• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସର୍ବଭାରତୀୟ ଧର୍ମଘଟକୁ ସମର୍ଥନ ଜଣାଇଲା ଓଡ଼ିଶା ନିର୍ମାଣ ଶ୍ରମିକ ଫେଡ଼େରେସନ

Proprietor Abhimanyu Maharana by Proprietor Abhimanyu Maharana
November 25, 2020
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ସର୍ବଭାରତୀୟ ଧର୍ମଘଟକୁ ସମର୍ଥନ ଜଣାଇଲା ଓଡ଼ିଶା ନିର୍ମାଣ ଶ୍ରମିକ ଫେଡ଼େରେସନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ନଭେମ୍ବର ମଙ୍ଗଳବାର)  ଭୁବନେଶ୍ୱର :-  ଶ୍ରମ ବିରୋଧୀ ଶ୍ରମ ଆଇନ୍ ପ୍ରତ୍ୟାହାର, କୃଷକ ବିରୋଧୀ କୃଷି ଆଇନ୍‌ର ପ୍ରତ୍ୟାହାର, ଦରଦାମ୍ ନିୟନ୍ତ୍ରଣ ଓ ସାର୍ବଜନୀନ ବନ ବ୍ୟବସ୍ଥାକୁ ସୁଦୃଢ କରିବା, ସଂଖ୍ୟାଲଘୁ ଓ ଦଳିତମାନଙ୍କ ଉପରେ ନିର୍ଯ୍ୟାତନା ବନ୍ଦ, ସମସ୍ତଙ୍କୁ ମାଗଣାରେ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଆଦି ଦାବିରେ ସମସ୍ତ କେନ୍ଦ୍ରୀୟ ଶ୍ରମିକ ସଂଗଠନମାନଙ୍କ ତରଫରୁ ଆସନ୍ତା ୨୬ ନଭେମ୍ବର ସାଧାରଣ ଧର୍ମଘଟକୁ ସମର୍ଥନ ଜଣାଇ ସାମିଲ ହୋଇଛି ଓଡ଼ିଶା ନିର୍ମାଣ ଶ୍ରମିକ ଫେଡେରେସନ । ଆଜି ଉତ୍କଳ ସାମ୍ବାଦିକ ସଂଘ ପରିସରରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳୀନରେ ଫେଡ଼େରେସନ ତରଫରୁ ଏହି ନିଷ୍ପି ନିଆଯାଇଛି ।

ଦେଶର କୋଟି କୋଟି ଶ୍ରମିକଙ୍କ ଆନ୍ଦୋଳନ ମାଧ୍ୟମରେ ଅର୍ଜିତ ଆଇନ୍‌ଗତ ଅଧିକାରକୁ ଲୋପ୍ କରି କ୍ରୀତଦାସରେ ପରିଣତ କରିବାକୁ ଉଦ୍ୟମ ହୋଇଛି । ୪୦ଟି ଶ୍ରମ ଆଇନ୍‌କୁ ବାତିଲ କରି ୪ଟି ଶ୍ରମ କୋର୍ଡ଼ରେ ପରିଣତ କରିବା ଯୋଗୁ ଦେଶରେ ୯୦ ପ୍ରତିଶତ ଶ୍ରମିକ ଆଇନ୍‌ଗତ ସୁରକ୍ଷା ଓ ଅଧିକାରରୁ ôବତ ହେବେ । ଦେଶୀ ବିଦେଶୀ ପୁଞ୍ଜିପତିଙ୍କ ମୁନାଫା ବଢାଇବା ସହିତ ଶ୍ରମିକମାନଙ୍କ ଅଧିକାରକୁ ଲୋପ୍ କରିବା ହେଉଛି ଏହି ଲେବର କୋର୍ଡ଼ର ଲକ୍ଷ୍ୟ । ଦେଶବାସୀଙ୍କ ଟିକସ ଅର୍ଥରେ ଗଢି ଉଠିଥିବା ସମସ୍ତ ରାଷ୍ଟ୍ରୀୟ ଉଦ୍ୟୋଗ, ବ୍ୟାଙ୍କ, ବୀମା, ରେଳବାଇ, ପ୍ରତିରକ୍ଷା ଉତ୍ପାଦନ, କୋଇଲାଖଣି, ବିଦ୍ୟୁତ୍‌, ତୈଳ, ପୋତାଶ୍ରୟ ଆଦିକୁ ଘରୋଇ ଶିଳ୍ପପତିମାନଙ୍କୁ ବିକ୍ରିକରି ଚାଲିଛି । ବିଗତ ୬୦ ବର୍ଷ ଧରି ଗଢି ଉଠିଥିବା ରାଷ୍ଟ୍ରୀୟ ଅର୍ଥନୀତିକୁ ମାତ୍ର ଛଅବର୍ଷରେ ଲୋପ୍ କରିଦେଇଛି ବିଜେପି ସରକାର । ଯୋଜନା କମିଶନକୁ ଭାଙ୍ଗି ନୀତି ଆୟୋଗ ଗଠନ କରି ରାଷ୍ଟ୍ରୀୟ ଉଦ୍ୟୋଗର ବିଲୋପ ପାଇଁ ଜଘନ୍ୟ ପରିକଳ୍ପନା କରିଛି ମୋଦି ସରକାର । କେନ୍ଦ୍ରୀୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼କୁ ପରୋକ୍ଷରେ ଭାଙ୍ଗିଦେବା ପାଇଁ କେନ୍ଦ୍ର ସରକାର ଚଳାଇଥିବା ଷଡ଼ଯନ୍ତ୍ରକୁ ଓଡ଼ିଶା ନିର୍ମାଣ ଶ୍ରମିକ ଫେଡ଼େରେସନ ପକ୍ଷରୁ ବିରୋଧ କରାଯାଇଛି । ତତ୍ ସଙ୍ଗେ ସଙ୍ଗେ ଓଡ଼ିଶାର କୋଭିଡ଼-୧୯, ନିର୍ମାଣ ଶ୍ରମିକ ସହାୟତା ରାଶି ପ୍ରାୟ ୪ ଲକ୍ଷ ଶ୍ରମିକ ଏପର୍ଯ୍ୟନ୍ତ ପାଇନାହାଁନ୍ତି । ବାରମ୍ବାର ଅଭିଯୋଗ କଲେ ମଧ୍ୟ ସରକାର ଏଥିପ୍ରତି କର୍ଣ୍ଣପାତ କରୁନାହାଁନ୍ତି ।

ଆମ ଦେଶରେ ପ୍ରାୟ ଦଶଲକ୍ଷ ଲୋକ ବେରୋଜଗାର ଶ୍ରମିକମାନେ ପ୍ରତି ମାସରେ ଶ୍ରମ ବଜାରକୁ ପ୍ରବେଶ କରୁଛନ୍ତି । ସେମାନଙ୍କୁ ନିଯୁକ୍ତି ବା ରୋଜଗାର ଦେବାକୁ ଏ ସରକାର ପ୍ରତ୍ୟାଖ୍ୟାନ କରିଛି । ଏସବୁର ପ୍ରତିବାଦରେ ଫେଡ଼େରେସନ ୨୬ ନଭେମ୍ବର ହେବାକୁ ଥିବା ଦେଶବ୍ୟାପୀ ଧର୍ମଘଟରେ ସାମିଲ୍ ହେବ ବୋଲି ଫେଡ଼େରେସନର ସଭାପତି ସୁରେଶ ଚନ୍ଦ୍ର ରାଉତରାୟଙ୍କ ନେତୃତ୍ୱରେ ପ୍ରଦୀପ ମହାନ୍ତି, ଭାଗିରଥୀ ସେନାପତି, ପାନନ ମହାରଣା, ବିôର ବିଶ୍ୱାଳ, ସୁନୀଲ ଗୌଡ଼, ମନୋରଞ୍ଜନ ସାହୁ, ସଞ୍ଜୀବ କୁମାର ମହାନ୍ତି, ମାନସ ଦାସ, ଇନ୍ଦ୍ରମଣି ଜେନା, ରାଧାମୋହନ ସାହୁ, ପରମାନନ୍ଦ ବେହେରା ପ୍ରମୁଖ ସାମ୍ବଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

April 25, 2026
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026
ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

April 25, 2026
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version