• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home କଟକ

ପିଏନବି ପକ୍ଷରୁ ଗ୍ରାମ ସଂପର୍କ ଅଭିଯାନ

Proprietor Abhimanyu Maharana by Proprietor Abhimanyu Maharana
November 24, 2020
in କଟକ, ହୋମ୍
0
ପିଏନବି ପକ୍ଷରୁ ଗ୍ରାମ ସଂପର୍କ ଅଭିଯାନ
Share on FacebookShare on TwitterWhatsapp

ଓଡ଼ିଶା ତାଜାନ୍ୟୁଜ୍ (୨୪ ନଭେମ୍ବର ମଙ୍ଗଳବାର ) କଟକ  :- ଭୁବନେଶ୍ୱର ୧୬ନମ୍ବର ଜାତୀୟ ରାଜପଥ କଡ଼ ଫୁଲନଖରା ଠାରେ ଥିବା ପୂରାତନ ବ୍ୟାଙ୍କ ୟୁବିଆଇ ବର୍ତ୍ତମାନର ପିଏନବି ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ପକ୍ଷରୁ , ମଙ୍ଗଳବାର ଦିନ କଟକ ସଦର ବ୍ଲକ ଖଣ୍ଡେଏତା ପଞ୍ଚାୟତର , ଶଙ୍ଖତ୍ରାସ ସ୍ଥିତ ଗୌରେଶ୍ୱର ମନ୍ଦିରରେ ଗ୍ରାମ ସଂପର୍କ ଅଭିଯିନ ସଚେତନତା ମେଳା ଅନୁଷ୍ଠିତ ହୋଇଥିଲା । ଏହି ମେଳାରେ ବ୍ୟାଙ୍କର ଶାଖା ପରିଚାଳକ ଶୁଭ୍ରଜୋତି ନିଶଙ୍କ , ବ୍ୟାଙ୍କର କ୍ୟାସିୟର ସନ୍ତୋଷ କୁମାର ପରିଡା, ଗୋବିନ୍ଦ ଚନ୍ଦ୍ର ମହାପାତ୍ର ଯୋଗ ଦେଇ କହିଲେ ଯେ, ଭାରତର ଆତ୍ମା ଗ୍ରାମରେ ରହିଥାଏ ।

ଗ୍ରାମରେ ବସବାସ କରୁଥିବା ଲୋକଙ୍କର ଆର୍ଥିକ ବିକାଶ ହୋଇପାରିଲେ ଦେଶର ବିକାଶ ହୋଇ ପାରିବ । ଏଣୁ ବ୍ୟାଙ୍କ ଆଜି ଗ୍ରାମକୁ ଆସିଛି । ବ୍ୟାଙ୍କରୁ ଗ୍ରାମାଞ୍ଚଳର ଲୋକମାନେ ଅର୍ଥ ଋଣ ନେବା ଏବଂ ସଞ୍ଚୟ କଲେ , ସେମାନଙ୍କର ଆର୍ଥିକ ବିକାଶ କିପରି ହୋଇପାରିବ , ସେନେଇ ଗ୍ରାମର ଲୋକମାନଙ୍କୁ ବୁଝାଇଥିଲେ । ଏହି ସଚେତନତା ମେଳାରେ ନିହାର ରଞ୍ଜନ ନନ୍ଦ , ସଞ୍ଜୟ ସେନାପତି , ସନ୍ତୋଷ ସାମନ୍ତରାୟ , ଅଜୟ ସେନାପତି ପ୍ରମୁଖ ଉପସ୍ଥିତ ରହି ବ୍ୟାଙ୍କ କର୍ମଚାରୀ ଙ୍କୁ ସହଯୋଗ କରିଥିଲେ ।   ( ରିପୋର୍ଟ-ଅମୂଲ୍ୟ କୁମାର ବାରିକ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

September 8, 2026
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

September 8, 2026
ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

September 8, 2026
Strengthening Odisha’s Power Transmission Infrastructure: A New Era of Confidence in Power System of Odisha

Strengthening Odisha’s Power Transmission Infrastructure: A New Era of Confidence in Power System of Odisha

September 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

September 8, 2026
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

September 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version