• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ରେ କୋଭିଡ୍ ପରବର୍ତ୍ତୀ ସମୀକ୍ଷା ବୈଠକ – ନୟାଗଡ଼

Proprietor Abhimanyu Maharana by Proprietor Abhimanyu Maharana
November 26, 2020
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ରେ କୋଭିଡ୍ ପରବର୍ତ୍ତୀ ସମୀକ୍ଷା ବୈଠକ – ନୟାଗଡ଼
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୬ ନଭେମ୍ବର ଗୁରୁବାର )ନୟାଗଡ଼  : – ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସୃଜନ ଠାରେ ଦିବା ୧୨ଘଟିକା ସମୟରେ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ କୋଭିଡ୍ ପରବର୍ତ୍ତୀ ସମୟର ବିଭିନ୍ନ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଉପରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଯଥା- ଟୀକାକରଣ,ଯକ୍ଷ୍ମା ନିରୋଧ କାର୍ଯ୍ୟକ୍ରମ,ସ୍ୱାସ୍ଥ୍ୟ ଭିତ୍ତି ଭୂମିର ଦୃଢ଼ୀକରଣ, ଗାଁ କଲ୍ୟାଣ ସମିତି, ଅଣସଂକ୍ରମକ ରୋଗର ନିରାକରଣ ଆଦି କାର୍ଯ୍ୟକ୍ରମ ଗୁଡ଼ିକୁ ତ୍ୱରାନ୍ନିତ କରିବା ପାଇଁ ଜିଲ୍ଲାପାଳ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ସମସ୍ତ ମେଡିକାଲ ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ସ୍ୱାସ୍ଥ୍ୟକେନ୍ଦ୍ର ଭିତ୍ତି ଭୂମି ଦୃଢ଼ୀକରଣ କରିବା ଏବଂ ନୂତନ ଗୃହଗୁଡ଼ିକୁ ନିର୍ମାଣ କରିବା ପାଇଁ ମଧ୍ୟ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନଙ୍କୁ ଜିଲ୍ଲାପାଳ ଡା. ଟୁଡୁ ନିର୍ଦ୍ଦେଶ ଦେଇଥିଲେ ।

ଇତିମଧ୍ୟରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଖୋର୍ଦ୍ଦା ଜିଲ୍ଲାରୁ ଡା. ବିଶ୍ୱମୋହନ ମିଶ୍ର ଓ ଡା. ମୀରା ଲେଙ୍କା ଗସ୍ତ କରି ଯକ୍ଷ୍ମା ନିରାକରଣ ବ୍ୟବସ୍ଥାକୁ ପରିଦର୍ଶନ କରି ସନ୍ତୋଷ ପ୍ରକାଶ କରିଥିଲେ ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଶକ୍ତି ପ୍ରାସାଦ ମିଶ୍ର ବୈଠକରେ ପ୍ରକାଶ କରିଥିଲେ । ଏହା ପରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମୀକ୍ଷା ବୈଠକ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଥିଲା । ଏହି ବୈଠକରେ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସୁବାସ ଚନ୍ଦ୍ର ରାୟ ସମସ୍ତଙ୍କୁ ସ୍ୱାଗତ ଜଣାଇ ବହୁଦିନ ପରେ ଏହି ବୈଠକ ଅନୁଷ୍ଠିତ ହେଉଛି ବୋଲି ପ୍ରକାଶ କରିଥିଲେ । ଜିଲ୍ଲାର ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମଗୁଡ଼ିକୁ ତ୍ୱରାନ୍ନିତ କରିବା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ସର୍ବପ୍ରଥମେ ମୋ ଉପକାରୀ ବଗିଚା ସଂପର୍କରେ ଆଲୋଚନା କରାଯାଇଥିଲା । ହିତାଧିକାରୀମାନଙ୍କୁ ଏବଂ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ମୋ ଉପକାରୀ ବଗିଚା ଯୋଜନା ମାଧ୍ୟମରେ ଅମୃତଭଣ୍ଡା ଚାରା, ଲେମ୍ବୁଚାରା ଆଦି ଚାରାଗୁଡ଼ିକ ଯୋଗାଇ ଦେବା ପାଇଁ ଜିଲ୍ଲାପାଳ ପ୍ରକାଶ କରିଥିଲେ ।

ସେହିପରି ଜଙ୍ଗଲ ବିଭାଗ ଦ୍ୱାରା ଆଗ୍ରୋ ଫରେଷ୍ଟ ଯୋଜନାରେ ଲେମ୍ବୁ. ସଜନା, ଅମୃତଭଣ୍ଡା ଆଦି ଚାରା ହିତାଧିକାରୀ ଏବଂ ଅଙ୍ଗନବାଡ଼ି କେନ୍ଦ୍ରମାନଙ୍କୁ ଯୋଗାଇ ଦେବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ଏହାପରେ ଜଳବିଭାଜିକା ବିଭାଗ ପ୍ଲାଂଟେସନ, ଫାର୍ମ ପଣ୍ଡ୍ ଏବଂ ଆମ୍ବ ବଗିଚା ଆଦି କାର୍ଯ୍ୟକ୍ରମ ଗୁଡ଼ିକୁ ତ୍ୱରାନ୍ନିତ କରିବା ପାଇଁ ଜିଲ୍ଲାପାଳ ପ୍ରକାଶ କରିଥିଲେ । ସେହିପରି ଲାଇନ ବିଭାଗର ଅଧିକାରୀ ଯଥା ଜଳସେଚନ, କ୍ଷୁଦ୍ର ଜଳସେଚନ ଏବଂ ଅନ୍ୟାନ୍ୟ ବିଭାଗ ଗୁଡ଼ିକ ସେମାନଙ୍କର ବକେୟା କାର୍ଯ୍ୟକ୍ରମଗୁଡ଼ିକୁ ଯଥାଶୀଘ୍ର ତ୍ୱରାନ୍ନିତ କରିବା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ୨ ଏହି ବୈଠକରେ ବନଖଣ୍ଡ ଅଧିକାରୀ ନୟାଗଡ଼ ଓ ବନଖଣ୍ଡ ଅଧିକାରୀ ଖୋର୍ଦ୍ଦା,ଜିଲ୍ଲାର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସମସ୍ତ ଲାଇନ ବିଭାଗର ଅଧିକାରୀ ଆଦି ଉପସ୍ଥିତ ଥିଲେ । (ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ, ନୟାଗଡ଼ ) (ଜିଲ୍ଲା ରିପୋର୍ଟ -ରାମକୃଷ୍ଣ ରଥ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026
27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version