• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମନ୍ଦିର ବାହାରେ ନାଗାର୍ଜୁନ ବେଶ ଦର୍ଶନର ସୁଯୋଗ ସୃଷ୍ଟିକଲେ ଯୁବ ଗୋଷ୍ଠି – ଓଡ଼ଗାଁ

Proprietor Abhimanyu Maharana by Proprietor Abhimanyu Maharana
November 25, 2020
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ମନ୍ଦିର ବାହାରେ ନାଗାର୍ଜୁନ ବେଶ ଦର୍ଶନର ସୁଯୋଗ ସୃଷ୍ଟିକଲେ ଯୁବ ଗୋଷ୍ଠି – ଓଡ଼ଗାଁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୨୫ ନଭେମ୍ବର ବୁଧବାର ) ଓଡ଼ଗାଁ  :- ପୂଣ୍ଯର ମାସ କାର୍ତ୍ତୀକ ମାସ । ଆଜି ଠାରୁ କାର୍ତ୍ତୀକ ମାସର ପଞ୍ଚୁକ ଆରମ୍ଭ ହୋଇଛି । କିନ୍ତୁ କରୋନା କଟକଣାରୁ ମୁକୁଳି ପାରିନି ମନ୍ଦିର। ଭକ୍ତ ଫେରିଯାଉଛି ଭଗବାନଙ୍କ ଦ୍ଵାର ରୁ । ଓଡଗାଁ ବ୍ଲକ ଅନ୍ତର୍ଗତ ରଙ୍ଗଣୀପାଟଣା ଗ୍ରାମ ପଞ୍ଚାୟତର କୋଠସାହି ଜଗନ୍ନାଥ ମନ୍ଦିର ବାହରେ ନାଗାର୍ଜୁନ ବେଶ ଦର୍ଶନ ବ୍ୟବସ୍ତା ହୋଇଛି। ମନ୍ଦିର ନିକଟ ମଣ୍ଡପରେ ଚତୁର୍ଧାମୂର୍ତ୍ତି ଙ୍କ ଦିବ୍ୟ ନାଗାର୍ଜୁନ ବେଶର ଅସ୍ଥାୟୀ ନିର୍ମାଣ କରାଯାଇଛି ।

ମନ୍ଦିର ରେ ଦର୍ଶନ ନପାଇ ଫେରିଯାଉଥିବା ଭକ୍ତମାନେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ଦର୍ଶନ କରିପାରିବେ ।କରୋନା କଟକଣା କାରଣରୁ ସମଦୁରତା ରକ୍ଷା କରି ଦର୍ଶନ କରିପାରିବେ । ଏହି ନିର୍ମାଣ ରେ ଜୟ ଜଗନ୍ନାଥ ଯୁବକ ସଂଘ ର ବଳରାମ ସାହୁ,ବସନ୍ତ କୁମାର ସାହୁ,ପ୍ରକାଶ ଶୁକ୍ଳ,ନିବାସ ସାହୁ ,ନାରାୟଣ ସାହୁ,ସୌମେନ୍ଦ୍ର ସାହୁ ଙ୍କ ସମିତ ଅନ୍ୟ କର୍ମକର୍ତ୍ତା ମାନେ ସହଯୋଗ କରିଥିଲେ। ( ଓଡ଼ଗାଁ ରିପୋର୍ଟ – ଅଶ୍ଵିନୀ କୁମାର ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version