• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ବିଧାୟକଙ୍କ ବାସଭବନରେ ଲୁଟ୍ ; ହତ୍ୟା ଉଦ୍ୟମ ଅଭିଯୋଗରେ ମା, ପୁଅ ସମେତ ୩ ଜଣଙ୍କୁ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
November 27, 2020
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ବିଧାୟକଙ୍କ ବାସଭବନରେ ଲୁଟ୍ ; ହତ୍ୟା ଉଦ୍ୟମ ଅଭିଯୋଗରେ ମା, ପୁଅ ସମେତ ୩ ଜଣଙ୍କୁ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୭ ନଭେମ୍ବର ଶୁକ୍ରବାର )ପାରଳାଖେମୁଣ୍ଡି :- ପାରଳାଖେମୁଣ୍ଡି ବିଧାୟକଙ୍କ କେ ନାରାୟଣ ରାଓଙ୍କ ମାଉସୀଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ସମ୍ପୃକ୍ତ ୩ଜଣକୁ ପାରଳାଖେମୁଣ୍ଡି ଓ ଆନ୍ଧ୍ରପ୍ରଦେଶର ପୁରୁଣାପାଟନମ୍ ରୁ ଗିରଫ କରିଛି । ଏନେଇ ପାରଳାଖେମୁଣ୍ଡି ଥାନାରେ ଅନୁ୍ଷ୍ଠିତ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ SDPO ରାମକୃଷ୍ଣ ପତି ସୂଚନା ପ୍ରଦାନ କରିଛନ୍ତି । ଗିରଫ ହୋଇଥିବା ଅଭିଯୁକ୍ତ ମାନେ ହେଲେ ପାରଳାଖେମୁଣ୍ଡି ସହର ତେଲୁଗୁ ଶୁଣ୍ଢିସାହିର ଏସ. କାନ୍ତାମା(୪୦), ଏସ. ତେଜା ରାଓ ଓ ଅଙ୍କସାହିର ଜି ରୋହିତ (୧୯) । ସେମାନଙ୍କ ନିକଟରୁ ଚୋରୀ ଓ ହତ୍ୟା ଉଦ୍ୟମ ନିମନ୍ତେ ବ୍ୟବହାର କରିଥିବା ଗାଡି ନଂ-OD20-9571 TVS Appache , OD20-8446 Scooty ,୩ଟି ମୋବାଇଲ ଫୋନ୍ , ଶାଢୀ ଫଲ୍ସ ଓ ଘଟଣାସ୍ଥଳରୁ ଜୋତା ପୋଲିସ ଜବତ କରିଥିଲା । ପାରଳାଖେମୁଣ୍ଡି ବିଧାୟକଙ୍କ ଏର୍ଦଲା ସାହି ଘରେ ତାଙ୍କ ମାଉସୀ ରହନ୍ତି । ନଭେମ୍ବର ୨୫ତାରିଖ ସଂଧ୍ୟା ପ୍ରାୟ ୭ଘଣ୍ଟା ସମୟରେ ଅଭିଯୁକ୍ତ ତେଲୁଗୁ ଶୁଣ୍ଢିସାହିର ଏସ କାନ୍ତାମା(୪୦) ବିଧାୟକଙ୍କ ମାଉସୀଙ୍କ ପି ତାତମ୍ମାଙ୍କ ଠାରୁ ଧାର ବାବଦରେ ଆଣିଥିବା ୫ହଜାର ଟଙ୍କା ପରିଶୋଧ କରିବା ବାହାନାରେ ଚୋରୀ ଓ ହତ୍ୟା କରିବା ପାଇଁ ଯାଇଥିଲେ । ବିଧାୟକଙ୍କ ମାଉସୀ ଏକୁଟିଆ ଥିବା ଦେଖି ତେଲୁଗୁ ଶୁଣ୍ଢିସାହିର ଏସ କାନ୍ତାମା(୪୦) ତାଙ୍କ ପୁଅ ଏସ ତେଜାରାଓ ଓ ତାର ସାଙ୍ଗ ଅଙ୍କସାହିର ଜି ରୋହିତକୁ ଫୋନ୍ କରି ଡାକିଥିଲେ । ସେମାନେ ବିଧାୟକଙ୍କ ଘରେ ପଶି ପି ତାତମ୍ମାଙ୍କ ପାଟି ଓ ନାକକୁ ଏକ କପଡାରେ ଜୋରଜବରଦସ୍ତ ଧରି ହତ୍ୟାକରି ଚୋରୀ କରିବାକୁ ଉଦ୍ୟମ କରୁଥିଲେ ।

ସେହି ସମୟରେ ବିଧାୟକଙ୍କ ମାଉସୀ ପାଟି କରିବାରୁ ପଡୋଶୀ ଘର ଲୋକ ମାନେ ଆସିଥିବାରୁ ଅଭିଯୁକ୍ତ ମାନେ ଘଟଣାସ୍ଥଳରୁ ବାଇକରେ ଚାଲିଯାଇଥିଲେ । ଗୁରୁତର ଆହତ ହୋଇ ତଳେ ପଡିଥିବା ବିଧାୟକଙ୍କ ମାଉସୀଙ୍କୁ ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ଏବଂ ସେଠାରୁ ତାଙ୍କୁ ଶ୍ରୀକାକୁଲମ ସ୍ଥିତ କିମ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ବର୍ତ୍ତମାନ ତାଙ୍କର ସ୍ବାସ୍ଥ୍ୟବସ୍ଥା ଠିକ୍ ଅଛି । ଏନେଇ ବରିଷ୍ଠ ବିଜେପି ନେତା ନୃସିଂହ ଚରଣ ପଟନାୟକ ପାରଳାଖେମୁଣ୍ଡି ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଉକ୍ତ ଅଭିଯୋଗକୁ ଭିତ୍ତିକରି ପାରଳାଖେମୁଣ୍ଡି ଥାନା କେସ୍ ନଂ-୨୯୮/୨୬-୧୧-୨୦୨୦ ଭାରତୀୟ ପିଙ୍ଗଳ କୋଡର ୪୫୨, ୩୦୭ ଓ ୩୪ ଦଫାରେ ମାମଲା ରୁଜୁ କରାଯାଇଥିଲା ଏବଂ ମାମଲାର ତଦନ୍ତ ଏସଆଇ ଅହଲ୍ୟା ମହାରଣା ତଦନ୍ତ କରୁଥିଲେ ବୋଲି ଏସ୍ଡିପିଓ ରାମକୃଷ୍ଣ ପତି ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ପାରଳାଖେମୁଣ୍ଡି ଥାନାଧିକାରୀ ବିବେକାନନ୍ଦ ସ୍ବାଇଁ ଉପସ୍ଥିତ ଥିଲେ ।ପାରଳାଖେମୁଣ୍ଡି ପୋଲିସ ୪୮ଘଣ୍ଟା ଅଭିଯୁକ୍ତ ମାନଙ୍କୁ ଗିରଫ କରିବାରେ ସଫଳ ହୋଇଥିବାରୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି l ( ରିପୋର୍ଟ – ଗରୁଡ଼ ଧ୍ୱଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version