterWhatsapp

ଓଡ଼ିଶା ତାଜାନ୍ୟୁଜ୍ (୨୪ ନଭେମ୍ବର ମଙ୍ଗଳବାର ) ପାରଳାଖେମୁଣ୍ଡି :- ପୋଲିସ ଜବତ କରିଥିବା ଜିନିଷକୁ କୋର୍ଟ ନିଲାମ କରିବାପାଇଁ ନିର୍ଦ୍ଦେଶ ଦେବାପରେ ନିଲlମରେ ବ୍ୟାପକ ଅନିୟମିତତା ହୋଇଥିବା ଦେଖି ପୁଣିଥରେ କୋର୍ଟ ସଂପୃକ୍ତ ଘଟଣା ରେ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ଆଡ଼ବା ଥାନାରେ । ଗତ ଅଗଷ୍ଟ ୨୪ ତାରିଖରେ କାଜୁ ବୋଝେଇ ଗାଡ଼ିରେ ଗଂଜେଇ ଚାଲାଣ ମାମଲାରେ କୋର୍ଟ ନିର୍ଦେଶ ଦେଇଥିଲା ଜବତ ହୋଇଥିବା କାଜୁ ନିଲାମ କରିବା ପାଇଁ । ପରବର୍ତ୍ତୀ ସମୟରେ ଦେଖିବାକୁ ମିଳିଛି୬୫ ଲକ୍ଷ ଟଙ୍କାର କାଜୁ୧୪ ଲକ୍ଷ ଟଙ୍କାରେ ବିକ୍ରି ହୋଇଛି । ଗଞ୍ଜେଇ ସହ ଜବତ ହୋଇଥିବା କାଜୁ କୁ ଚଂଚକତା କରି କମ ଟଙ୍କାରେ ବିକ୍ରି ଅଭିଯୋଗରେ ମୋହନା ବିଡ଼ିଓ ଙ୍କ ସମେତ ୬ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି ଅଡବା ଥାନାରେ । ଏଥି ସହ ଏହି ଘଟଣାରେ ଜଣେ ଏସଆଇ ଆଲୋକ ଜଗଦଲା ଙ୍କୁ ନିଲମ୍ବନ କରିଛନ୍ତି ଗଜପତି ଏସ ପି ତପନ ପଟନାୟକ । ଗଜପତି ଜିଲ୍ଲା ଅଡ଼ବା ଥାନା ମାଣ୍ଡିମେରା ନିକଟରେ ଗତ ଅଗଷ୍ଟ୨୪ ତାରିଖରେ ଏକ କାଜୁ ବୋଝେଇ ଟ୍ରକ ସହ ୩ କୁଇଣ୍ଟାଲ ୪୪କେଜି ଗଞ୍ଜେଇ ଜବତ ହୋଇଥିଲା ।୧୭ ଟନ ୮୧୪ କେଜି କାଜୁ ମଧ୍ୟ ଜବତ ହୋଇଥିଲା । ଏହି ଗଞ୍ଜେଇ ଚୋରା ଚାଲାଣ ରେ ସମ୍ପୃକ୍ତ ୨ଜଣକୁ ଗିରଫ କରାଯାଇଥିଲା । ତେବେ ଏଥିରେ ଚୋପା ଛଡା କାଜୁ ଜବତ ହୋଇଥିବା ବେଳେ ଚୋପା ଥିବା ଗୋଟା କାଜୁ ବୋଲି ଉଲେଖ କରି ମାତ୍ର ୧୪ ଲକ୍ଷ ଟଙ୍କାରେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ବିଡ଼ିଓ ବଂଶୀଧର ଖୋସଲା , ଯୋଗାଣ ଅଧିକାରୀ ଶଙ୍କର ବେହେରା ଓ ଥାନା ଅଧିକାରୀ ତପନ କୁମାର ପତି ଙ୍କ ଉପସ୍ଥିରେ ବିକ୍ରି କରାଯାଇଛି ବୋଲି କୋର୍ଟକୁ ତଥ୍ୟ ପ୍ରଦାନ କରିଥିଲେ ତଦନ୍ତକାରୀ ଅଧିକାରୀ ତଥା ଅଡବା ଥାନା ଏସଆଇ ଆଲୋକ ଜଗଦଲା । ଏହି ତଥ୍ୟକୁ ଭିତ୍ତି କରି ପୁନଃ ତଦନ୍ତ ପାଇଁ ଗଜପତି ଏସପିଙ୍କୁ ନିର୍ଦ୍ଧେଶ ଦେଇଥିଲେ ମାନ୍ୟବର କୋର୍ଟ । ତେବେ ଘଟଣା ରେ ସମ୍ପୃକ୍ତ ସରକାରୀ ଆଧିକାରୀ,ଏବଂ ତଦନ୍ତକାରୀ ଅଧିକାରୀ ଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ଓ ତଦନ୍ତ ଜାରି ରହିଥିବା ଏସପି ସୂଚନା ଦେଇଛନ୍ତି  ।

ତେବେ ଘଟଣାର ଚଞ୍ଚକତା କିଭଳି ହୋଇଛି ସେ ସମ୍ପର୍କରେ ପଚାରିବାରୁ ଏସପି ଙ୍କ କହିବା ହେଲା ,ଘଟଣା ରେ ନିଲାମ ପ୍ରକ୍ରିୟାରେ ସମ୍ପୃକ୍ତ କାଜୁ ବ୍ୟବସାୟୀ ସରକାରୀ ବାବୁ,ପୋଲିସ ଅଧିକାରୀ ଙ୍କୁ ପ୍ରଲୋଭନ ଦେଖାଇ ନିଲାମ ପ୍ରକ୍ରିଆରେ କୌଣସି ପବ୍ଲିକ ନୋଟିସ ନକରି ସମସ୍ତ କାରବାର ସାରିଦେଇଛନ୍ତି ଯାହା ଜବତ ହୋଇଥିବା କlଜୁର ମୁଲ୍ୟ୬୫ ଲକ୍ଷ ତାଙ୍କର ତାକୁ କାଜୁ ବ୍ୟବସାୟୀ ସାହାଯ୍ୟ କରିବାକୁ ଯାଇ ୧୪ଲକ୍ଷ ଟଙ୍କlରେ ନିଲlମରେ ଚଞ୍ଚକତା କରି ବିକ୍ରି କରିଛନ୍ତି ।ଏହି ଘଟଣାର କାଗଜପତ୍ର ଯେତେବେଳେ କୋର୍ଟରେ ଦାଖଲ କରାଗଲା କୋର୍ଟ ପୋଲିସର କାରବାର ଉପରେ ସନ୍ଦେହ କରି ଘଟଣାର ପୁନଃ ତଦନ୍ତ ପାଇଁ ଗଜପତି ଜିଲ୍ଲା ଆରକ୍ଷୀ ଅଧିକାରୀ ଙ୍କୁ ନିର୍ଦେଶ ଦେଇଛନ୍ତି। ତେବେ ଘଟଣାରେ ଜିଏଭି ଥାନ୍ତୁ ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଗଜପତି ଏସ୍ପି କହିଛନ୍ତିl ପୋଲିସ ଓ ସରକାରୀ ବାବୁମାନେ କରିଥିବା ଚଞ୍ଚକତା କୁ ସନ୍ଦେହରେ ନେଇ କୋର୍ଟ ପୁନର୍ବାର ତଦନ୍ତ ପାଈଁ ପୋଲିସକୁ ଦାୟିତ୍ୱ ଦେଇଛି ତେବେ ପୋଲିସ ନିଜ ଦାୟିତ୍ୱ ଠିକ ଭାବେ ତୁଲାଉଛି ନା ସରକାରୀ ବାବୁଙ୍କ ପକେଟ ଗରମ କରିବାରେ ସହାୟକ ହେଉଛି ତାହା ଦେଖିବାର କଥା l  ( ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version