• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସର୍ବଭାରତୀୟ ଧର୍ମଘଟରେ ସାମିଲ୍ ହୋଇ ବିକ୍ଷୋଭ ପ୍ରଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
November 26, 2020
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ସର୍ବଭାରତୀୟ ଧର୍ମଘଟରେ ସାମିଲ୍ ହୋଇ ବିକ୍ଷୋଭ ପ୍ରଦର୍ଶନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୬ ନଭେମ୍ବର ଗୁରୁବାର ) ଭୁବନେଶ୍ୱର :-  ଓଡ଼ିଶା ନିର୍ମାଣ ଶ୍ରମିକ ଫେଡ଼େରେସନ ,ଶ୍ରମ ବିରୋଧୀ ଶ୍ରମ ଆଇନ୍ ପ୍ରତ୍ୟାହାର, କୃଷକ ବିରୋଧୀ କୃଷି ଆଇନ୍‌ର ପ୍ରତ୍ୟାହାର, ଦରଦାମ୍ ନିୟନ୍ତ୍ରଣ ଓ ସାର୍ବଜନୀନ ବଣ୍ଟନ ବ୍ୟବସ୍ଥାକୁ ସୁଦୃଢ କରିବା, ସଂଖ୍ୟାଲଘୁ ଓ ଦଳିତମାନଙ୍କ ଉପରେ ନିର୍ଯ୍ୟାତନା ବନ୍ଦ, ସମସ୍ତଙ୍କୁ ମାଗଣାରେ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଆଦି ଦାବିରେ ସାଧାରଣ ଧର୍ମଘଟରେ ବିଭିନ୍ନ କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ସହିତ ଓଡ଼ିଶା ନିର୍ମାଣ ଶ୍ରମିକ ଫେଡେରେସନ ସାମିଲ୍ ହୋଇ ରାଜଧାନୀର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଏହି ସାଧାରଣ ଧର୍ମଘଟରେ ୩୦୦ରୁ ୪୦୦ ଶ୍ରମିକ ସାମିଲ୍‌ ହୋଇଥିଲେ । ଦେଶର କୋଟି କୋଟି ଶ୍ରମିକଙ୍କ ଆନ୍ଦୋଳନ ଜରିଆରେ ଅର୍ଜିତ ଆଇନ୍‌ଗତ ଅଧିକାରକୁ ଲୋପ୍ କରି କ୍ରୀତଦାସରେ ପରିଣତ କରିବାକୁ ଉଦ୍ୟମ ହୋଇଛି ।

୪୦ଟି ଶ୍ରମ ଆଇନ୍‌କୁ ବାତିଲ କରି ୪ଟି ଶ୍ରମ କୋର୍ଡ଼ରେ ପରିଣତ କରିବା ଯୋଗୁ ଦେଶରେ ୯୦ ପ୍ରତିଶତ ଶ୍ରମିକ ଆଇନ୍‌ଗତ ସୁରକ୍ଷା ଓ ଅଧିକାରରୁ ବଞ୍ôଚତ ହେବେ । ଦେଶୀ ବିଦେଶୀ ପୁଞ୍ଜିପତିଙ୍କ ମୁନାଫା ବଢାଇବା ସହିତ ଶ୍ରମିକମାନଙ୍କ ଅଧିକାରକୁ ଲୋପ୍ କରିବା ହେଉଛି ଏହି ଲେବର କୋର୍ଡ଼ର ମୁଖ୍ୟ ଲକ୍ଷ୍ୟ । ଦେଶବାସୀଙ୍କ ଟିକସ ଅର୍ଥରେ ଗଢି ଉଠିଥିବା ସମସ୍ତ ରାଷ୍ଟ୍ରୀୟ ଉଦ୍ୟୋଗ, ବ୍ୟାଙ୍କ, ବୀମା, ରେଳବାଇ, ପ୍ରତିରକ୍ଷା ଉତ୍ପାଦନ, କୋଇଲାଖଣି, ବିଦ୍ୟୁତ୍‌, ତୈଳ, ପୋତାଶ୍ରୟ ଆଦିକୁ ଘରୋଇ ଶିଳ୍ପପତିମାନଙ୍କୁ ବିକ୍ରିକରି ଚାଲିଛି । ବିଗତ ୬୦ ବର୍ଷ ଧରି ଗଢି ଉଠିଥିବା ରାଷ୍ଟ୍ରୀୟ ଅର୍ଥନୀତିକୁ ମାତ୍ର ଛଅବର୍ଷରେ ଲୋପ୍ କରିଦେଇଛି ବିଜେପି ସରକାର । ଯୋଜନା କମିଶନକୁ ଭାଙ୍ଗି ନୀତି ଆୟୋଗ ଗଠନ କରି ରାଷ୍ଟ୍ରୀୟ ଉଦ୍ୟୋଗର ବିଲୋପ ପାଇଁ ଜଘନ୍ୟ ପରିକଳ୍ପନା କରିଛି ମୋଦି ସରକାର । ତତ୍ ସଙ୍ଗେ ସଙ୍ଗେ ଓଡ଼ିଶାର କୋଭିଡ଼-୧୯, ନିର୍ମାଣ ଶ୍ରମିକ ସହାୟତା ରାଶି ପ୍ରାୟ ୪ ଲକ୍ଷ ଶ୍ରମିକ ଏପର୍ଯ୍ୟନ୍ତ ପାଇନାହାଁନ୍ତି । ବାରମ୍ବାର ଅଭିଯୋଗ କଲେ ମଧ୍ୟ ସରକାର ଏଥିପ୍ରତି କର୍ଣ୍ଣପାତ କରୁନାହାଁନ୍ତି ।

କେନ୍ଦ୍ରୀୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼କୁ ପରୋକ୍ଷରେ ଭାଙ୍ଗିଦେବା ପାଇଁ କେନ୍ଦ୍ର ସରକାର ଚଳାଇଥିବା ଷଡ଼ଯନ୍ତ୍ରକୁ ବିରୋଧ କରି ଆଜିର ଏହି ସାଧାରଣ ଧର୍ମଘଟରେ ଓଡ଼ିଶା ନିର୍ମାଣ ଶ୍ରମିକ ଫେଡ଼େରେସନର କର୍ମୀମାନେ ରାଜଧାନୀର ଜୟଦେବ ବିହାର, ମାଷ୍ଟର କ୍ୟାଣ୍ଟିନ ଛକ, ରାଜମହଲ ଛକ ଆଦି ଛକମାନଙ୍କରେ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି । ଫେଡ଼େରେସନର ସଭାପତି ସୁରେଶ ଚନ୍ଦ୍ର ରାଉତରାୟଙ୍କ ନେତୃତ୍ୱରେ ପ୍ରଦୀପ ମହାନ୍ତି, ଭାଗିରଥୀ ସେନାପତି, ପଞ୍ଚାନନ ମହାରଣା, ବିରଞ୍ôଚ ବିଶ୍ୱାଳ, ସୁନୀଲ ଗୌଡ଼, ମନୋରଞ୍ଜନ ସାହୁ, ସଞ୍ଜୀବ ମହାନ୍ତି, ମାନସ ଦାସ, ଇନ୍ଦ୍ରମଣି ଜେନା, ପରମାନନ୍ଦ ବେହେରା ପ୍ରମୁଖ ଉପସ୍ଥିତ ବିକ୍ଷୋଭ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସରକାର ବିରୋଧୀ ବିଭିନ୍ନ ନାରାବାଜି ଦେଇଥିଲେ । (ସୁରେଶ କୁମାର ରାଉତରାୟ /ସଭାପତି)  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 25, 2026
ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ମହିଳା ବିଲ ସଂରକ୍ଷଣ ପ୍ରସଙ୍ଗରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

April 25, 2026
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version