• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅପମିଶ୍ରଣ ବ୍ୟବସାୟର ପେଣ୍ଠ ସ୍ଥଳୀ ପାଲଟିଛି କଟକ

Proprietor Abhimanyu Maharana by Proprietor Abhimanyu Maharana
November 29, 2020
in ଓଡ଼ିଶା, କଟକ, ହୋମ୍
0
ଅପମିଶ୍ରଣ ବ୍ୟବସାୟର ପେଣ୍ଠ ସ୍ଥଳୀ ପାଲଟିଛି କଟକ
Share on FacebookShare on TwitterWhatsapp

 ଓଡ଼ିଶା ତାଜା ନ୍ୟୁଜ୍ (୨୯ ନଭେମ୍ବର /ରବିବାର) କଟକ :- ଅପମିଶ୍ରଣ ବ୍ୟବସାୟର ପେଣ୍ଠ ସ୍ଥଳୀ ପାଲଟିଛି କଟକ । ଏଠାରେ ଖାଇବା ତେଲ, ଘିଅ , ହଳଦୀ ଗୁଣ୍ଡ , ଲଙ୍କା ଗୁଣ୍ଡ , ଗୁଟୁକା , ସିମେଣ୍ଟ , ଆଦି ବିଭିନ୍ନ ପ୍ରକାର ଅପମିଶ୍ରଣ ସାମଗ୍ରୀର କାରବାର ଚାଲିଛି । ମାଲଗୋଦାମରୁ ଏହି ଘଟଣା ଧରପଗଡ଼ ସମୟରେ ପୋଲିସ ଜାଣିବାକୁ ପାଇବା ପରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରିବା ଆରମ୍ଭ କରିଛି । ମାଲଗୋଦାମ ପରେ ଜଗତପୁର , କଟକ ସଦର ଅଞ୍ଚଳର ଗବବସ୍ତ ନିକଟସ୍ଥ ଉଲାର ଘିଅ କମ୍ପାନୀ ଉପରେ ଚଢ଼ାଉ କରାଯାଇ ଲକ୍ଷାଧିକ ଟଙ୍କାର ଅପମିଶ୍ରଣ ଘିଅ ,ତେଲ ଜବତ କରାଯାଇଥିଲା । ସେହିପରି ଶୁକ୍ରବାର ଦିପ ଚାଉଳିଆଗଞ୍ଜ ଥାନା ଭଦିମୂଳ ଗ୍ରାମରେ ଚାଲିଥିବା ବେଆଇନ ଅପମିଶ୍ରଣ ହଳଦୀ ଗୁଣ୍ଡ , ମସଲା କାରଖାନା ଉପରେ ଚଢ଼ାଉ କରାଯାଇଛି ।

ବିଶେଷ ସୂତ୍ରରୁ ଖବର ପାଇ ଚାଉଳିଆଗଞ ଥାନା ପୋଲିସ୍ ଏବଂ ସ୍ୱାସ୍ଥ୍ୟ ଅଧିକାରୀ କାରଖାନାରେ ପହଞ୍ଚି କାଗଜପତ୍ର ଯାଞ୍ଚ କରିଥିଲେ। ହେଲେ କାରଖାନା ମାଲିକ ଆବଶ୍ୟକ ଅନୁଯାୟୀ କାଗଜପତ୍ର ଦେଖାଇବାରେ ସକ୍ଷମ ହୋଇ ନ ଥିଲେ। ସବୁଠୁ ବଡ଼ କଥା ହେଲା ଏହି ଅଞ୍ଚଳ କୌଣସି ଶିଳ୍ପାଞ୍ଚଳ ନ ଥାଇ ଘରୋଇ ଅଞ୍ଚଳ ରେ ଏତ ବଡ଼ ମ୍ୟାନୁଫ୍ୟାକ୍ଚରିଂ ୟୁନିଟ୍ କିପରି ହେଲା ସେ ନେଇ ପ୍ରଶ୍ନ ଉଠିଛି। ଯାହା କି କାରଖାନା ବେଆଇନ୍ ଓ ଅପମିଶ୍ରିତ ହେଉଥିବା ଜାଣିବାକୁ ପାଇଥିଲେ ପୋଲିସ୍ ଅଧିକାରୀ । ତେବେ ନୋଭା ନାଁ ରେ ଏକ କମ୍ପାନୀ କରି ନିଜ ଘରେ ମାଲିକ ଚଲାଉଥିଲେ। ପ୍ୟାକେଟିଂ କରିବା ପାଇଁ ମଧ୍ୟ କର୍ମଚାରୀ ମାନେ କାମ କରୁଥିଲେ।

ତେବେ ହଳଦୀଗୁଣ୍ଡ, ଲଙ୍କାଗୁଣ୍ଡ ରେ ଅପମିଶ୍ରିତ ହେଉଥିବାବେଳେ ଏହାକୁ ଖାଇଲେ କ୍ୟାନସର୍ ଭଳି ରୋଗ ଦେଖାଦେବ ବୋଲି ସ୍ୱାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି। ଆଉ କେତେ କ୍ୱାଣ୍ଟିଟି ମିଶାଉଛନ୍ତି ତାହା ବି ପ୍ୟାକେଟ୍ ରେ ଲେଖାହୋଇନାହିଂ। ଏସବୁ ଦିଗକୁ ଦେଖି ଏହା ଅପମିଶ୍ରିତ ଆଉ ଜାଲ୍ ଭେଜାଲ୍ କମ୍ପାନୀ ବୋଲି ସିଏମସି ର ସ୍ୱାସ୍ଥ୍ୟ ଅଧିକାରୀ ଜାଣିବାକୁ ପାଇଥିଲେ। ତେବେ ଏ ସବୁ ଘଟଣାକୁ ଖଣ୍ଡନ କରି କମ୍ପାନୀ ମାଲିକ ସଫେଇ ଦେଇ କହିଛନ୍ତି କମ୍ପାନୀର କାଗଜପତ୍ର ଠିକ୍ ଅଛି ଆଉ କୌଣସି ଭେଜାଲ୍ କରାଯାଉ ନାହିଁ। ଜିରା,ଫୁଟଣ ପ୍ୟାକେଟ୍ କରାଯାଉଥିବା ବେଳେ ଏହି କାରଖାନାର ମ୍ୟାନୁଫ୍ୟାକ୍ଚରିଂ ୟୁନିଟ୍ କୁ ସିଲ୍ କରି ୫ ରୁ ୬ ଲକ୍ଷ ଟଙ୍କା ମୂଲ୍ୟର ସାମଗ୍ରୀ,ବ୍ୟବହୃତ ମେସିନ ଆଦି କୁ ଜବତ କରିଛି ପୋଲିସ । ମାସେ ଧରି ଚାଲିଥିବା ଭେଜାଲ୍ ଅପମିଶ୍ରିତ କମ୍ପାନୀ ଉପରେ କଟକ ପୋଲିସ୍ ଓ ସିଏମସି ପକ୍ଷରୁ ଚଢାଉ ଜାରି ରହିଛି । ଆଉ କେତେ ନକଲି କାରଖାନା ଅଛି ତାହା ଆଗକୁ ଜଣାପଡିବ । (କଟକରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

September 8, 2026
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

September 8, 2026
ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ

September 8, 2026
Strengthening Odisha’s Power Transmission Infrastructure: A New Era of Confidence in Power System of Odisha

Strengthening Odisha’s Power Transmission Infrastructure: A New Era of Confidence in Power System of Odisha

September 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ

September 8, 2026
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ

September 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version