• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୋଟର ତାଲିକାରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ନିମନ୍ତେ ସଚେତନ ରଥ ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
November 28, 2020
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଭୋଟର ତାଲିକାରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ନିମନ୍ତେ ସଚେତନ ରଥ ଶୁଭାରମ୍ଭ

CREATOR: gd-jpeg v1.0 (using IJG JPEG v62), quality = 82

Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୮ ନଭେମ୍ବର ଶନିବାର )ଭଞ୍ଜନଗର :–  ଚଳିତ 2021 ମସିହା ନିମନ୍ତେ ଭୋଟର ତାଲିକାରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ନିମନ୍ତେ ପ୍ରଚାର ରଥ ଆଜି ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଂଜ଼ ଶୁଭାରମ୍ଭ କରିଛନ୍ତି | ଏହି ପ୍ରଚାର ରଥ ଭଞ୍ଜନଗର ଉପଖଣ୍ଡ ର ସମସ୍ତ ବ୍ଲକ ସମେତ ପଂଚାୟତ ଗୁଡିକ ପରିଭ୍ରମଣ କରି ଜନସାଧାରଣ ମାନଙ୍କୁ ସଚେତନ କରିବ | ସୂଚନା ଯେ, ସ୍ୱତନ୍ତ୍ର ସଂଶୋଧନ ପ୍ରକ୍ରିୟା ଚଳିତ ମାସ 16 ତାରିଖରୁ ଚାଲୁରହିଛି | ଏହା ଆସନ୍ତା ମାସ ଅର୍ଥାତ ଡିସେମ୍ବର 15 ତାରିଖ ପର୍ୟ୍ଯନ୍ତ ଚାଲିବ | ସ୍ୱତନ୍ତ୍ର ପ୍ରଚାର ଦିବସ ଭାବେ ଚଳିତ ମାସ 28 ଏବଂ 29 ତାରିଖ ଏବଂ

ଡିସେମ୍ବର ମାସ 5 ଏବଂ 6 ତାରିଖ ଦିନ ଜନସାଧାରଣ ନିଜର ନିଜର ବୁଥ ସ୍ତରୀୟ ଅଧିକାରୀ ମାନଙ୍କ ସହ ଭେଟନ୍ତୁ | ଯଦି ଯଦି କୌଣସି ବ୍ୟକ୍ତିଙ୍କ 1.1.2021 କିମ୍ବା ତା ପୂର୍ବରୁ 18 ବର୍ଷ ବୟସ ହେଇଥିବ ତେବେ ନିଜର ନାମ ଭୋଟର ତାଲିକାରେ ପଞ୍ଜିକୃତ କରିପାରିବେ | ଏହା ଛଡା ଅନଲାଇନ www.nvsp.in ରେ ମଧ୍ୟ ଆବେଦନ କରିପାରିବେ | ଅନ୍ୟ ମାନଙ୍କ ମଧ୍ୟରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକୀର ମୋହନ ମାଝୀ, କନିଷ୍ଠ ରାଜସ୍ବ ସହାୟକ ମୁକ୍ତିପଦ ନାୟକ , ସତ୍ୟନାରାୟଣ ରେଡ୍ଡୀ ପ୍ରମୁଖ ଉପସ୍ଥିତ ଥିଲେ |  (ରିପୋର୍ଟ –  ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଏକ ପ୍ରଦର୍ଶନୀ ଫୁଟବଲ୍‌ ପ୍ରତିଯୋଗୀତା

August 27, 2026
ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

Vedanta Aluminium Coal Mines Brings Solar-Powered Lighting to 22,000 Residents Across Jharsuguda and Sundargarh Districts under Project Jyoti

ପବିତ୍ର ରକ୍ଷାବନ୍ଧନ ଉତ୍ସବ

ପବିତ୍ର ରକ୍ଷାବନ୍ଧନ ଉତ୍ସବ

August 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଏକ ପ୍ରଦର୍ଶନୀ ଫୁଟବଲ୍‌ ପ୍ରତିଯୋଗୀତା

ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଏକ ପ୍ରଦର୍ଶନୀ ଫୁଟବଲ୍‌ ପ୍ରତିଯୋଗୀତା

August 27, 2026
ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

Vedanta Aluminium Coal Mines Brings Solar-Powered Lighting to 22,000 Residents Across Jharsuguda and Sundargarh Districts under Project Jyoti

August 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version